Sign in
Sign in
Recover your password.
A password will be e-mailed to you.
ସରକାରୀ ଉଚ୍ଚ ବିଦ୍ୟାଳୟ ରାମପୁରଠାରେ ବ୍ଲକ ସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁବର୍ଣ୍ଣପୁର,ଶାସକପ୍ରଶାସକ(ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି lଏଥିରେ…
ମହେନ୍ଦ୍ରଗିରି ମହାଶିବରାତ୍ରୀ ପାଇଁ ପ୍ରସ୍ତୁତ ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ମହେନ୍ଦ୍ରଗିରି ପର୍ବତ ଶିଖରରେ ଚଳିତ ବର୍ଷ ମହାଶିବରାତ୍ରୀ ମହାଆଡମ୍ବରରେ ପାଳନ କରାଯିବ। ଏଥି ନିମନ୍ତେ ଆଜି (ମଙ୍ଗଳବାର) ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ…
ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା
ପୁଅ ଜନ୍ମ କ୍ଷେତ୍ରରେ ମିଳିବ ୧୦ ହଜାର ଟଙ୍କା, ଝିଅ ଜନ୍ମ ହେଲେ ମିଳିବ ୨ ହଜାର ଅଧିକ
ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ…
ସାହାଜବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
ସୁବର୍ଣ୍ଣପୁର,ଶାସକପ୍ରଶାସକ(ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଇଚ୍ଛାପୁର କ୍ଲଷ୍ଟର ସାହାଜବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ବିଘ୍ନବିନାଶକ ପ୍ରଭୁ ଶ୍ରୀ ଗଣେଶ ଙ୍କ ଠାରେ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ…
“ଆକାଂକ୍ଷା” ର ସଂପାଦିକା ଶ୍ରୀମତୀ ମିନା କୁମାରୀ ଟହଲ ଙ୍କୁ ଶ୍ରେଷ୍ଠ ପ୍ରତିଭା ସମ୍ମାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପୂର୍ଣ୍ଣଚନ୍ଦ୍ର ସ୍ମୃତି ସଂସଦ , ଫାସି , ଗଞ୍ଜାମ ଠାରେ ତୃତୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଦୁଇଟି ଅଧିବେଶନ ର ଆୟୋଜନ କରାଯାଇଥିଲା। ପ୍ରଥମ ଅଧିବେଶନରେ ବିଶିଷ୍ଟ ଦକ୍ଷିଣ ଓଡିଶା ସାହିତ୍ୟ ସଂସଦ ର ମୁଖ୍ୟ ସଚୀବ…
ଟାଟା ଷ୍ଟିଲ୍ ଫାଉଣ୍ଡେସନ ଓ ଟାଟା ଷ୍ଟିଲ୍ ସ୍ପେସିଆଲ୍ ଇକୋନମିକ୍ ଜୋନ୍ ପକ୍ଷରୁ ଦୁଇଦିନିଆ କନ୍କ୍ଲେଭ୍ ‘ଅରୁଣିମା…
କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର ଇସ୍ପାତ ଓ ଖଣି, ପରିବହନ ଓ ବାଣିଜ୍ୟ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ଛାତ୍ରଛାତ୍ରୀଙ୍କୁ ଜ୍ୟୋତି ଫେଲୋସିପ୍ ପ୍ରଦାନ
୭ମ ଶ୍ରେଣୀରୁ ସ୍ନାତକ ପ୍ରଥମ ବର୍ଷ ପର୍ଯ୍ୟନ୍ତ ମୋଟ ୭୪୫ ଛାତ୍ରଛାତ୍ରୀଙ୍କୁ ୭୩ ଲକ୍ଷ୍ୟ ଟଙ୍କାର…
ବେଦାନ୍ତର “ବାର୍ଷିକ ଖଣି ସୁରକ୍ଷା ପକ୍ଷ” ନିରାପଦ ଖଣି ଖନନ କାର୍ଯ୍ୟକୁ ପ୍ରୋତ୍ସାହିତ କରୁଛି
ଭୁବନେଶ୍ୱର, ୧୧/୦୨/୨୦୨୫: ନିରାପଦ ଖଣି ଖନନ କାର୍ଯ୍ୟ ପ୍ରତି ଏହାର ଅତୁଟ ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଏହାର ବାର୍ଷିକ ଖଣି ସୁରକ୍ଷା ପକ୍ଷ (ଏଏମ୍ଏସ୍ଏଫ୍) ର ସଦ୍ୟତମ ସଂସ୍କରଣ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର ଜାମକାନି କୋଇଲା ଖଣିରେ…
ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଶ୍ରୀ ପୁରୋହିତ ଦାବୀପତ୍ର
https://youtu.be/YP3NxZfkFno
ଝାରବନ୍ଧ-ମନୋହର ଦାଶ: ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ସାହା ଙ୍କୁ ସାକ୍ଷାତ କରି ବରଗଡ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ସ୍ବରାଷ୍ଟ୍ର…
ସ୍ବର୍ଗତ ରାଣୀ ସାହେଵାଙ୍କ ପ୍ରଥମ ଶ୍ରାଦ୍ଧ ଦିବସ ।
(ଶାସକ ପ୍ରଶାସକ/ ଖଲ୍ଲିକୋଟ ରୁ ଶିବରାମ ଜେନା): ଓଡ଼ିଶାର ଇତିହାସ ରେ ଖଲ୍ଲିକୋଟ ର ସ୍ଥାନ ଅଦ୍ୱିତୀୟଥିଲା ବେଳେ, ମହି଼ୟସୀ ମହିଳା, ନିତୀ ର ପ୍ରତିକ, ତଥା ଵାକ୍ ଚାତୁରୀ ର ଅଧିକାରୀଣି, ମିଷ୍ଟଭାଷୀ, କର୍ତ୍ତବ୍ୟ ନିଷ୍ଠା, ସାହାସୀକତା, ବଳିଷ୍ଠ ରାଜନୈତିକ କ୍ଷେତ୍ର ରେ ନିପୁଣତା,ବିଧାୟିକା…