କେଶରାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଗାଙ୍ଗପୁର ଥାନା ଅନ୍ତର୍ଗତ କେଶରାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚଳିତ ବର୍ଷର ବାର୍ଷିକ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରୀତା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁନିଗାଡ଼ି…

ସେଣ୍ଟ ଜାଭିଅର ହାଇସ୍କୁଲ ବାର୍ଷିକ ଉତ୍ସବ

ଓଡ଼ଗାଁ,୧।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସାମ୍ନାରେ ଅବସ୍ଥିତ ସେଣ୍ଟ ଜାଭିଅର ହାଇସ୍କୁଲର ୧୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଯୋଗେଶ୍ଵର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ନୟାଗଡ଼ ବିଧାୟକ ଡ.…

ଓଡ଼ଗାଁ ଥାନା ଅଞ୍ଚଳରୁ ଚୋରି

ଓଡ଼ଗାଁ,୧।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ପାଣ୍ଡେରିପଡା ଗାଁରେ ଦୁଇଟି ପରିବାରରୁ ଚୋରି ଘଟଣା ସମ୍ପର୍କରେ ପ୍ରଚାର ହେବାପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପାଣ୍ଡେରିପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଅସ୍ତି ବିସର୍ଜନ କରିବାକୁ ଓଡ଼ିଶା…

ପଞ୍ଚାୟତ ସମିତି ବୈଠକ.: ପାନୀୟ ଜଳ, ପରିମଳ ଉପରେ ଗୁରୁତ୍ୱାରୋପ

ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ।-ମୟୁରଭଞ୍ଜ ଜିଲ୍ଲାର ସାରସକଣା ପଂଚାୟତ ସମିତି ସଭାଗୃହରେ ସପ୍ତମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ତୁଳସୀ ସିଂଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ ରାଜା ମହାନ୍ତି ବୈଠକ…

ସାନଫଟାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସାନଫଟାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଭୁବନ ବରିହା ଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ…

କିଟ୍‌ରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ: କିସ୍‍କୁ ଟେଲିସ୍କୋପ୍ ଦାନ କଲେ ଜ୍ୟୋତିର୍ବିଜ୍ଞାନୀ ଡ. ଅଶ୍ୱିନ ଶେଖର

ଭୁବନେଶ୍ୱର, ୧ ।୩: କିଟ୍ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନରୱେର ପୂର୍ବତନ ମନ୍ତ୍ରୀ ତଥା କୁଟନୀତିଜ୍ଞ ଏରିକ୍ ସୋଲେମ୍ ଓ ଖ୍ୟାତି ସମ୍ପନ୍ନ ଜ୍ୟୋତିର୍ବିଜ୍ଞାନୀ ଡ. ଅଶ୍ୱିନ ଶେଖର ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ…

ରିଲାଏନ୍ସ ଫାଉଣ୍ଡେସନ୍ ପୋଷ୍ଟ ଗ୍ରାଜୁଏଟ୍ ସ୍କଲାରସିପ୍ ୨୦୨୪-୨୫ ର ଫଳାଫଳ ଘୋଷଣା

- ୧୦୦ ମେଧାବୀ ଛାତ୍ରଛାତ୍ରୀ ରିଲାଏନ୍ସ ଫାଉଣ୍ଡେସନ୍ ସ୍ନାତକୋତ୍ତର ମେଧାବୃତ୍ତି (ସ୍କଲାରସିପ୍) ପାଇବେ ମୁମ୍ବାଇ, ଫେବୃଆରୀ ୨୮, ୨୦୨୫: ରିଲାଏନ୍ସ ଫାଉଣ୍ଡେସନ୍ ଏହାର ସମ୍ମାନଜନକ ପୋଷ୍ଟ ଗ୍ରାଜୁଏଟ୍ ସ୍କଲାରସିପ୍ ୨୦୨୪-୨୫ ର ଫଳାଫଳ ଘୋଷଣା କରିଛି। ଇଞ୍ଜିନିୟରିଙ୍ଗ, ଟେକ୍ନୋଲୋଜି, ଶକ୍ତି…

କିସ୍ ରେ କେନ୍ଦ୍ରାଞ୍ଚଳ କୁଳପତି ସମ୍ମିଳନୀ ଉଦ୍‍ଯାପିତ

ଭୁବନେଶ୍ୱର, ୨୮ ।୨: କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ (ଏଆଇୟୁ) ସହଯୋଗରେ ଭାରତର କେନ୍ଦ୍ରାଞ୍ଚଳ କୁଳପତି ସମ୍ମିଳନୀ  କିସ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଉଚ୍ଚତର ଶିକ୍ଷାର ଜଗତିକରଣ ନେଇ ବ୍ୟାପକ ଆଲୋଚନା କରାଯାଇଥିଲା।…

ସରକାର ଦୃଷ୍ଟି ଦେବେ କି ?

 (ଶାସକ ପ୍ରଶାସକ/ ଖଲ୍ଲିକୋଟ ରୁ ଶିବରାମ ଜେନା)ଖଲ୍ଲିକୋଟ:୨୮/୨/୨୦୨୫: ସରକାର ଙ୍କ ଗାଁ ବିକଶିତ ,ଓଡିଶା ର ବିକାଶ ଯୋଜନା ଚାଲିଥିବା ବେଳେ , ପ୍ରାଚୀନ କୀର୍ତ୍ତିରାଜିର ସଂରକ୍ଷଣ ହେଉନଥିବାରୁ,ତାହା ଏବେ ଜରାଜୀର୍ଣ୍ଣ ଅବସ୍ଥା ରେ ଦେଖିବାକୁ ମିଳିଛି। ଏହା ଅନ୍ୟ କେଉଁ ଠି ନୁହେଁ,ଖୁଦ୍  ଚାରୁ…

ବିଧାୟକ ଙ୍କ ଜନ୍ମ ଦିନ ରେ କଂଗ୍ରେସ ପକ୍ଷ ରୁ ବିଭିନ୍ନ କାର୍ଯ୍ୟ କ୍ରମ ଆୟୋଜନ।

 ବାସୁଦେବପୁର - ବିଧାୟକ ଅଶୋକ କୁମାର ଦାସ ଙ୍କ ଜନ୍ମ ଦିନ ରେ କଂଗ୍ରେସ ପକ୍ଷ ରୁ ବାସୁଦେବପୁର ରେ ବିଭିନ୍ନ କାର୍ଯ୍ୟ କ୍ରମ ଆୟୋଜନ ହୋଇ ଯାଇଛି। ସକାଳୁ ବିଧାୟକ ଅଶୋକ କୁମାର ଦାସ ଓ କଂଗ୍ରେସ କର୍ମୀ ମାନେ ମନ୍ଦିର ଯାଇ ପୂଜାପାଠ କରିଥିଲେ। ପରେ ବାସୁଦେବପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ରେ…