Sign in
Sign in
Recover your password.
A password will be e-mailed to you.
ବେଦାନ୍ତ ଆଲୁମିନିୟମର ‘‘ପ୍ରକଳ୍ପ ବିଦ୍ୟା’’ ଏବଂ ‘‘ପ୍ରକଳ୍ପ ନିର୍ମଳ’’ ଜୀବନକୁ ରୂପାନ୍ତରିତ କରିଛି
ଗୁଣାତ୍ମକ ଶିକ୍ଷା, ପାନୀୟ ଜଳ ଏବଂ ଉନ୍ନତ ପରିମଳ ବ୍ୟବସ୍ଥା ଯୋଗାଣ
ଭୁବନେଶ୍ୱର, ୦୮/୦୪/୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ସୁନ୍ଦରଗଡ ଏବଂ ଝାରସୁଗୁଡ଼ା ଜିଲ୍ଲାର ହେମଗିର ଏବଂ କୁରାଲୋଇ ଅଞ୍ଚଳରେ ଶିକ୍ଷା, ଜଳ ଯୋଗାଣ ଏବଂ ପରିମଳ ପଦକ୍ଷେପ ମାଧ୍ୟମରେ…
ବାଣପୁର: ସାହିତ୍ୟସିନ୍ଦୁରାର “ବର୍ଣ୍ଣବୋଧ” ଦିବସ ପାଳନ
ବାଣପୁର:(ସେକ କୌସର):ଓଡ଼ିଶା ସରକାରଙ୍କ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜିଥିଲା “ବର୍ଣ୍ଣବୋଧ” ଦିବସ। ଏହି ପ୍ରାୟୋଜିତ କାର୍ଯ୍ୟକ୍ରମ ବାଣପୁରର ସାହିତ୍ୟସିନ୍ଦୁରା ଅନୁଷ୍ଠାନ ତରଫରୁ ବିଧାରପୁରର ପରୀଡ଼ା ପାଠଗାର ପରିସରରେ ଶିକ୍ଷାବିତ୍ ଗୋଲକ ବିହାରୀ ପରୀଡ଼ାଙ୍କ ନିମନ୍ତ୍ରଣ କ୍ରମେ ମହାସମାରୋହ…
ଓଡିଶା ମାଧ୍ଯମିକ ସ୍କୁଲ ସଂଗଠନ ଜିଲ୍ଲା ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ
ବରପାଲି:-ବରପାଲି ଜଗବନ୍ଧୁ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପରିସରରେ ଓଡିଶା ମାଧ୍ଯମିକ ସ୍କୁଲ ସଂଗଠନ (ଓଷ୍ଟା)ର ପଞ୍ଚମ ଜିଲ୍ଲା ସ୍ତରୀୟ ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଭାପତି ନନ୍ଦଲାଲ ନାଏକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ପୁର୍ବାହ୍ନରେ…
୧୫ ବର୍ଷ ରୁ କମ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ର ଦ୍ଵିତୀୟ ଦିବସ ଖେଳ ଅନୁଷ୍ଠିତ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ଆଜି ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ର ଦ୍ଵିତୀୟ ଦିବସ ଖେଳ ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା,…
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ସଂପର୍କିତ ଆଇନ୍ ସଚେତନତା କାର୍ଯ୍ୟକ୍ରମ”
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ…
ତୀର୍ଥଯାତ୍ରାରେ ବାହାରିଲେ ୭୭୫ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡା:-୮/୦୪-: ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣାପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ…
ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଯୁବ ରେଡକ୍ରସ ତରଫରୁ ରକ୍ତଦାନ ଶିବିର ଆୟୋଜିତ
ମୋଟ ୭୮ ୟୁନିଟ୍ ରକ୍ତ ସଂଗୃହୀତ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା ୮.୪.୨୦୨୫: ଓଡ଼ିଆ ପକ୍ଷ ପାଳନ ଅବସରରେ ମା ମାଣିକେଶ୍ଵରୀ ବିଶ୍ଵ ବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡ୍ ରିବନ କ୍ଲବ୍ ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇ ଯାଇଛି। ଭାରପ୍ରାପ୍ତ କୁଳପତି ଡ.…
ବାଙ୍କୀପାଲି, ଗଜବନ୍ଧ,ଅନ୍ଧାରିବାଞ୍ଜି କ୍ଲଷ୍ଟର ରେ ଶିକ୍ଷା ସଚେତନତା ରଥ କୁ ଭବ୍ୟ ସ୍ୱାଗତ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ର ବିଭିନ୍ନ ଗାଁ ରେ ଶିକ୍ଷାସଚେତନତା ରଥ ପରିକ୍ରମା କରି ଶୈକ୍ଷିକ ବାତାବରଣ ର ମାହୋଲ ସୃଷ୍ଟି କରିବା ସହ ନୂତନ ଶିକ୍ଷା ବର୍ଷ ପ୍ରାରମ୍ଭ ର ବିଗୁଲ ଫୁଙ୍କିଛି l ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ର…
ନବରଙ୍ଗପୁରଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଅଭିଯାନ କାର୍ଯ୍ୟକ୍ରମ
ନବରଙ୍ଗପୁର ତା ୮.୪.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ, ନବରଙ୍ଗପୁର ସହର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ "ଓଡିଆ ପକ୍ଷ" ପାଳନ ଉପଲକ୍ଷେ ଏକ ରକ୍ତଦାନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।।ଏହି ଅଭିଯାନରେ ମୋଟ ୧୮ ଜଣ ସ୍ବେଛାସେବୀ ରକ୍ତଦାତା ୧୮ ୟୁନିଟ ରକ୍ତ ଦାନ କରିଥିଲେ…
ନୂଆପଡାରେ ସିଆରପିଏଫ ୨୧୬ ବାଟାଲିଅନ ତରଫରୁ ସୁନାବେଡା ଅଭୟାରଣ୍ୟରେ ସିଭିକ ଆକ୍ସନ କାର୍ଯ୍ୟକ୍ରମ ଆୟୋଜିତ
ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ କ ରିପୋର୍ଟ ( ଶାସକ ପ୍ରଶାସକ): ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଅନ୍ତର୍ଗତ ଜାମଗାଓଁ ଓ ଭାଓସିଲ ଠାରେ ଗତକାଲି ନୂଆପଡା ସିଆରପିଏଫ ୨୧୬ ବାଟାଲିୟନ ତରଫରୁ ସିଭିକ ଆକ୍ସନ ପ୍ରୋଗ୍ରାମ ଆୟୋଜିତ ହୋଇ ଥିବା ବେଳେ ଆଜି ସୁନାବେଡା, ଢେକୁନପାନୀ ଓ ଧାତୁନାମା…