Sign in
Sign in
Recover your password.
A password will be e-mailed to you.
କଳିଙ୍ଗା ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କଳିଙ୍ଗା ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ବୁଧୁବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା। ପରେ ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ…
ଦୁଇ ଦିନିଆ ସିକିଲ୍ ସେଲ୍ ଆନିମିଆ ଓ ଥାଲାସେମିଆ ରୋଗ ସମ୍ପର୍କିତ ଜାତୀୟ ସମ୍ମିଳନୀ ଉଦଯାପିତ
ଭୁବନେଶ୍ୱର, ୧୨ ଡିସେମ୍ବର ୨୦୨୫: ସଫଳତାର ସହ ଶେଷ ହୋଇଛି ଦୁଇ ଦିନିଆ ଜାତୀୟ କର୍ମଶାଳା । ‘ସିକିଲ୍ ସେଲ୍ ଏବଂ ଥାଲାସେମିଆ ନିରାକରଣ: ବେଷ୍ଟ୍ ପ୍ରାକ୍ଟିସ୍ ଓ ସ୍କେଲେବଲ୍ ଷ୍ଟ୍ରାଟେଜୀ’ ବିଷୟବସ୍ତୁକୁ ନେଇ ଦୁଇ ଦିନିଆ ଜାତୀୟ କର୍ମଶାଳା ମେଫେୟାର କନଭେନସନ୍ ଠାରେ ଆୟୋଜିତ ହୋଇଯାଇଛି ।…
ରାଜ୍ୟରେ ପାଳନ କରାଯିବ ଶୂନ୍ୟ ସଡ଼କ ଦୁର୍ଘଟଣା ଦିବସ
ମହିଳାଙ୍କ ନେତୃତ୍ବ ହେବ ସଡ଼କ ସୁରକ୍ଷାର ପ୍ରମୁଖ ବାହକ: ମାସେ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ
ଭୁବନେଶ୍ବର- ତା ୧୨।୩ : ସଡ଼କ ସୁରକ୍ଷା ଓ ଆଚରଣରେ ପରିବର୍ତ୍ତନ ପାଇଁ ଓଡ଼ିଶା ସରକାର ଏକ ପରିବର୍ତ୍ତନକାରୀ ପଦକ୍ଷେପ ଆଣିବାକୁ ଯାଉଛନ୍ତି। ଖୁବ୍ ଶୀଘ୍ର ରାଜ୍ୟରେ ଆରମ୍ଭ ହେବ ୩୦ ଦିନିିଆ…
ଟୋଲବ୍ରାହ୍ମଣୀରେ ବିଶ୍ବ ଶାନ୍ତି ବ୍ରହ୍ମଯଜ୍ଞ ଓ ମହିମା ମେଳା
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଟୋଲବ୍ରାହ୍ମଣୀ ସ୍ଥିତ ସିଦ୍ଧ ରତ୍ନକୁଟିର ମହିମା ଆଶ୍ରମରେ ଆରମ୍ଭ ହୋଇଛି ୬୭ତମ ବିଶ୍ବ ଶାନ୍ତି ବ୍ରହ୍ମଯଜ୍ଞ ବାଲ୍ୟଲିଳା ମହୋତ୍ସବ-୨୦୨୫। ମଙ୍ଗଳବାର ପ୍ରାତଃ ବ୍ରହ୍ମ ମୁହୁର୍ତ୍ତରେ ଅଖଣ୍ଡ ବତୀ ପ୍ରଜ୍ଜ୍ୱଳନ…
ରାଧାକୃଷ୍ଣ ଯୁଗଳ ମୂର୍ତ୍ତିଙ୍କ ରେଖପୁର ପରିକ୍ରମା
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) ନର୍ଲା ବ୍ଲକ ଅନ୍ତର୍ଗତ ରେଖପୁର ଗ୍ରାମରେ ଚାଲିଛି ନବ ନିର୍ମିତ ରାଧାକୃଷ୍ଣ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ। ମଙ୍ଗଳବାର ଦେବତା ଗ୍ରାମ୍ୟ ପରିକ୍ରମା, ଚକ୍ର ଭ୍ରମଣ ସହ ଧ୍ବଜା ସ୍ଥାପନ ଓ ବିଗ୍ରହଙ୍କ ସିଂହାସନ ଆରୋହଣ, ଅଞ୍ଚଳ ପ୍ରତିଷ୍ଠା, ଘୃତ…
ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଅନୁଷ୍ଠିତ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )ଲକ୍ଷପତି ଦିଦି କାର୍ଯ୍ୟକ୍ରମ ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ (ଖେଳ ପଡିଆ) ଠାରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓଡିଶା ଜୀବିକା ମିଶନ, ମିଶନ ଶକ୍ତି ବିଭାଗ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ କୁ ଜିଲ୍ଲାପାଳ…
ରାଜଧାନୀରୁ ଟ୍ରାଫିକ ସମସ୍ୟା ଦୂର ପାଇଁ ଭୁବନେଶ୍ବରର ସାଂସଦଙ୍କ ଉଦ୍ୟମ
ପଳାଶୁଣିରେ ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା. ୫୦ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ରମନ୍ତ୍ରୀ ଗଡକରୀ
ଭୁବନେଶ୍ବର: ଦୂର ଦେବାକୁ ଯାଉଛି ଭୁବନେଶ୍ବର ପଳାଶୁଣିରେ ଦୀର୍ଘ ବର୍ଷର ଟ୍ରାଫିକ୍ ସମସ୍ୟା । ଗଙ୍ଗୁଆ ନାଳ ଉପରେ ୬ ଲେନ୍ ବିଶିଷ୍ଟ ରାସ୍ତା ନେଇ ଭୁବନେଶ୍ବର ସାଂସଦ…
2025ସିରଜିନା ସମ୍ମାନ୍ ପାଇବେ ଶ୍ରୀଯୁକ୍ତ ଉତ୍ପନ୍ନ ଭୋଇ
ସିର୍ଜିନା ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନଟି ଓଡ଼ିଶା ର ଏକ ଆଗ ଧାଡ଼ିର ଅନୁଷ୍ଠାନ। ପ୍ରତି ବର୍ଷ ପରି ସିରଜିନା ଉତ୍ସବଭେଉଁ ରିଆ ଗ୍ରାମରେ ଆସନ୍ତା ଏପ୍ରିଲ ତିନ ତାରିଖ ଦିନ ପଲନ କରାଯିବ |ଏହି ଅବସର ରେ ସିରଜିନା ସମ୍ମାନ ରେ ସମ୍ମାନିତ ହେବେ ସମ୍ବଲପୁରୀ ଭାଷା ସାହିତ୍ୟ ର ବିଶିଷ୍ଟ କବି,…
ଅନିଶ୍ଚିତତା ଭିତରେ କଂଶାରିଗୁଡ଼ା କାରଖାନା
ସରିଯିବ କି କୋଡ଼ିଙ୍ଗାମାଳିର ବକ୍ସାଇଟ !
ଭୁବନେଶ୍ୱର : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଓ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ପ୍ରାୟ ୨୨୦୦ ଏକର ଜମିରେ ଗଢ଼ି ଉଠିବାକୁ ଯାଉଥିବା କାରଖାନା ଅନିଶ୍ଚିତତା ଘେରକୁ ଚାଲିଯାଉଥିବା ନେଇ ସାଧାରଣରେ ଆଲୋଚନା ହେଉଛି। ଏଥିପାଇଁ ଅଞ୍ଚଳବାସୀ ସେମାନଙ୍କ ଜମି…
ସୋଆ ଆଇଏଏସ୍ ର ବାର୍ଷିିକ ଉତ୍ସବ “ଅର୍ଣ୍ଣ-୨୦୨୫” ଅନୁଷ୍ଠିତ
ଭୁବନେଶ୍ୱର, ମାର୍ଚ୍ଚ ୧୧ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ରେ ମଙ୍ଗଳବାର ଶିକ୍ଷାନୁଷ୍ଠାନର ଦୁଇ ଦିନିଆ ବାର୍ଷିକ ଉତ୍ସବ “ଅର୍ଣ୍ଣ-୨୦୨୫” ଆରମ୍ଭ ହୋଇଛି ।ଏହି ବାର୍ଷିକ ଉତ୍ସବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର…