Sign in
Sign in
Recover your password.
A password will be e-mailed to you.
ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ରେ ବିଶ୍ୱ ଜଳ ଦିବସ
ସୁଵର୍ଣ୍ଣପୁର ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ରେ ବିଶ୍ୱ ଜଳ ଦିବସ ପାଳିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ପ୍ରମିଳା ଭୁଏ ଙ୍କ ତତ୍ୱାବଧାନ ରେ…
ବରପାଲି ରେ ୧୪୮ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଇଁ ନିର୍ଦ୍ଧାରିତ ହେଲା ଲଗ୍ନ
ବରପାଲି :-ବରପାଲିର ୧୪୮ତମ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ପଣ୍ଡିତମାନଙ୍କ ବୈଠକ ଯାତ୍ରା କମିଟିର ଭଣ୍ଡାର ଗୃହରେ ବସି ଯାତ୍ରାର ଲଗ୍ନ ନିର୍ଦ୍ଧାରଣ କରାଯାଇଛି । ଆସନ୍ତା ଏପ୍ରିଲ ୩୦ ତାରିଖରେ ଅକ୍ଷୟ ତୃତୀୟା ତିଥିରେ ଥାଳଉଠା କାର୍ଯକ୍ରମ ହେବ । ମେ ମାସ ୨୭ ମଙ୍ଗଳବାର ଠାରୁ ୦୨ ଜୁନ୍ ସୋମବାର…
କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟ ରେ ବିଶ୍ୱ ବନ ଦିବସ
ସୁବର୍ଣ୍ଣପୁର , ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟ ରେ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶୋକ ରାଉତ ଙ୍କ ତତ୍ୱାବଧାନ ରେ…
ଶିଶୁ ବାଟିକା ରେ ନାମ ଲେଖା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିମନ୍ତ୍ରଣ ପତ୍ର ବାଣ୍ଟିଲେ ବିଡିଓ ଓ ବ୍ଲକ ଅଧ୍ୟକ୍ଷା
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୨/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ଚଚରାଗୁଡ଼ା ପଞ୍ଚାୟତ ର ବିଭିନ୍ନ ଗ୍ରାମ ରେ ଶିକ୍ଷା ବିଭାଗ ତରଫରୁ ନୂତନ ଶିକ୍ଷାନୀତି ଅନୁଯାଇ ୬ ବର୍ଷ ପିଲାଙ୍କୁ ଶିଶୁ ବାଟିକାରେ ନାମ ଲେଖାଇବା ପାଇଁ ଅଭିଭାବକ ମାନଙ୍କୁ ସଚେତନ…
ଯୁବକଙ୍କୁ ନିର୍ମମ ହତ୍ୟା ଘଟଣା : ୩ ଗିରଫ।
କାଶୀପୁର ରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶିପୁର ଥାନା ଅନ୍ତର୍ଗତ ସିରିପାଇ ପଞ୍ଚlୟତ ଅନ୍ତର୍ଗତ ବାହାରଦୁଲକି ଗାଁରେ ଜଣେ ଯୁବକ ଙ୍କୁ କେହି ହତ୍ୟାକରି ଗାଁ ନିକଟରେ ଫୋପାଡି ଦେବା ଘୋଟଣା ୩ଜଣ ଗିରଫ କରି କୋର୍ଟ ଚାଲାଣ କରିଛି କାଶିପୁର ପୋଲିସ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ…
