ଶିଶୁ ମନ୍ଦିର ରେ କଣ୍ଢେଇ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ଶୁକ୍ରବାର) ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର , ପାରଳାଖେମୁଣ୍ଡି ଠାରେ କଣ୍ଢେଇ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରାରମ୍ଭ ଓ ବୋଧ ଶ୍ରେଣୀର ପିଲାମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ସହ କଣ୍ଢେଇ ପ୍ରଦର୍ଶନୀ…

ବାଲ୍ୟ ବିବାହ ବନ୍ଦ କଲା ଜିଲ୍ଲା ପ୍ରଶାସନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ମାସରେ କାଶିନଗର ବ୍ଲକ ରାଣିପେଣ୍ଠ ଗ୍ରାମରେ ଏକ ବିବାହ ହେବାକୁ ସ୍ତିର ହୋଇଥିବା ବିଷୟ ଶିଶୁ ବିକାଶ ପକଳ୍ପ ଅଧିକାରୀ କାଶିନଗର ବିଶେଷ ସୂତ୍ରରୁ ଖବର ପାଇବା ପରେ ସଙ୍ଗେ ସଙ୍ଗେ ପୋଲିସ , ଶିଶୁ ମଙ୍ଗଳ ସମିତି , ଶିଶୁ ସୁରକ୍ଷା ଅଧିକାରୀ ,…

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ସୈଖିକ ପରିଭ୍ରମଣ କଲେ ଡାବୁଗାଁ ବ୍ଲକ ଛାତ୍ରଛାତ୍ରୀ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୧/୦୩/୨୫ ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଛାତ୍ରଛାତ୍ରୀଙ୍କ ବ୍ୟାହ ଜ୍ଞାନ ଆହରଣ ପାଇଁ ଆରମ୍ଭ କରାଯାଇଥିବା ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ୨୦୨୫ ଅବସରରେ ଡାବୁଗାଁ ଗୋଷ୍ଠୀ ଶିକ୍ଷା ବିଭାଗ ତରଫରୁ ଏକ ଶୈଖିକ ଭ୍ରମଣ କରାଯାଇଛି। ଡାବୁଗାଁ…

୨୫ରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା

ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ସକାଶେ ସାମ୍ବାଦିକ ସମ୍ମିଳନୀ ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ ତା ୨୧.୩.୨୦୨୫: ଆସନ୍ତା ୨୫.୩.୨୦୨୫ ତାରିଖ ଦିନ ସ୍ଥାନୀୟ ରାଜା ଚୈତନ୍ୟ ଦେବ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ସକାଶେ ଆଜି…

ଟିପିଡବ୍ଲୁଓଡିଏଲ୍ ଦ୍ୱାରା ଖରିଆରଠାରେ ନୂତନ ସବ୍-ଷ୍ଟୋର୍ ଉଦଘାଟିତ

ବୁର୍ଲା/ନୂଆପଡା, ୨୧-୦୩-୨୦୨୫:ଟିପିଡବ୍ଲୁଓଡିଏଲ୍ ଦ୍ୱାରା ନୂଆପଡା ଜିଲ୍ଲା ଅନ୍ତର୍ଗତ ଖରିଆରଠାରେ ଏକ ନୂତନ ସବ୍-ଷ୍ଟୋରର ଉଦଘାଟନ୍ କରାଯାଇଅଛି । ଏହି ସବ୍-ଷ୍ଟୋର୍ ପ୍ରତିଷ୍ଠା ନୂଆପଡ଼ା ଜିଲ୍ଲାରେ ବିଦ୍ୟୁତ୍ ଭିତ୍ତିଭୂମିର ସୃଦୃଢିକରଣ ତଥା ଯଥାଶୀଘ୍ର ବିଦ୍ୟୁତ୍ ସେବାର ପୁନଃରୁଦ୍ଧାର ଦିଗରେ…

ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଭୁବନେଶ୍ୱର , ୨୧ ମାର୍ଚ୍ଚ : ଖୋର୍ଦ୍ଧା ଜିଲ୍ଲା ପାଇଁ ଆରମ୍ଭ ହେବାକୁ ଯାଉଥିବା ସୋଆ ଏନ୍‌ଏସ୍‌ଏସ୍ ବ୍ୟୁରୋ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ…

ସୋଆ ଏବଂ ହାଇଦ୍ରାବାଦ ସ୍ଥିତ କେଏଫ୍‌ଆଇଏନ୍ ଟେକ୍ନୋଲୋଜିସ୍ ଲିମିଟେଡ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୧ ମାର୍ଚ୍ଚ : ପ୍ରତିଭାର ବିକାଶକୁ ତ୍ୱରାନ୍ୱିତ କରିବା, ଶିଳ୍ପ ଓ ଶିକ୍ଷା କ୍ଷେତ୍ରରେ ସହଭାଗିତାକୁ ଏବଂ ସ୍ଥାନୀୟ ନିଯୁକ୍ତିକୁ ପ୍ରୋତ୍ସାହନ ଦେବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଓ ହାଇଦ୍ରାବାଦ ସ୍ଥିତ କେଏଫ୍‌ଆଇଏନ୍ ଟେକ୍ନୋଲୋଜିସ୍ ଲିମିଟେଡ୍ ମଧ୍ୟରେ…

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ଫେରିଲା ଓଡ଼ିଆ ଯୁବକଙ୍କ ମରଶରୀର

ଭୁବନେଶ୍ୱର/ ୨୧.୦୩- ବରିଷ୍ଠ ବିଜେପି ନେତା, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଆଜି ଦୁବାଇରୁ ଫେରିଛି ଓଡ଼ିଆ ଯୁବକ ରାଜେଶ କୁମାର ପରିଡ଼ାଙ୍କ ମରଶରୀର। ଏ ନେଇ ଶ୍ରୀ ପଣ୍ଡା ଚଳିତ ମାସ ୧୮ ତାରିଖରେ ଦୁବାଇରେ ଅବସ୍ଥାପିତ ଭାରତୀୟ…

ସଞ୍ଜୟ ଓ ଅମରଙ୍କୁ ଚେନ୍ନାଇ ବିମାନ ବନ୍ଦରରେ ସ୍ଵାଗତ କଲେ ସାଂସଦ ଦୟାନିଧି ମାରାନ୍ ଏଵଂ କାନିମୋଝି

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନଙ୍କ ଦ୍ବାରା ଆୟୋଜିତ ହୋଇଥିବା ସର୍ବଦଳୀୟ ବୈଠକରେ ଯୋଗଦେବା ପାଇଁ ଯାଇଥିବା ପୂର୍ବତନ ମନ୍ତ୍ରୀ ତଥା ଦଳର କାର୍ଯ୍ୟକ୍ରମ ରୂପାୟନ କମିଟିର ଅଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ଓ ପୂର୍ବତନ ରାଜ୍ୟସଭା ସାଂସଦ ଡ଼ ଅମର ପଟ୍ଟନାୟକଙ୍କୁ ଚେନ୍ନାଇ…

୯ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ସ୍ଥାୟୀ କୁଳପତି

ବିଧାନସଭାରେ ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର ଭୁୁବନେଶ୍ୱର(୨୧.୦୩.୨୦୨୫): ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରୁ ୮ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି କାର୍ଯ୍ୟରତ ଅଛନ୍ତି । ଅବଶିଷ୍ଟ ୯ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନାହାନ୍ତି ।…