Sign in
Sign in
Recover your password.
A password will be e-mailed to you.
ସି.ଏମ୍.ଟ୍ରଫି ଜିଲ୍ଲାସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସି.ଏମ୍.ଟ୍ରଫି ନିମନ୍ତେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଯାଇଛି। ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ସି.ଏମ. ଟ୍ରଫି ହାସଲ ନିମନ୍ତେ ୭ ଏପ୍ରିଲ ଠାରୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ,…
୭୩ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ ଉଦଘାଟିତ
ଭୁବନେଶ୍ବର: ଆଜି ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ - ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ…
ସି.ଏମ୍.ଟ୍ରଫି ଜିଲ୍ଲାସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସି.ଏମ୍.ଟ୍ରଫି ନିମନ୍ତେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଯାଇଛି। ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ସି.ଏମ. ଟ୍ରଫି ହାସଲ ନିମନ୍ତେ ୭ ଏପ୍ରିଲ ଠାରୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ,…
ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :
ବିଭିନ୍ନ ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ…
ପୁରୀ ରଥ ନିର୍ମାଣ ପାଇଁ ପଦ୍ମପୁରରେ ଗଛ କଟା ଆରମ୍ଭ ।
https://youtu.be/Y1_igd9P6w4
ପଦ୍ମପୁର :- ରାମ ନବମୀ ଅବସରରେ ଜଗନ୍ନାଥମୟ ହୋଇଯାଇଛି ପୁରା ଗାଁ । ପଦ୍ମପୁର ଉପଖଣ୍ଡ ବୁଡାମାଲ ଗାଁ ରେ ଆଜି ଦେଖିବାକୁ ମିଲିଛି ଜଗନ୍ନାଥ ପ୍ରେମୀଙ୍କ ଭିଡ । ଚଳିତ ରଥଯାତ୍ରା ପାଇଁ ରଥ ନିର୍ମାଣ ସକାଶେ ବୁଡାମାଲ ଗାଁ ରୁ ଜଗନ୍ନାଥ ଧାମ ପୁରୀକୁ ଯିବ ରଥ…
ସମ୍ବଲପୁର ରେଢାଖୋଲରେ ବିଜେପିର ସ୍ଥାପନା ଦିବସରେ କେନ୍ଦ୍ରମନ୍ତ୍ରୀ
‘ବିଜେପି ପ୍ରତିଷ୍ଠା ଦିବସ’ ଆମ କାର୍ଯ୍ୟକର୍ତ୍ତାଙ୍କ ସଂଘର୍ଷ, ପରିଶ୍ରମ ଓ ତପସ୍ୟାକୁ କୃତଜ୍ଞତା ଜଣାଇବାର ଅବସର - ଧର୍ମେନ୍ଦ୍ର ପ୍ରଧାନ
• ବିଜେପି ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇବା ସହ ସାହାସପୁର ଠାରେ ପଦଯାତ୍ରାରେ ସାମିଲ ହେଲେ• କାର୍ଯ୍ୟକର୍ତ୍ତାଙ୍କ ଘରେ ଦଳୀୟ ପତାକା ଲଗାଇଲେ…
ଓଡ଼ିଆ ପକ୍ଷ ଅବସରରେ ଦେବାଳୟ ଓ ଐତିହ୍ୟ ସ୍ଥଳୀର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଓଡ଼ିଆ ପକ୍ଷ ପାଳନର ଷଷ୍ଠ ଦିବସରେ ଆଜି ଦେବାଳୟ, ଐତିହ୍ୟ ସ୍ଥଳୀ ଓ ପର୍ଯ୍ୟଟନ ସ୍ଥଳୀ ଗୁଡିକର ସ୍ଵଚ୍ଛତା ଅଭିଯାନ ଅନୁଯାୟୀ ଜିଲ୍ଳାର ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…
ଆଦିବାସୀ ଇଲାକାରେ ଟିପିଏସ୍ଓଡିଏଲର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା
ଗୋଟିଏ ବର୍ଷରେ ୧୦୧୮ ଗ୍ରାମରେ ପହଞ୍ଚିଛି ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା
ଦୁଇ ଲକ୍ଷରୁ ଅଧିକ ଲୋକ ଉପକୃତ
୧୪୦୦ରୁ ଉର୍ଦ୍ଧ୍ବ ସ୍ୱାସ୍ଥ୍ୟ ଓ ସଚେତନତା ଶିବିର
ବ୍ରହ୍ମପୁର,: ଜନଜାତି ବହୁଳ ଦକ୍ଷିଣ ଓଡ଼ିଶାର ଘଞ୍ଚ ଜଙ୍ଗଲ ଓ ପାହାଡ଼ଘେରା ଇଲାକାରେ ସ୍ବାସ୍ଥ୍ୟସେବାର ଏକ…
ବରଗଡ ସାଂସଦଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ବରଗଡ,୬ ୵ ୪: ଏପ୍ରିଲ ୫ ତାରିଖ ଦିନ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ଜନ୍ମ ଦିବସରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିବା ସହ ଜୀବନର ସୁଖ ସମୃଦ୍ଧି ପାଇଁ ଭଗବାନ ଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ…
ଓଡ଼ିଆ ପକ୍ଷ ପାଳନ ଅବସରରେ ଦେବାଳୟ ଓ ଐତିହ୍ଯ ସ୍ଥଳୀ ଗୁଡିକର ସ୍ଵଚ୍ଛତା ଅଭିଯାନ।
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା ୬/୪/୨୦୨୫ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଆ ପକ୍ଷ ଏପ୍ରିଲ ପହିଲାରୁ ଆରମ୍ଭ ହୋଇ 14 ଏପ୍ରିଲ ପର୍ଯ୍ୟନ୍ତ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରାଯିବ। କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଏହି ଅବସରରେ ବିଭିନ୍ନ…