ବର୍ଷାରେ ବ୍ୟାପକ ଫସଲ ହାନି ଓ ବଜ୍ରପାତରେ ଧନ ଜୀବନ କ୍ଷୟ କ୍ଷତି ।
ଅସ୍ତରଙ୍ଗ/ଦୁଃଶାସନ ନାୟକ : ଖରାଦିନେ ଅଦିନିଆଁ ବର୍ଷା ହେବା ତଥା କାଳ ବୈଶାଖୀ ପ୍ରଭାବରେ ଅସ୍ତରଙ୍ଗ ବ୍ଲକ ର ଝଡାଲିଂଗ ଗ୍ରାମର ପ୍ରଦୀପ ବେହେରା ମଇଁସି ଚରାଉ ଥିବା ବେଳେ ବଜ୍ରପାତ ହେବାରୁ ମଇଁସି ନିହତ ହେବା ସହ ଚରାଳି ଆହତ ହୋଇ ଥିବା ବେଳେ, ମଧୁପୁର ଗ୍ରାମର ବୁଧେସ୍ୱର ବେହେରା ଙ୍କ ଛାତ…
ରାୟଗଡ଼ା ଗ୍ରୀନ ରାୟଗଡ଼ା ପକ୍ଷରୁ ବିଶ୍ଵ ଜଳ ଦିବସ ପାଳିତ
ରାୟଗଡ଼ା : ତା : ୨୨/୦୩/୨୫: ବିଶ୍ଵ ଜଳ ଦିବସ ଅବସରରେ ରାୟଗଡ଼ା ଜିଲ୍ଲା ର ଏକ ଅଗ୍ରଣୀ ସାମାଜିକ ସଂଗଠନ ଗ୍ରୀନ ରାୟଗଡ଼ା ପକ୍ଷରୁ ଆଜି ବିଶ୍ଵ ଜଳ ଦିବସ ପାଳନ କରାଯାଇଛି । ଏହି ଅବସରରେ ଗ୍ରୀନ ରାୟଗଡ଼ା ଅନୁଷ୍ଠାନ ର ସଂଯୋଜକ ଶ୍ରୀ କୃଷ୍ଣ କାନ୍ତ ଜେନା ଏବଂ ଯୋଗେଶ୍ୱର ଦାସଙ୍କ ନେତୃତ୍ବରେ ଆଜି…
ଆଇ ଏସ୍ ଆର୍ ଡି “ସଖୀ” ୱାନ ଷ୍ଟପ ସେଣ୍ଟର ତରଫରୁ ବିଶ୍ଵ ଜଳ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଇ ଏସ୍ ଆର୍ ଡି "ସଖୀ" ୱାନ ଷ୍ଟପ ସେଣ୍ଟର ତରଫରୁ ବିଶ୍ଵ ଜଳ ଦିବସ ବେତାଗୁଡା ସ୍ଥିତ ପଲିଟେକ୍ନିକ କଲେଜ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭ ରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜଳନ କରାଯାଇଥିଲା । କେନ୍ଦ୍ର…
ଆନ୍ତ କ୍ଳବ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ୨୦୨୫ ଏପ୍ରିଲ ୨ ତାରିଖରୁ
ନବରଙ୍ଗପୁର: ଅଶୋକ ସାହୁ, ଶାସକ ପ୍ରଶାସକ,ଓଡ଼ିଶା ଫୁଟବଲ ସଂଘ ଏବଂ ଜିଲ୍ଲା କ୍ରୀଡା ସଂଘ ଆନୁକୂଲ୍ୟରେ ଏପ୍ରିଲ ୨ ତାରିଖରୁ ଆନ୍ତ କ୍ଳବ୍ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ୨୦୨୫ ନବରଙ୍ଗପୁର ଜିଲ୍ଲାରେ ଅନୁଷ୍ଠିତ ହେବ। ଏ ବାବଦରେ ଓଡ଼ିଶା ଫୁଟବଲ ସଂଘ ପକ୍ଷରୁ ନବରଙ୍ଗପୁର ଜିଲ୍ଲା…
ମୁଖ୍ୟମନ୍ତ୍ରୀଙ୍କ ସହିତ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ
ମହାନଦୀ ଜଳ ବିବାଦର ଆପୋଷ ସମାଧାନ ପାଇଁ ଆଲୋଚନା
ଭୁବନେଶ୍ୱର: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ…