Sign in
Sign in
Recover your password.
A password will be e-mailed to you.
ବରପାଲି ଗାନ୍ଧୀ ଛକରେ ରାହୁଲ ଗାନ୍ଧି ଓ ସୋନିଆ ଗାନ୍ଧୀ ଙ୍କ କୁଶ ପୁତ୍ତଳିକା ଦାହ
ବରପାଲି :-ବରପାଲି ସ୍ଥିତ ଗାନ୍ଧୀ ଛକଠାରେ ଏସଟି ଏସସି ମହିଳା ପକ୍ଷରୁ ଭାରତର ପ୍ରଥମ ନାଗରିକ ତଥା ମହାମହିମ ରାଷ୍ଟ୍ରପତିଙ୍କ ଫାଶୀ ପାଉଥିବା ଲୋକକୁ ରାଜକ୍ଷମା ଦେବାର କ୍ଷମତା ଅଛି l ସେଭଳି ବର୍ତ୍ତମାନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆପତ୍ତି ଜନକ ମନ୍ତବ୍ୟ ସୋନିଆ ଗାନ୍ଧୀ ଓ ରାହୁଲ…
ନୂଆଗଡ଼ରେ ଏଏମ୍/ଏନ୍ ଏସ୍ ଇଣ୍ଡିଆ ପକ୍ଷରୁ ନିର୍ମିତ ଲୋକ ବିକାଶ କେନ୍ଦ୍ର ଶିଳ୍ପମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
ପାରାଦ୍ଵୀପ,ଫେବୃଆରି୦୩ ,୨୦୨୫:ନିଜ କାର୍ଯ୍ୟକ୍ଷେତ୍ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରମହିଳାମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ ଏହାର ସିଏସ୍ଆର୍ ପଦକ୍ଷେପର ଏକ ଅଂଶ ଭାବରେ ନୂଆଗଡ଼ ଗ୍ରାମରେ ଏକ ଲୋକ ବିକାଶ…
ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ
ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ,ତା: ୩.୨.୨୦୨୫:- ସ୍ଥାନୀୟ ରଙ୍ଗମାଟିଗୁଡା ସ୍ଥିତ ଶ୍ରୀ କଲ୍ୟାଣ ମଣ୍ଡପ ଠାରେ ଏକ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମାନ୍ୟବର ବିଧାୟକ ନବରଙ୍ଗପୁର ଶ୍ରୀ ଗୌରୀ ଶଙ୍କର ମାଝୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ…
ବାସୁଦେବପୁର ବ୍ଲକ ରେ ଚାରୋଟି ସ୍ଥାନ ରେ ରାସ୍ତା ରୋକ୍ କଲେ ଚାଷୀ
ଦୀର୍ଘ ସମୟ ଧରି ଅଟକି ରହିଲା ଶହ ଶହ ଗାଡି।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକରେ ଧାନ କିଣାରେ କଟନି ଛଟନି । ଆଠ ପର୍ସେଣ୍ଟରୁ ଏଗାର ପର୍ସେଣ୍ଟ କଟନି ଛଟନି କୁ ନେଇ ଚାଷୀଙ୍କ ମଧ୍ଯରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଏହାକୁ ବିରୋଧ କରି ଚାରି ଟି ସ୍ଥାନ ରେ…
ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ…
ପାଟୁଳି ସାହି ଉ:ପ୍ରା:ବିଦ୍ୟାଳୟର ବାର୍ଷିକ ଉତ୍ସବ
ବେଲଗୁଣ୍ଠା,-:(ଶିବରାମ ଚୌଧୁରୀ )-ଆଜି ବେଲଗୁଣ୍ଠା ବ୍ଳକ୍ ପାଟୁଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୦୨୪-୨୫ ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ମହା ଆଡମ୍ବର ସହକାରେ ପାଳନ କରାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷା ରାଣୀ ପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ…
ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାସୁଦେବପୁର ର ବାର୍ଷିକ ଉତ୍ସବ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବାସୁଦେବପୁର ର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠିତ ସଭା କାର୍ଯ୍ୟ କ୍ରମ ରେ ସଭାପତି ରାଜ କିଶୋର ମଲିକ ଙ୍କ ସଭାପତିତ୍ବ ରେ ମୁଖ୍ୟ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…
ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ବିଶ୍ୱ ଆର୍ଦ୍ରଭୂମି ଦିବସ ପାଳନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠରେ ବିଶ୍ୱ ଆର୍ଦ୍ରଭୂମି ଦିବସ ପାଳିତ ହୋଇଯାଇଛି I ଅନୁଷ୍ଠାନର ବରିଷ୍ଠ ଶିକ୍ଷୟିତ୍ରୀ ଡୋକି ସରୋଜିନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏନର୍ଜି କ୍ଲବ୍ ର ଶିକ୍ଷକ ପ୍ରଭାତ କୁମାର ଗୌଡ଼…
୨୦ତମ ପାତାଳୀ ମହୋତ୍ସବ ର ୩ୟ ସନ୍ଧ୍ୟା
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ରେ ଚାଲିଥିବା ୨୦ତମ ପାତାଳୀ ମହୋତ୍ସବ ର ଆଜି ତୃତୀୟ ସନ୍ଧ୍ୟା ଅଧିବେଶନ ରେ ପହଞ୍ଚିଛି।ଆଜି ଅପରାହ୍ନ ୪ଟା ରେ ମହାପ୍ରଭୁଙ୍କ ଦୁର୍ଲଭ ୩୨ବେଶ ପ୍ରଦର୍ଶନ…