ଏକ ମାସ ପରେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବର ସାଂସଦ

ଭୁବନେଶ୍ୱର: ପୂର୍ବ ଦାବି ଗୁଡ଼ିକୁ ମୁଖ୍ୟମନ୍ତ୍ରୀ ଗୁରୁତର ସହ ନେଇ କାର୍ଯ୍ୟ ତ୍ବରାନ୍ବିତ କରାଇଥିବାରୁ ଧନ୍ୟବାଦ୍ ଦେବାସହ ଆଉ କିଛି ଲୋକାଭିମୁଖୀ କାର୍ଯ୍ୟ ପାଇଁ ଦାବି ଜଣାଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆଜି ମାର୍ଚ୍ଚ ୩ ତାରିଖ ରେ ସାଂସଦ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ…

ନବମ ମାସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି

ଅଭିଯୋଗ ପ୍ରକୋଷ୍ଠରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ, ଗତ ଆଠଟି ପାଳିରେ ଗ୍ରହଣ କରାଯାଇଥିବା ଅଭିଯୋଗ ପତ୍ର ମଧ୍ୟରୁ ୮୪ ପ୍ରତିଶତ ମାମଲାର ସମାଧାନ ହୋଇଛି ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ମଞ୍ଜୁର କଲେ…

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ ତାରିଖରେ ପାଳନ ନ ହୋଇ ଅପ୍ରେଲ ୨୪ ତାରିଖରେ ହେବ

ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ ତାରିଖରେ ଆଡମ୍ବର ସହ ପାଳନ କରାଯିବ, ଛୁଟି ହିସାବରେ ପାଳନ କରାଯିବ ନାହିଁ ଭୁବନେଶ୍ୱର: ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ…

ତୃଣମୂଳ ସ୍ତରରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ କରିବା ହେଉଛି ଆମର ପ୍ରାଥମିକତା : କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର, (୩/୩/୨୫): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆଜି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ କ୍ରୀଡ଼ା ଓ ଯୁବସେବା ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଆଗାମୀ ଦିନରେ ବ୍ଲକ ସ୍ତରରେ ନିର୍ମାଣ…

“ବିଦ୍ୟୁତ୍‍ କାଟକୁ ପ୍ରତିହତ କରିବା ପାଇଁ ଫିଡର ଓ ଟ୍ରାନ୍ସଫରମର୍‍ ଗୁଡ଼ିକୁବି ତୁରନ୍ତ ଅପଗ୍ରେଡ୍‍ କର”

ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଖରାଦିନେ ଉପୁଜୁଥିବା ବିଦ୍ୟୁତଜନିତ ବିଭିନ୍ନ ସମସ୍ୟାର ପ୍ରତିକାର ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ଅଧିକ ଲୋକଙ୍କୁ ସାମିଲ କରିବା ଉପରେ…

ନାଟ୍ୟକାର କବିଚନ୍ଦ୍ର ରଘୁନାଥ ପରିଚ୍ଛାଙ୍କ ୨୩୧ ତମ ଜୟନ୍ତୀ ସମାରୋହ

https://youtu.be/nynEAhR4JJk ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ରବିବାର ସନ୍ଧ୍ୟାରେ ସ୍ଥାନୀୟ କବିଚନ୍ଦ୍ର ପାଠାଗାର ପରିସରରେ ରଘୁନାଥ ପରିଚ୍ଛା ସ୍ମୃତି ସଂସଦ ଓ ସମାଜ ସେବକ ସଂଘ ମିଳିତ ସହଯୋଗରେ ନାଟ୍ୟକାର କବିଚନ୍ଦ୍ର ରଘୁନାଥ ପରିଚ୍ଛାଙ୍କ ୨୩୧ ତମ ଜୟନ୍ତୀ ମହାସମାରୋହରେ…

ବିଧାୟକଙ୍କ ତାରିଣୀ ପୀଠ ପରିଦର୍ଶନ

ବିଜେପୁର :-ରବିବାର ସନ୍ଧ୍ୟା ସମୟରେ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା, ମାନ୍ୟବର ବିଧାୟକ ବିଜେପୁର ସ୍ଥାନୀୟ ତାରିଣୀ ପୀଠ ପରିଦର୍ଶନରେ ଆସି ମନ୍ଦିର କର୍ମକର୍ତ୍ତାଙ୍କ ସହିତ ସୌଜନ୍ୟମୂଳକ ବିଚାର ଆଲୋଚନା କରିଥିଲେ। ପୀଠର ଉନ୍ନତି ମୂଳକ କାର୍ଯ୍ୟ ବିଷୟରେ ସେଠାରେ ଉପସ୍ଥିତ ଥିବା  ଶ୍ରୀଯୁକ୍ତ…

ଖପ୍ରାଖୋଲ ପ୍ରାଥମିକ ବିଦ୍ୟାଳୟ ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ପରୀକ୍ଷଣ ଶିବିର

ଖପ୍ରାଖୋଲ ତା ୦୩/୦୩(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅଧିନସ୍ଥ ଖପ୍ରାଖୋଲ ପ୍ରାଥମିକ ବିଦ୍ୟଳୟ ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ପରୀକ୍ଷଣ ଶିବିର ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିରରେ ଚକ୍ଷୁ…

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ: ଆଜି ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ…

ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ସୋମବାର) ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ , ମାନ୍ୟବର ସାଂସଦ ବ୍ରହ୍ମପୁର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀଯୁକ୍ତ ଜି.ତିରୁପତି…