ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର,ଶାସକପ୍ରଶାସକ(ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ର ବାଲୁଙ୍କେଶ୍ୱର ଆଦିବାସୀ ଉଚ୍ଚ ବିଦ୍ୟାଳୟ ସର୍ଗୁଲ ରେ ଡୁଙ୍ଗୁରିପାଲି ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବ କୁ ସର୍ଗୁଲ ସରପଞ୍ଚଙ୍କ ପ୍ରତିନିଧି ପ୍ରଶାନ୍ତ…

ଭଞ୍ଜନଗର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ତରଫରୁ ଆଇନ ସଚେତନତା କାର୍ଯକ୍ରମ

ଭଞ୍ଜନଗର ରୁ {ଉଦୟନାଥ ପଣ୍ଡା }: ଅଦ୍ୟ ତା ୧୧ ଫେବୃୟାରୀ ୨୦୨୫ ମଙ୍ଗଳ ବାର ଦିନ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ, ଭଞ୍ଜନଗର ସହାୟତାରେ ସ୍ଥାନୀୟ ଟାଉନ ହଲ ଠାରେ ଆଇନ ସଚେତନତା କାର୍ଯକ୍ରମର ଶୁଭାରମ୍ଭ ହୋଇଥିଲା । ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ବିଧାୟକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ…

ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ପୁଣ୍ୟତିଥି ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଭାରତୀୟ ଜନସଂଘର ପ୍ରତିଷ୍ଠାତା ସଦସ୍ୟ ତଥା ଏହାର ପୂର୍ବତନ ରାଷ୍ଟୀୟ ସଭାପତି, ରାଷ୍ଟ୍ରଭକ୍ତ ଓ ଏକାତ୍ମ ମାନବ ଦର୍ଶନ ଓ ଅନ୍ତୋଦୟ ପ୍ରଣେତା, ଆମ ସମସ୍ତଙ୍କ ମାର୍ଗଦର୍ଶକ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ପୁଣ୍ୟତିଥି ଅବସରରେ ଗୁଡ଼ାରୀ ନଗର ଠାରେ ପଣ୍ଡିତ…

ରାଣୀହାଟ ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ବିଦ୍ୟାଳୟ ମାନ୍ୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଦିଆଯିବ ୪ କୋଟି ଟଙ୍କା

ରାଣୀହାଟ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦିଆଯିବ ଆଉ ୨ କୋଟି ଟଙ୍କା   ଭୁବନେଶ୍ୱର: ଓଡ଼ିଶା ଇତିହାସର ଅନନ୍ୟ ମୁକସାକ୍ଷୀ ରାଣୀହାଟ ଉଚ୍ଚ ବିଦ୍ୟାଳୟ ଆଜି ଠାରୁ ଶହେ ବର୍ଷରେ ପଦାର୍ପଣ କରିବାକୁ ଯାଉଛି ଏବଂ ଏହି ଖ୍ୟାତି ସମ୍ପନ୍ନ…

ଭାରି ଯାନ ଚଳାଚଳ ଯୋଗୁଁ ରାସ୍ତା ଖରାପ, ଯାତାୟାତ ରେ ଅସୁବିଧା

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୧/୦୨/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ କୋଇଲାରି ପଞ୍ଚାୟତ ର ଝାଲିଆଗୁଡ଼ା ଠାରୁ ଜି କାମତା, କୋଇଲାରି ଓ ଖୁଟୁ ଗୁଡା ପର୍ଯ୍ୟନ୍ତ ରାସ୍ତା ଭାରିଯାନ ଚଳାଚଳ ଯୋଗୁଁ ନିର୍ମାଣ ର ୮ ମାସ ମଧ୍ୟରେ ଖରାପ ହୋଇଯାଇଛି। ଯୋ ଦ୍ଵାରା…

ବିଜେପୁର ମହାବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

 ବିଜେପୁର /ସୁଶାନ୍ତ ସାହୁ ତା ୧୧-୦୨-୨୦୨୫ମଙ୍ଗଳବାର ଦିନ ବରଗଡ ଜ଼ିଲ୍ଲା ଅନ୍ତର୍ଗତ ବିଜେପୁର ମହାବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଓଡିଶା ଷ୍ଟେଟ କମିଶନ ଫର ଓମେନ ବରଗଡ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଛି l ଏଥିରେ ୱାଲଫୈର ଅଫିସ ବରଗଡ ସମ୍ପୂର୍ଣ ଭାବରେ ସାହାଯ୍ୟ…

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ-

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ଜିଲ୍ଲାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଉଥିବା ସତର୍କତା ମୂଳକ ପଦକ୍ଷେପ ସଂପର୍କିତ ଏକ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…

ଇଂରାଜୀ ଭାଷା ସାହିତ୍ୟ ସମାଜର କର୍ମଶାଳା

ବାଲୁଗାଁ:(ସେକ କୌସର):ବାଲୁଗାଁ ମହାବିଦ୍ୟାଳୟର ଇଂରାଜୀ ଭାଷା ସାହିତ୍ୟ ସମାଜ ପକ୍ଷରୁ "ସାହିତ୍ୟ ଓ ଜୀବନ " ଶୀର୍ଷକ ଏକ କର୍ମଶାଳା ଅନୁଷ୍ଠିତ ହେବା ସହ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l…

ଜିଲ୍ଲାସ୍ତରୀୟ ଇଣ୍ଟରନେଟ ସୁରକ୍ଷା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ଇଣ୍ଟରନେଟ ସୁରକ୍ଷା ଦିବସ ଆଜି (ମଙ୍ଗଳବାର) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଦିବସରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ବୀରମହାରାଜପୁରଠାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l

ସୁବର୍ଣ୍ଣପୁର ଶାସକପ୍ରଶାସକ(ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ…