ଅବସରର ୧୧ବର୍ଷ ପରେ ବି ମିଳୁନି ପେନ୍‍ସନ୍‍: ହାଇକୋର୍ଟଙ୍କ ତାଗିଦ

ଭୁବନେଶ୍ୱର,୧୭ା୨: ସରକାରୀ ଚାକିରିରୁ ଅବସର ଗ୍ରହଣର ୧୧ବର୍ଷ ପରେ ଜଣେ ଶାରୀରିକ ଭିନ୍ନକ୍ଷମ ବୃଦ୍ଧା ନିୟମିତ ପେନ୍‍ସନ୍‍ ପାଉନାହାନ୍ତି । ରାଜ୍ୟ ସରକାରଙ୍କ ଉପରେ ତାଙ୍କର ଅନେକ ଅର୍ଥ ପଡ଼ିଥିବାବେଳେ ନିଜ ଚିକିତ୍ସା ପାଇଁ ସେ ଅର୍ଥାଭାବ ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି । ଏ ସଂକ୍ରାନ୍ତରେ…

ବ୍ଲକସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଖୋର୍ଦ୍ଧା : (ସେକ ଜାଫର)- ଖୋର୍ଦ୍ଧା:ଜୟୀରାଜଗୁରୁ ଟାଉନ ହଲ ପରିସରରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜଙ୍କ ଅଧକ୍ଷତାରେ ଖୋର୍ଦ୍ଧା ବ୍ଲକ ସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ କ୍ରମରରେ ମୁଖ୍ୟ ଅତିଥି ଭାବରେ ଅତିରକ୍ତ ଜିଲ୍ଲାପାଳ…

ବାଲୁଗାଁ ନୂତନ ଏସଡିପିଓ ଭାବେ କାର୍ଯ୍ୟରେ ଯୋଗଦେଲେ ଓପିଏସ ସଞ୍ଜୟ କୁମାର ପଟ୍ଟନାୟକ

ବାଲୁଗାଁ:(ସେକ କୌସର):ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ନୂତନ ଏସଡିପିଓ ଭାବେ ଓପିଏସ ସଞ୍ଜୟ କୁମାର ପଟ୍ଟନାୟକ କାର୍ଯ୍ୟରେ ଯୋଗଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଏହା ପୁର୍ବରୁ ଯାଜପୁର ରୋଡ ଏସଡିପିଓ ଭାବେ କାର୍ଯ୍ୟରତ ଥିଲେ। ତେବେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ସଫଳତାର ସହ ସେ…

ଧଣ୍ଡାମୁଣ୍ଡା ରେ ଉପଖଣ୍ଡ ସ୍ତରୀୟ ଜୁନିଅର ରେଡ୍ କ୍ରସ ର ପରାମର୍ଶ ଦାତାଙ୍କ ପ୍ରଶିକ୍ଷଣ ଶିବିର

ଖପ୍ରାଖୋଲ ୧୭/୨(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଜବାହାର ଲାଲ ଉଚ୍ଚ ବିଦ୍ୟାଳୟ ପରିସରରେ ପାଟଣାଗଡ ଉପଖଣ୍ଡ ସ୍ତରୀୟ ଜୁନିଅର ରେଡ୍ କ୍ରସ୍ ର ପରାମର୍ଶଦାତା ଙ୍କ ପ୍ରଶିକ୍ଷଣ ଶିବିର ସ୍ଥାନୀୟ ପ୍ରଧାନ ଶିକ୍ଷୟତ୍ରୀ ପୁଷ୍ପାଞ୍ଜଳି ପାତ୍ର ଙ୍କ ଅଧ୍ୟକ୍ଷତାରେ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କିରାମା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର…

ଦେଶି ବିଦେଶୀ ମଦ ଜବତ; ଜଣେ କୋର୍ଟଚାଲାଣ

 ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଗାଙ୍ଗପୁର ଥାନା ଅନ୍ତର୍ଗତ କେଶରାପଲ୍ଲୀ ଗ୍ରାମର ସନାତନ ପ୍ରଧାନ କେନ୍ଦୁପଦର କଲେଜ୍ ନିକଟସ୍ଥ ପାଣି ଟାଙ୍କି ନିକଟରେ ମଦ ବିକୁଥିବା ନେଇ ଗାଙ୍ଗପୁର ପୋଲିସ୍ କୁ ଖବର ମିଳିଥିଲା I ଖବର ପାଇ ଆଜି ଦିନ ବାରଟା ସମୟରେ ଗାଙ୍ଗପୁର ଥାନା ଅଧିକାରୀ ଶ୍ରଦ୍ଧାଞ୍ଜଳୀ…

* ୧୬ତମ ସର୍ବଭାରତୀୟ ରାମ ଧୂନ୍ କ୍ଳବ୍ ଫୁଟବଲ ଚାମ୍ପିଅନସିପ୍ ଉଦଘାଟିତ*

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ):ସୋନପୁର ରାମଧୂନ କ୍ଲବ ଆନୁକୂଲ୍ୟରେ ୧୬ତମ ସର୍ବ ଭାରତୀୟ ରାମଧୂନ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଖେଳର ଉଦଘାଟନ କରିବା ସହ ଖେଳାଳୀ ଓ…

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ…

ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ଅଦ୍ୟ ଫେବୃୟାରୀ ୧୭ ତାରିଖ ତୃତୀୟ ସୋମବାର ୨୦୨୫ ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର…

କୋଷାଗୁମୁଡ଼ା ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ: କୋଷାଗୁମୁଡ଼ା ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପଜିଲ୍ଲାପାଳ ପ୍ରକାଶ…