ପିଆରଏସ୍‍ଆଇ ଭୁବନେଶ୍ୱର ଚାପ୍ଟରର ନୂତନ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ନିର୍ବାଚିତ

ଭୁବନେଶ୍ୱର: ପବ୍ଲିକ ରିଲେସନ୍ସ ସୋସାଇଟି ଅଫ ଇଣ୍ଡିଆ (ପିଆରଏସ୍‍ଆଇ) ଭୁବନେଶ୍ୱର ଚାପ୍ଟରର ୬ଷ୍ଠ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‍)ରେ ସର୍ବସମ୍ମତିକ୍ରମେ ଏହାର ପରବର୍ତ୍ତୀ ଦୁଇବର୍ଷ ପାଇଁ ନୂତନ ଅଧ୍ୟକ୍ଷ ଏବଂ ଅନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ଯୁବସୁଲଭ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର…

ଗର୍ଭଣା ଛକ ରେ ଅଜଣା ଗାଡି ଧକ୍କାରେ ଜଣଙ୍କ ମୃତ୍ୟୁ

 ସୋହେଲା :-ବରଗଡ ଜିଲ୍ଲା ସୋହେଲା ଥାନା ଅନ୍ତର୍ଗତ କନଗାଁ ର ଲଳିତ ମୋହନ ବାରିକ ବୟସ ପ୍ରାୟ ଷାଠିଏ କାଲି ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ କାମ ସାରି ଘରକୁ ସାଇକେଲରେ ଫେରୁଥିବା ବେଳେ ଗର୍ଭନା ଛକରେ ଗୋଟିଏ ଅଜଣା ଗାଡ଼ି ଦୃତ ଗତିରେ ଆସି ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଲଲିତ ଛିଟିକି ପଡ଼ି…

ରାୟଗଡା ଅଟୋନୋମସ୍ କଲେଜରେ ଯୁବ ସଂସ୍କାର କାର୍ଯ୍ୟକ୍ରମ ଆୟୋଜିତ

ରାୟଗଡା,:- ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶନାଏ, ରାୟଗଡା ଅଟୋନୋମସ୍ କଲେଜରେ ମାସିକ ଯୁବ ସଂସ୍କାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ସଭାରେ ବାଳ୍ୟ ବିବାହ ନିଷେଧ ଏବଂ ତାହାର ସ୍ୱାସ୍ଥ୍ୟ ସମସ୍ୟାଗୁଡ଼ିକ ବିଷୟରେ ଉଲ୍ଲେଖନୀୟ ଉପସ୍ଥାପନ କରିଥିଲେ ରାୟଗଡା SDPO ଶ୍ରୀ…

ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ୨୦୨୫ ସମ୍ମିଳନୀ ଅନୁଷ୍ଠିତ l

ରାୟଗଡ:-ତା.୨୪/୦୩/୨୦୨୫- ରାୟଗଡ଼ା ଜିଲ୍ଲାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ଗତ ତା ୨୨/୦୩/୨୦୨୫ ରିଖରେ ପାଳନ କରାଯାଇଅଛି। ଏହି ସମାରୋହରେ ମୁଖ୍ୟ ଅତିଥଭାବେ ଅତିରିକ୍ତ ଜିଲ୍ଲାପାଳ, ରାୟଗଡ଼ା, ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ,ଅଧିକ୍ଷଣ ଯନ୍ତ୍ରୀ,…

କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେଏଲଡିବି) କୁ ପଦ୍ମପୁର ଶ୍ରମିକ ନେତା ଶ୍ରୀ କୋକିଲ ସାହୁ ମନୋନୀତ ।।

ଝାରବନ୍ଧ-ମନୋହର ଦାଶ: ରାଜ୍ଯ ସରକାରଙ୍କ ଦ୍ବାରା ପୁନର୍ଗଠିତ କେନ୍ଦୁପତ୍ର ଉନ୍ନୟନ ପରିଷଦ ( କେଏଲଡିବି ) ରେ ଜଣେ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ଯ ଭାବେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ପଦ୍ମପୁର ଡିଭିଜନର ନେତା ଶ୍ରୀ କୋକିଲ ସାହୁଙ୍କୁ ରାଜ୍ଯ ସରକାର ମନୋନୀତ କରିଛନ୍ତି । ଓଡ଼ିଶାର…

ଦୁର୍ନୀତିଗ୍ରସ୍ତଙ୍କ ମୁଣ୍ଡ ଉପରେ “ଡେମୋକ୍ଲିସ ଖଣ୍ଡା” !!

ଅପାରଗ ଅଧିକାରୀ ଓ କର୍ମଚାରୀଙ୍କୁ ଅବସରଗ୍ରହଣ ପୂର୍ବରୁ ସରକାରୀ ସେବାରୁ ବହିଷ୍କାର କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ନିର୍ଦ୍ଦେଶନାମାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ । ଭୁବନେଶ୍ୱର ତା- ୨୪.୦୩.୨୦୨୪:…

ନବରଙ୍ଗପୁରରେ ଦୁଇଟି ନୂତନ ପ୍ରାଇମେରୀ ସବଷ୍ଟେସନ ଉଦଘାଟିତ

 ବ୍ରହ୍ମପୁର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ ପକ୍ଷରୁ ନବରଙ୍ଗପୁର ଜିଲ୍ଲାର ଯୋଡ଼ିଙ୍ଗା ଏବଂ ଧୋଡ୍ରାଠାରେ ଦୁଇଟି ନୂତନ ପ୍ରାଇମେରୀ ସବଷ୍ଟେସନ (ପିଏସ୍ଏସ୍) କାର୍ଯ୍ୟକ୍ଷମ ହୋଇଛି। ଏହା ଉମରକୋଟ, ଝରିଗାଁ ଏବଂ ରାଇଘର…

ନବରଙ୍ଗପୁରଠାରେ ବିଶ୍ଵ ଯକ୍ଷ୍ମା ଦିବସ ପାଳିତ

ନବରଙ୍ଗପୁର ତା ୨୪.୩.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ ଗୃହରେ ଜିଲ୍ଲା ମୂଖ୍ୟ ଜନସ୍ବାସ୍ଥ୍ୟ ଅଧିକାରୀ ଡ ନବ କିଶୋର ବେହେରାଙ୍କ ଅଧ୍ୟକ୍ଷତାରେ ବିଶ୍ଵ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି। ଆସନ୍ତା ୨୦୩୦ ସୁଦ୍ଧା ଦେଶକୁ ଯକ୍ଷ୍ମା ମୁକ୍ତ…

ଗଛ ଭାଙ୍ଗି ରାସ୍ତା ଅବରୋଧ

ଖପ୍ରାଖୋଲ ୨୫|୩ (ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଧଣ୍ଡାମୁଣ୍ଡା-ପାଚେର୍ ରାସ୍ତାରେ ଏକ ଗଛ ଭାଙ୍ଗିପଡ଼ିବାରୁ ବହୁ ସମୟ ପର୍ଯ୍ୟନ୍ତ ରାସ୍ତା ଅବରୋଧ ହୋଇଥିଲା ଅଗ୍ନିଶମ ବିଭାଗ ଅଧିକାରୀ ଜୟ ଗୋପାଳ ପଣ୍ଡା ଙ୍କ ନେତୃତ୍ବରେ କର୍ମଚାରୀମାନେ ପହଞ୍ଚି ଗଛ…