ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ l

"ଜିଲ୍ଲାର ଜିଲ୍ଲାସ୍ଥରରେ, ବ୍ଲକ, ଜିଲ୍ଲାସ୍ୱାସ୍ଥ୍ୟ କେନ୍ଦ୍ର ଓ଼ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ନିୟନ୍ତ୍ରଣ କକ୍ଷ୍ୟ ଖୋଲାଯିବାକୁ ଅତିରକ୍ତ ଜିଲ୍ଲାପାଳଙ୍କ ନିର୍ଦେଶ " ରାୟଗଡ ୬/୦୩- ରାୟଗଡ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଏକ ପ୍ରସ୍ତୁତି…

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କୁ ଅସମ୍ମାନ ବିରୁଦ୍ଧରେ ବିଜେଡି ଦଳ ତରଫରୁ ପ୍ରତିବାଦ ସଭା

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୬/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆଜି ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କୁ ରାଜ୍ୟର ବିଜେପି ସରକାର ଅସମ୍ମାନ କରିଥିବା ନେଇ ଏକ ପ୍ରତିବାଦ…

ସୁଭଦ୍ରା ଶୋଭାଯାତ୍ରା ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୫/୦୩/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ବ୍ଲକ କାର୍ଯ୍ୟାଳୟ ପରିସରରୁ ଆଜି ସୁଭଦ୍ରା ଯୋଜନା ନେଇ ଏକ ସଚେତନ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଆଗାମୀ ମାର୍ଚ୍ଚ ୮ ତାରିଖ…

ନବରଙ୍ଗପୁର ଠାରେ ଜିଲ୍ଲା ଦକ୍ଷତା ବିକାଶ ମିଶନ ଏବଂ ଜିଲ୍ଲା ଦକ୍ଷତା କମିଟି ର ବୈଠକ

ନବରଙ୍ଗପୁର ତା ୬.୩.୨୦୨୫: ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିଶ୍ଵଜିତ ବର୍ମନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଦକ୍ଷତା ବିକାଶ ମିଶନ ଏବଂ ଜିଲ୍ଲା ଦକ୍ଷତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକ ରେ ଜିଲ୍ଲା ପରିଷଦ…

ବୈରଖପାଲିରେ ଚୋବିଶ ପ୍ରହରୀ ଅଖଣ୍ଡ ନାମଯଜ୍ଞ

ବିଜେପୁର:ବରଗଡ ଜିଲ୍ଲା ବିଜେପୁର ବ୍ଳକ ଅନ୍ତର୍ଗତ ବୈରଖପାଲି ଗ୍ରାମରେ ଆଜି ଠାରୁ ତା.୦୭.୦୩.୨୫ ରିଖ (ଶୁକ୍ରବାର ) ଠାରୁ ତା.୧୦.୦୩.୨୫ ରିଖ (ସୋମବାର) ପର୍ଯ୍ୟନ୍ତ ଦୀର୍ଘ ୪ ଦିନ ଧରି ଚୋବିଶ ପ୍ରହରୀ ଅଖଣ୍ଡ ନାମଯଜ୍ଞ ଅନୁଷ୍ଠିତ ହେବ l ଉକ୍ତ ନାମଯଜ୍ଞରେ ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ମେହେର ଓ…

ସମ୍‌ରେ ପାର୍କିନ୍‌ସନ୍ ସମସ୍ୟାକୁ ନେଇ ସଫଳ ମସ୍ତିଷ୍କ ଅସ୍ତ୍ରୋପଚାର: ଓଡ଼ିଶାରେ ପ୍ରଥମ

ଭୁବନେଶ୍ୱର, ମାର୍ଚ୍ଚ ୬: ସୋଆ ପରିଚାଳିତ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ସ୍ନାୟୁ ଜନିତ ବ୍ୟାଧି ପାର୍କିନ୍‌ସନ୍‌ସ ଡିଜିଜ ସମସ୍ୟାରେ ଦୀର୍ଘ ବର୍ଷ ଧରି ପୀଡ଼ିତ ଥିବା ଜଣେ ୩୬ ବର୍ଷୀୟା ମହିଳାଙ୍କର ଡିପ୍ ବ୍ରେନ୍ ଷ୍ଟିମୁଲେସନ୍ (ଡିବିଏସ୍‌)…

ଆଜି ସରିଲା ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା ୨୦୨୫

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ସରିଲା ମ୍ୟାଟ୍ରିକ ବା ଦଶମ ବୋର୍ଡ ପରୀକ୍ଷା। ଏବେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା କ୍ଷେତ୍ରରେ କରିଥିବା ଆକ୍ରାନ୍ତ ପରିଶ୍ରମର ଫଳ କୁ ଅପେକ୍ଷା ରହିବ। ଗତ ଫେବୃଆରୀ ୨୧ ତାରିଖ ୨୦୨୫ ଶୁକ୍ରବାର ଦିନ ରୁ ଆରମ୍ଭ ହୋଇ ଚାଲିଥିବା ଦଶମ ଶ୍ରେଣୀ (ମାଟ୍ରିକ୍)…

“ଅଣଓଡ଼ିଆଙ୍କ ଚକ୍ରବ୍ୟୁହରେ ଓଡ଼ିଆ”

ଓଡ଼ିଆ ଯୁବକ, ଉଦ୍ୟୋଗପତି, ବ୍ୟବସାୟୀଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଣଓଡ଼ିଆଙ୍କ ଦୌରାତ୍ମକୁ ଆଉ ବରଦାସ୍ତ କରାଯିବନି ଭୁବନେଶ୍ୱର,୦୬/୦୩/୨୦୨୫: ଓଡ଼ିଆ ମାନେ ଆଜି ସଙ୍କଟରେ । ଓଡ଼ିଆ ଯୁବକ କୁହନ୍ତୁ, ଓଡ଼ିଆକଣ୍ଟ୍ରାକ୍ଟର, ଓଡ଼ିଆ ବ୍ୟବସାୟ, ଓଡ଼ିଆ ବିଲଡର,ଓଡ଼ିଆ ସପ୍ଲାୟର,ଓଡ଼ିଆ…

କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା କରିବା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ • ଐତିହ୍ୟ ସ୍ଥଳ ଭୀମମଣ୍ଡଳୀର ସୁରକ୍ଷା ଓ ସଂରକ୍ଷଣ କରିବା ପାଇଁ ଏଏସଆଇକୁ ଦାୟିତ୍ୱ ଦେବା ପାଇଁ…

ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜୟନ୍ତୀ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଜୟନ୍ତୀ ଅବସରରେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ହାଇସ୍କୁଲ ଛକ ନିକଟସ୍ଥ ଥିବା ବିଜୁ ପଟ୍ଟନାୟଙ୍କ ପ୍ରତିମୂର୍ତ୍ତିରେ ଏବଂ ସହର ବଜାର…