ଘୁ.ଉଦୟଗିରି ଠାରେ ବାଇକ୍ ଦୁର୍ଘଟଣା, ଦୁଇ ଆହତ…

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଘୁ.ଉଦୟଗିରି-କନବାଗିରି ମୁଖ୍ୟ ରାସ୍ତାର ବେଥେଲ ନିକଟରେ ଗୁରୁବାର ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୂଚନା

ଚୋରା ମଦ ଜବତ : ୯ ଜଣ କୋର୍ଟ ଚାଲାଣ ।

କେନ୍ଦ୍ରାପଡ଼ା:୦୬/୦୮(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ରଘୁରାମ ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧିକ୍ଷକ ଶ୍ରୀ ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ, ଜମ୍ବୁ ମେରେଇନ, କେନ୍ଦ୍ରାପଡ଼ା ସଦର ଓ

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ସ୍ବଚ୍ଛତା ପକ୍ଷ ପାଳନ

ବେଲଗୁଣ୍ଠା,୦୬/୦୮,-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ସ୍ବଚ୍ଛତା ପକ୍ଷ ପାଳନ କରାଯାଇଛି। ଏଥିରେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ସ୍ବେଚ୍ଛାସେବୀଙ୍କ ସହ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଯୋଗ ଦେଇ ମହାବିଦ୍ୟାଳୟ

ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ୩୨ତମ ପ୍ରତିଷ୍ଠା ଦିବସ

ବେଲଗୁଣ୍ଠା, 0୬/0୮-(ଶିବରାମ ଚୌଧୁରୀ )-, ଗାଙ୍ଗପୁର ତଥା ପାଖାପାଖି ଅଞ୍ଚଳର କୋମଳମତି ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ୩୨ ବର୍ଷ ତଳେ ଗାଙ୍ଗପୁରରେ ପ୍ରତିଷ୍ଠା ହୋଇଥିଲା ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନ I ଆଜି ଏହି ପ୍ରତିଷ୍ଠାନର ୩୨ ତମ ପ୍ରତିଷ୍ଠାନ ଦିବସ

ଅଚାନକ ଜୀବା ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜୀବା ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ ଅଚାନକ ଗସ୍ତ କରି ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା , ଭିତ୍ତିଭୂମି ଏବଂ ଛାତ୍ରଛାତ୍ରୀଙ୍କ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ

ଗଜପତି ଜିଲ୍ଲାରେ ବର୍ଷା ଅଭାବରୁ ଚାଷୀ ହତାଶ : ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ବିଧାୟକ ରୂପେଶ ପାଣିଗ୍ରାହୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ଖରିଫ ଋତୁରେ ଗଜପତି ଜିଲ୍ଲାରେ ପର୍ଯ୍ୟାପ୍ତ ବର୍ଷା ନ ହେବାରୁ କୃଷି କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଭିନ୍ନ ଅଞ୍ଚଳର ଚାଷ ଜମି ଶୁଖିଲା ପଡ଼ିଥିବା ବେଳେ ଚାଷୀମାନେ ଧାନ ଚାଷ ଆରମ୍ଭ କରିପାରୁ ନଥିବାରୁ ଗଭୀର ଚିନ୍ତା ଓ

ଅବସରପ୍ରାପ୍ତ ଏସବିଆଇ ଅଫିସରଙ୍କ ପତ୍ନୀଙ୍କ ବିୟୋଗ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ଫ୍ରେଣ୍ଡସ୍ କଲୋନୀରେ ରହୁଥିବା ସମାଜସେବୀ , ସାହିତ୍ୟ ଓ ସଂସ୍କୃତି ପ୍ରେମୀ ତଥା ପୂର୍ବତନ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆର ଅଧିକାରୀ ହରିମୋହନ ପଟ୍ଟନାୟକଙ୍କ ପତ୍ନୀ ଲତିକା ପଟ୍ଟନାୟକଙ୍କ ଗତକାଲି ସନ୍ଧ୍ଯାରେ ବିୟୋଗ ଘଟିଛି।ସେ

ନବରଙ୍ଗପୁରକୁ ବାଲ୍ୟ ବିବାହମୁକ୍ତ ଜିଲ୍ଲା ଗଠନ ପାଇଁ ପଞ୍ଚାୟତ ସ୍ତରରେ ସକ୍ରିୟ ହୁଅନ୍ତୁ

GPDPରେ ଶିଶୁ ସୁରକ୍ଷା ଯୋଜନା ସାମିଲ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ନବରଙ୍ଗପୁର, ୬ ଅଗଷ୍ଟ: ବାଲ୍ୟ ବିବାହ ରୋକିବା ସହିତ ପ୍ରତ୍ୟେକ ଗ୍ରାମ ପଞ୍ଚାୟତକୁ ଶିଶୁ ଅନୁକୂଳ ପଞ୍ଚାୟତରେ ପରିଣତ କରିବା ଦିଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ ବୋଲି

ସଂସ୍କୃତି ଅନୁଷ୍ଠାନର ନୂତନ କାର୍ଯ୍ୟକାରିଣୀ ଗଠନ; ସଭାନେତ୍ରୀ ହେଲେ ସରସ୍ୱତୀ ସାହୁ

ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡ଼ା ସହରର ବହୁ ପୁରାତନ ମହିଳା ଅନୁଷ୍ଠାନ ‘ସଂସ୍କୃତି’ର ନୂତନ କାର୍ଯ୍ୟକାରିଣୀ କମିଟି ଗଠନ କରାଯାଇଛି। ସର୍ବସମ୍ମତି କ୍ରମେ ସରସ୍ୱତୀ ସାହୁଙ୍କୁ ଅନୁଷ୍ଠାନର ସଭାନେତ୍ରୀ ଭାବେ ମନୋନୀତ କରାଯାଇଛି। ଏହାପୂର୍ବରୁ ସେ ଅନୁଷ୍ଠାନର ସମ୍ପାଦିକା ଭାବେ

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ନବରଂଗପୁର ତା ୬.୮.୨୦୨୬: ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ନବରଙ୍ଗପୁର ପକ୍ଷରୁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ଉପଲକ୍ଷେ ଏକ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଓ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା। ମା’ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସୁରକ୍ଷା,