ବେଲଗୁଣ୍ଠାରେ ଗ୍ରାମ କଣ୍ଟକ ପଟ୍ଟା ବାଣ୍ଟିଲେ ବିଧାୟକ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ବେଲଗୁଣ୍ଠା ତହସିଲ୍ ଅନ୍ତର୍ଗତ ସମସ୍ତ ଛଅଟି ରାଜସ୍ୱ ମଣ୍ଡଳର ହିତାଧିକାରୀଙ୍କୁ ଗ୍ରାମ କଣ୍ଟକ ପଟ୍ଟା ବଣ୍ଟନ କରିଛନ୍ତି ସୋରଡ଼ା ବିଧାୟକ I ଆଜି ବେଲଗୁଣ୍ଠା ଟାଉନ୍ ହଲ୍ ଠାରେ ତହସିଲଦାର କଳାକୃଷ୍ଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ…

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

ଭୁବନେଶ୍ୱର, ୦୬/୦୨: ୱାନ୍ ଟାଇମ୍ ସେଟଲମେଣ୍ଟ (ଓଟିଏସ୍) ବା ଏକକାଳୀନ ପଇଠ ପ୍ରାବଧାନ ସମବାୟ ବ୍ୟାଙ୍କମାନଙ୍କରେ ଲାଗୁ ହେବ । ଏହି ବ୍ୟବସ୍ଥା ଲାଗୁ କରିବାକୁ ସମବାୟ ବିଭାଗ ବିଧିବଦ୍ଧ ଅନୁମୋଦନ ପ୍ରଦାନ କରିଛି । ଏହା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲ୍ଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ,…

ଫିନିକ୍ସ ଏକାଡେମୀ ଆବାସିକ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ।

ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଫିନିକ୍ସ ଏକାଡେମୀ ଆବାସିକ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠିତ ସଭା କାର୍ଯ୍ୟ କର୍ମ ରେ ମୁଖ୍ୟ ଅତିଥି ଭାବେ ବିଧାୟକ ଅଶୋକ କୁମାର ଦାସ, ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଡ…

ବରପାଲି ମହାବିଦ୍ୟାଳୟର ୫୦ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ବରପାଲି :-ବରପାଲି ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ଖେଳପଡିଆରେ ମହାବିଦ୍ୟାଳୟର ଅଧକ୍ଷା ସୁଶ୍ରୀ ଜୟନ୍ତୀ ଦାସଙ୍କ କରକମଳରେ  ଉଦଘାଟିତ ହେଇଯାଇଛି । ସକାଳ ୭. ୩୦ ଟାରେ ପ୍ରଥମେ ମା ସମଲେଶ୍ୱେରୀ ମନ୍ଦିରରୁ ମଶାଲ ଅଣାଯାଇଥିଲା l ଅଧ୍ୟକ୍ଷା ପତାକା…

ଷୋଡଶ ଅର୍ଥ କମିଶନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

https://youtu.be/h840lY8pmKo 2026-31 ପାଞ୍ଚ ବର୍ଷ ପାଇଁ ରାଜ୍ୟ ସରକାର 12,59,148 କୋଟି ଟଙ୍କାର ଦାବି ଉପସ୍ଥାପନ କରିଛନ୍ତି-ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ଟିକସ ଆୟରୁ ରାଜ୍ୟ ମାନଙ୍କର ଭାଗକୁ 41% ରୁ 50%କୁ ବୃଦ୍ଧି କରିବା ପାଇଁ ଓଡିଶାର ପ୍ରସ୍ତାବ କେନ୍ଦ୍ର…

ଵିକଶିତ ଗାଁ ବିକଶିତ ଓଡିଶାର ଅଭିନଵ ରୂପରେଖ ବିକଶିତ ଗାଁ ବିକଶିତ ଓଡିଶା ଲୋକାର୍ପିତ

(ଶାସକ ପ୍ରଶାସକ/ଖଲ୍ଲିକୋଟ ରୁ ଶିବରାମ ଜେନା)ଖଲ୍ଲିକୋଟ:୫/୨: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଅଭିନବ ପ୍ରୟାସ କୁ ସାକାର କରିବାକୁ ତଥା ଲୋଚନକୁ ଆଣିବାକୁ ସ୍ଥାନୀୟ ଖଲ୍ଲିକୋଟ ପଞ୍ଚାୟତ ସମିତି ର ପରିସର ମଧ୍ୟରେ ଏକ ବିରାଟ ସଭାକାର୍ଯ୍ୟ ଆରମ୍ଭ ହୋଇ ଥିବା ଜଣାପଡ଼ିଛି ।…

ଖପ୍ରାଖୋଲ ବ୍ଲକ ରେ ବିକାଶିତ ଗାଁ, ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ଖପ୍ରାଖୋଲ ୦୫/୦୨(ହେମସାଗର ସାହୁ)ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ପରିସରରେ ରେ ବିକଶିତ ଗାଁ ବିକଶିତ ଓଡିଶା ବୁଧବାର ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମ ମୁଖ୍ୟଅତିଥି ଖପ୍ରାଖୋଲ ବ୍ଲକ ଅଧକ୍ଷା ନିରୁପମା ପଟେଲ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ରୂପେ…

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆଜି ( ବୁଧବାର) ଗଜପତି ଜିଲ୍ଲା…

ଡୁଙ୍ଗୁରିପାଲି ବ୍ଲକ କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ସ୍ଥାନୀୟ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ଗୋଷ୍ଠୀ ସହଶିକ୍ଷା ଅଧିକାରୀ ତଥା ବିଆରସିସି ଗଞ୍ଜଳୁ ମିର୍ଧା ଙ୍କ ତତ୍ୱାବଧାନରେ…

ବିକଶିତ ଗାଁ, ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ ।

ସୁବର୍ଣ୍ଣପୁର , ଶାସକ ପ୍ରଶାସକ(ପ୍ରକାଶ କୁମାର ହାତୀ)ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଖୋର୍ଦ୍ଧା ଜିଲ୍ଲାରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ପରିପ୍ରେକ୍ଷୀରେ ଡୁଙ୍ଗୁରିପାଲି ବ୍ଲକ ଆର ଏମ୍ ସି ଠାରେ ଉଦଘାଟନୀ…