Sign in
Sign in
Recover your password.
A password will be e-mailed to you.
ମାତ୍ର ୨୪ ବର୍ଷ ବୟସରେ ସୁପ୍ରିମକୋର୍ଟରେ ଚମକିଲେ ଓଡ଼ିଆ ଝିଅ ଶ୍ରୀରୂପା ହୋତା
ନୂଆଦିଲ୍ଲୀ: ଓଡ଼ିଶା ପାଇଁ ଆସିଛି ଏକ ଗର୍ବର ଖବର। ମାତ୍ର ୨୪ ବର୍ଷ ବୟସରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମକୋର୍ଟ)ରେ ନିଜର ଯୁକ୍ତି ଉପସ୍ଥାପନ କରି ଚର୍ଚ୍ଚାରେ ଆସିଛନ୍ତି ଯୁବ ଆଇନଜୀବୀ ଶ୍ରୀରୂପା ହୋତା।
ତାଙ୍କର ଆତ୍ମବିଶ୍ୱାସପୂର୍ଣ୍ଣ ଉପସ୍ଥାପନା, ଆଇନଗତ ଦକ୍ଷତା ଓ!-->!-->!-->!-->!-->…
ଓପିସିସିକୁ ରିଲିଫ୍ ସହାୟତା ପ୍ରଦାନ କଲେ ନିରଞ୍ଜନ
ଭୁବନେଶ୍ୱର, ତା ୭.୮.୨୬ ରିଖ:- ଚଳିତ ବର୍ଷ ବନ୍ୟା ଦ୍ୱାରା ରାଜ୍ୟର ୮ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର,ଜଗସିଂହପୁର,କଟକ ଏବଂ କେଉଁଝର ପ୍ରଭାବିତ ହୋଇଥିବା ବେଳେ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ସାଧାରଣ ଜନତା। ବିଶେଷ କରି ତାଙ୍କ ପାଖରେ ଖାଦ୍ୟ!-->!-->!-->…
ମଶାବାରୀ ହାଇସ୍କୁଲରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ଓଡ଼ଗାଁ, ୭।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ପନ୍ତିଖାରୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ମଶାବାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜଣେ ଶିକ୍ଷକ ଓ ଦୁଇଜଣ ଅଣଶିକ୍ଷକ କର୍ମଚାରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ପ୍ରଧାନଶିକ୍ଷକ!-->!-->!-->…
ବନ ବିଭାଗ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା
ଓଡ଼ଗାଁ, ୦୭।୮(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ବନାଞ୍ଚଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ପିଏମ୍ଶ୍ରୀ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଓଡ଼ଗାଁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ଓ ବାଳିକା ଉଚ୍ଚ!-->…
ଲଗାଣ ବର୍ଷାରେ ମଶାବାରୀ ବ୍ରିଜ୍ ଅସ୍ଥାୟୀ ପୋଲରେ ଘାଇ
ବିକଳ୍ପ ବ୍ୟବସ୍ଥା ପରେ ଯାତାୟାତ ହେଲା ସ୍ୱାଭାବିକ
ଓଡ଼ଗାଁ, ୭।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ–ବାହାଡ଼ାଝୋଲା ରାଜ୍ୟ ରାଜପଥର ମଶାବାରୀ ନିକଟ କୁସୁମୀ ନଦୀ ଉପରେ ନିର୍ମିତ ଅସ୍ଥାୟୀ ପୋଲରେ ବଢ଼ି ପାଣି ଯାଇ ଘାଇ ସୃଷ୍ଟି ହେବାରୁ ଅନେକ ସମୟ ପାଇଁ ସାଧାରଣ ଯାତାୟାତ!-->!-->!-->…
କିଟ୍ ଓ କିସ୍ ରେ ୧୨ତମ ଜାତୀୟ ହସ୍ତତନ୍ତ ଦିବସ ପାଳିତ
ଭୁବନେଶ୍ୱର, ୭ ।୮: କିଟ୍ ସ୍କୁଲ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି, କିଟ୍ ଷ୍ଟୁଡେଣ୍ଟ ଆକ୍ଟିଭିଟି ସେଣ୍ଟର ଓ କିସ୍ ମିଳିତ ସହଯୋଗରେ କିଟ୍ ରେ ୧୨ତମ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଯାଇଛି। ଆଜି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶା ରାଜ୍ୟ ସମବାୟ ଏବଂ ହସ୍ତତନ୍ତ,!-->!-->!-->!-->!-->…
ଭଏଷା ଗ୍ରାମର ବେଆଇନ ଚିକିତ୍ସା ଉପରେ ପ୍ରଶାସନର କାର୍ଯ୍ୟାନୁଷ୍ଠାନ କେବେ?
