ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…

ପାରଳାଖେମୁଣ୍ଡି ସହରରେ ଜେନେରିକ ଔଷଧ ପ୍ରତି ସାଧାରଣ ଲୋକଙ୍କ ଚାହିଦା ବଢୁଛି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ତଥା ଉପାନ୍ତ ସହର ପାରଳାଖେମୁଣ୍ଡି ଠାରେ ପିଏମ-ଜନ ଔଷଧି ତଥା ଜେନେରିକ ଔଷଧର ଚାହିଦା ବୃଦ୍ଧି ପାଇବା ସହ ଏହା ସାଧାରଣ ଲୋକଙ୍କ ଠାରେ ବେଶ ଲାଭ ପହଞ୍ଚାଇବାରେ ସହାୟକ ହୋଇପାରୁଛି। ପାରଳାଖେମୁଣ୍ଡି ସହରରେ ଆଗରୁ ଏହି…

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଝାରବନ୍ଧ-ମନୋହର ଦାଶ: ବରଗଡ଼ ଜିଲ୍ଲା ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ…

ଶ୍ରମ ବିଭାଗ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ , ଚାଇଲ୍ଡ ହେଲ୍ପ ଲାଇନ ଓ ପୋଲିସର ମିଳିତ ଚଢାଉ ବେଳେ ହୋଟେଲରୁ ଉଦ୍ଧାର…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଜିଲ୍ଲାରୁ ସମ୍ପୂର୍ଣ୍ଣ ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବା ପାଇଁ ଅନେକ ପଦକ୍ଷେପ ହାତକୁ ନେଇଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଏକ ଟିମ୍ ଶିଶୁ ମାନଙ୍କୁ ବିପଦ ସଙ୍କୁଳ ଅବସ୍ଥାରୁ ଉଦ୍ଧାର କରି ଥଇଥାନ କରିବା ନିମନ୍ତେ…

ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ୫୦ହଜାର

ବିଜେପୁର :-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଜାରିଂ କ୍ଲଷ୍ଟର ଅନ୍ତର୍ଗତ କ୍ଷେତରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନୀୟ ଗ୍ରାମର ଶିକ୍ଷା ପ୍ରେମୀ ଘନଶ୍ୟାମ ସାହୁ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି।ଉକ୍ତ ଟଙ୍କାରେ ପ୍ରତିବର୍ଷ ଏହି ବିଦ୍ୟାଳୟର ତୃତୀୟ ଓ ପଞ୍ଚମ ଶ୍ରେଣୀରେ ସର୍ବଶ୍ରେଷ୍ଠ…

“ସଖୀ” ୱାନ୍ ଷ୍ଟପ୍ ସେଣ୍ଟର ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ସପ୍ତାହ ପାଳନ ଅବସରରେ ଏକ ଦିନିକିଆ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ସୋମବାର) ଜିଲ୍ଲା ପ୍ରଶାସନ ISRD NGO ଏବଂ NMYCS NGO ର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ ସପ୍ତାହ ପାଳନ ଅବସରରେ ଏକ ଦିନିକିଆ ପ୍ରଶିକ୍ଷଣ କାର୍ଯକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ…

ଜିଲ୍ଲାପାଳଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ପରିଦର୍ଶନ

ଝାରବନ୍ଧ-ମନୋହର ଦାଶ: ବରଗଡ ଜିଲ୍ଲା ଝାରବନ୍ଧ ରେ ଜନ ଅଭିଯୋଗ ଶୁଣାଣି ଶିବିର ସରିବା ପରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଚଣ୍ଡୀଭଟାର କଳା ଚାଉଳ ଧାନ କ୍ଷେତ ଏବଂ କଳା ଚାଉଳ ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରିଥିଲେ । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ…

ପାର୍ଥ ଷଡଙ୍ଗୀ ହେଲେ ବିଜେପି ଯୋଡା ମଣ୍ଡଳ ସଭାପତି

ଯୋଡା/ଶାସକ ପ୍ରଶାସକ - ରାଜ୍ୟରେ ନୂତନ ସରକାର ଗଠନ ପରେ ବିଜେପି ପକ୍ଷରୁ ରାଜ୍ଯ, ଜିଲ୍ଲା, ନିର୍ବାଚନ ମଣ୍ଡଳୀ, ବ୍ଲକ,ପୌରପାଳିକା, ଏନ୍ଏସି ସ୍ତରୀୟ ସଭାପତି ଚୟନ ହେଉଥିବା ବେଳେ ଏହି ପରିପ୍ରେକ୍ଷୀରେ ରବିବାର ଦିନ ବିଜେପି ନିର୍ବାଚନ କମିସନ ଙ୍କ ଦ୍ଵାରା ଯୋଡା ପୌରପାଳିକାର ବିଜେପି ମଣ୍ଡଳ…

ସୋଆ ଛାତ୍ରଛାତ୍ରୀଙ୍କୁ ଜୀବନର ସୂତ୍ର ଶିଖାଇଲେ ଅଭିନେତା ଆଶିଷ ବିଦ୍ୟାର୍ଥୀ

ଭୁବନେଶ୍ୱର, ମାର୍ଚ୍ଚ ୩: ପାଠପଢ଼ା ଶେଷ ହେବା ପରେ ପ୍ରକୃତ ଜୀବନ ଆରମ୍ଭ ହୋଇଥାଏ । ତେବେ ଜୀବନ ଯେଉଁ ପ୍ରତିବନ୍ଧକ ଗୁଡ଼ିକ ସମ୍ମୁଖରେ ଆଣି ରଖିବ ତୁମକୁ ତାହାର ସାମ୍‌ନା କରିବାକୁ ପଡ଼ିବ ବୋଲି ଛାତ୍ରଛାତ୍ରୀମାନଙ୍କୁ କହିଛନ୍ତି ବିଶିଷ୍ଟ ବଲିଉଡ୍ ଅଭିନେତା ତଥା ପ୍ରେରଣାଦାୟୀ ବକ୍ତା ଆଶିଷ…

‘‘ଉତ୍କଳିକା- ଏ ଶୋ ଅଫ ମଡର୍ଣ୍ଣ ଆର୍ଟ’ର ଉଦଯାପନୀ ସମାରୋହ ଆୟୋଜିତ

ଭୁବନେଶ୍ୱର : ନ୍ୟାଶନାଲ ଗ୍ୟାଲେରୀ ଅଫ ମଡର୍ଣ୍ଣ ଆର୍ଟ (ଏନଜିଏମଏ), ମୁମ୍ବାଇର ସ୍ଥାୟୀ ସଂଗ୍ରହର ଏକ ସ୍ୱତନ୍ତ୍ର ପ୍ରଦର୍ଶନୀ ‘ଉତ୍କଳିକା-ଏ ଶୋ ଅଫ ମଡର୍ଣ୍ଣ ଆର୍ଟ’ର ଉଦଯାପନୀ ସମାରୋହ ଭୁବନେଶ୍ୱରସ୍ଥିତ ଲଳିତ କଳା ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଦର୍ଶନୀକୁ ନ୍ୟାଶନାଲ…