Sign in
Sign in
Recover your password.
A password will be e-mailed to you.
ନବ ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର ପ୍ରେରଣା ଉଦଯାପିତ l
ପଦ୍ମପୁର: ବରଗଡ ଜିଲ୍ଲାଶିକ୍ଷା କାର୍ଯ୍ୟାଳୟ ତଥା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ, ରାଜବୋଡ଼ାସମ୍ବର ଆନୁକୂଲ୍ୟରେ ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ,ପଦ୍ମପୁର ଠାରେ ପ୍ରାଥମିକ ଶିକ୍ଷା ପରିଷଦ ର ନବ ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର ପ୍ରେରଣା…
ଖପ୍ରାଖୋଲ ରେ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା
ଖପ୍ରାଖୋଲ ୧୪/୨(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ପ୍ରାଥମିକ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଆଞ୍ଚଳିକ କେନ୍ଦ୍ର ସଂଯୋଜକ ଶ୍ରୀପତି କୁମ୍ଭାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ରେଳ ଷ୍ଟେସନ ନିକଟରୁ ପରିତ୍ୟକ୍ତ ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ତା ୧୩.୦୨.୨୦୨୫ ରିଖ ସନ୍ଧ୍ୟା ପ୍ରାୟ ୭ ଘଣ୍ଟିକା ସମୟରେ କେ. ସିରିଶା ନାମ୍ନୀ ଜଣେ ମହିଳା ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟରୁ ଏକ ପରିତ୍ୟକ୍ତ ଅବସ୍ଥାରେ ପଡିରହିଥିବା ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି। ଉକ୍ତ ସହୃଦୟା ମହିଳା ଜଣକ ଆଜି…
ଜିଲ୍ଲାସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ : ପଞ୍ଜିକରଣ ପତ୍ର ଓ ସହାୟତା ରାଶି ପ୍ରଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଓଡ଼ଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
ନବ ନିଯୁକ୍ତ ସ୍କିମେଟିକ୍ ଶିକ୍ଷକ ଙ୍କ ବୈଠକ ।
( ଶାସକ ପ୍ରଶାସକ/ ଖଲ୍ଲିକୋଟ ରୁଶିବରାମ ଜେନା) : ଆଜି ସ୍ଥାନୀୟ ପୂର୍ତ୍ତ ଓ ନିର୍ମାଣ ବିଭାଗର ଡାକ ବଙ୍ଗଳା ରେ, ନବନିଯୁକ୍ତ ସ୍କିମେଟିକ୍ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ର ଆୟୋଜନ କରାଯାଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ଖଲ୍ଲିକୋଟ ଶିକ୍ଷକ ସଂଘର ସଭାପତି ଶ୍ରୀ…
ପଦ୍ମପୁର ପୋଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।
ପଦ୍ମପୁର :- ପଦ୍ମପୁର ପୋଲିସ ତରଫରୁ ସ୍ଥାନୀୟ ଭେଁଉରିଆ ଛକ ଠାରେ ସଡକ ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଦର୍ଶ ଥାନା ଅଧିକାରୀ ମମତା ନାଏକ ଙ୍କ ନେତୃତ୍ଵରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମହିଳା ମହାବିଦ୍ୟାଳୟ ର ଛାତ୍ରୀ ମାନେ ଯୋଗ ଦେଇ ସଡକ ସୁରକ୍ଷା ଉପରେ…
ଦାଦନ ଙ୍କ ଉପରେ ମାଡିଗଲା କାର, ମୃତ ଘୋଷଣା କଲେ ଡାକ୍ତର।
କଳାହାଣ୍ଡିରୁ ରୋହିତ କୁମାର ନାଏକ ଶାସକ ପ୍ରଶାସକ ନିୟୁଜ: ମୃତ୍ୟୁ ଏମିତି ବି ଆସେ, ଦାଦନ ଯାଇ ନିଜ ଘର କୁ ଫେରୁଥିବା ସମୟରେ ଆମପାଣି ରାସ୍ତା କଡ ବସିଥିବା ବେଳେ ଦ୍ରୁତ ଗତିରେ ଆସୁଥିବା 0D08 Y 2841 ଏକ ବୋଲେନୋ କାର ଧକ୍କା ଦେବାରୁ ଦାଦନ ଶ୍ରମିକ ଗୁରୁତର ହେବାରୁ ସ୍ଥାନୀୟ ଲୋକମାନେ ୧୦୮…
କିଟ୍କୁ ସ୍ପୋର୍ଟଷ୍ଟାର ଏସେସ୍ ପୁରସ୍କାର ୨୦୨୫: କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଦେଶର ଶ୍ରେଷ୍ଠ ଅନୁଷ୍ଠାନ
ଭୁବନେଶ୍ୱର, ୧୪ ।୨: କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ କିଟ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । କ୍ରୀଡ଼ା ଓ କ୍ରୀଡ଼ାବିତ୍ଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଇଆସୁଥିବା ଦେଶର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍କୁ ଏହି…
ବ୍ଲକ୍ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ଗୁଡ଼ଭେଲା: ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ସମରା ଠାରେ ବ୍ଳକ୍ ସ୍ତରୀୟ ନିପୁଣ ଓଡ଼ିଶା ମେଳା ୨୦୨୪-୨୫ (ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ) ଗୋଷ୍ଠୀ ଶିକ୍ଷା ଅଧିକାରୀ, ଗୁଡଭେଲାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି।…
ଗାଁ ଜଳ ଓ ପରିମଳ କମିଟିର ବ୍ଳକ ସ୍ତରୀୟ ଦକ୍ଷତା ବିକାଶ କର୍ମଶାଳା
ଓଡ଼ଗାଁ ୧୩।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସଭାଗୃହରେ ଗୁରୁବାର ବ୍ଳକ ସ୍ତରୀୟ ଏକ ଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଗ୍ରାମ୍ୟ ପାନୀୟଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ ସୁବାଷ ଚନ୍ଦ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…