ବାରମ୍ବାର ଖବର ପ୍ରସାରଣ ପରେ ମଧ୍ୟ ପ୍ରଶାସନ ର କାର୍ଯ୍ୟାନୁଷ୍ଠାନ ଶୂନ!
ପାଟଣାଗଡ଼/ ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଅନ୍ତର୍ଗତ ଭଏଷା ଗ୍ରାମରେ ଜଣେ ବ୍ୟକ୍ତି ବୈଧ ଡାକ୍ତରୀ ଯୋଗ୍ୟତା ଏବଂ ସରକାରୀ ପଞ୍ଜିକରଣ ବିନା ଚିକିତ୍ସା କରୁଥିବା ନେଇ ସ୍ଥାନୀୟ ଲୋକଙ୍କ!-->!-->!-->!-->!-->…
କଥା ଦେଇ କଥା ରଖିଲା ରୋଟାରୀ କ୍ଲବ, ନୟାଗଡ଼
ନୟାଗଡ଼(ବିଶ୍ୱଜିତ ନାୟକ):- ସେବା ହିଁ ରୋଟାରୀର ପରିଚୟ, ଏହାକୁ ପ୍ରମାଣ କରିଛି ରୋଟାରୀ କ୍ଲବ ନୟାଗଡ଼। ଗତବର୍ଷ ଆର୍ଥିକ ଅନଟନ ମଧ୍ୟରେ ପାଠପଢ଼ା ଜାରି ରଖିବା ପାଇଁ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଅର୍ଥନୀତି ବିଭାଗର ମେଧାବୀ ଛାତ୍ରୀ ରଶ୍ମିତା ପରିଡାଙ୍କୁ ୧୦ ହଜାର ଟଙ୍କା!-->!-->!-->…
ନବରଙ୍ଗପୁର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା-୨୦୨୬’ ଏବଂ ‘ବନ୍ଦେ ମାତରମ୍ର ୧୫୦ ବର୍ଷ…
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ ମହେଶ୍ୱର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସ୍ୱାଧୀନତା ଦିବସ ପରିପ୍ରେକ୍ଷୀରେ ଜିଲ୍ଲା ସ୍ତରୀୟ 'ହର ଘର ତ୍ରିରଙ୍ଗା - ୨୦୨୬' ଏବଂ!-->…
ରୋଟାରୀ କ୍ଲବ ଝାରସୁଗୁଡ଼ା ସିଟି ପକ୍ଷରୁ ୯ ତାରିଖରେ ମେଗା ସ୍ୱାସ୍ଥ୍ୟ ଶିବିର ଓ ରକ୍ତଦାନ ଶିବିର
ଝାରସୁଗୁଡ଼ା, : ରୋଟାରୀ କ୍ଲବ ଝାରସୁଗୁଡ଼ା ସିଟି ପକ୍ଷରୁ ଆସନ୍ତା ୯ ତାରିଖ (ରବିବାର) ସହରର ସରବାହାଲ ରୋଡ଼ସ୍ଥିତ ସ୍ୱର୍ଣ୍ଣଭୂମି ପରିସରରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର ଓ ରକ୍ତଦାନ ଶିବିରର ଆୟୋଜନ କରାଯିବ। ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଶିବିରରେ ବିଭିନ୍ନ!-->…