ସୁରକ୍ଷା କୌଶଳ କାର୍ଯ୍ୟକ୍ରମ ୨୦୨୪-୨୫ ଉଦଯାପନୀ ଉତ୍ସବ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ସମାପନ ହୋଇଯାଇଛି। ଆଠଦିନିଆ…

ବନପାଳ ସରିତା ବରାଳଙ୍କୁ ମିଳିଲା ଝାନସିରାଣୀ ଲକ୍ଷ୍ମୀବାଇ ସମ୍ମାନ

ଓଡଗାଁ, ୨୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ବନପାଳ ସରିତା ବରାଳ ପାଇଲେ ଝାନସିରାଣୀ ଲକ୍ଷ୍ମୀବାଇ ସମ୍ମାନ। ତାଙ୍କର ଦୁଃସାହସିକ ପଦକ୍ଷେପ ଜଙ୍ଗଲ ସୁରକ୍ଷା ଓ ସଂରକ୍ଷଣ ନିମନ୍ତେ ତାତ୍ପର୍ଯ୍ୟ ପୂର୍ଣ୍ଣ ଅବଦାନ ପରିପ୍ରେକ୍ଷୀରେ ଅଗ୍ରଣୀ ସାମାଜିକ…

ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ

- କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ପ୍ରୟାସ - ଗତ ଦଶନ୍ଧି ମଧ୍ୟରେ ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ₹ ୯୦୦ କୋଟି ନିବେଶ ଭୁବନେଶ୍ୱର, ୨୮ ଜାନୁଆରୀ ୨୦୨୫ : ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାର (ଜେଏସପି) ଆଗାମୀ ବର୍ଷରେ ଓଡ଼ିଶାରେ ଆହୁରି ₹୭୦,୦୦୦…

ଟିପିଏସ୍ଓଡିଏଲ୍ ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, ଜାନୁଆରୀ ୨୦୨୫: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏସ୍ଓଡିଏଲ୍) ପକ୍ଷରୁ ବ୍ରହ୍ମପୁର ସ୍ଥିତ କର୍ପୋରେଟ ଅଫିସରେ ଉତ୍ସାହ ଏବଂ ଦେଶାତ୍ମବୋଧ ଭାବନା ସହ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ କମ୍ପାନୀର ବରିଷ୍ଟ ଅଧିକାରୀ,…

ସରକାରଙ୍କ ଅପାରଗତା ଯୋଗୁଁ ରାଜ୍ୟ ଅପରାଧୀଙ୍କ ଧରାସ୍ୱର୍ଗ ପାଲଟିଛି: ବିଜେଡି

 https://youtu.be/7Nffdo99Ixs  ଅପରାଧୀ ସିଷ୍ଟମକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି  କଡା ସୁରକ୍ଷା ଥିବାବେଳେ ଅପରାଧୀଙ୍କ ଦୌରାତ୍ମ୍ୟ ଭୁବନେଶ୍ୱର, ୨୮/୦୧/୨୦୨୫: ବରିଷ୍ଠ କଂଗ୍ରେସ ନେତା ତଥା ପୁର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ…

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ କ୍ରୀଡା କ୍ଷେତ୍ରରେ ସଫଳତା : ୨ ଚମ୍ପିୟାନ ଓ ୪ ରନର୍ସ ଅପ୍ ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ କ୍ରୀଡା କ୍ଷେତ୍ରରେ ସଫଳତା ଅର୍ଜନ କରିଛନ୍ତି ।୨ ଚମ୍ପିୟାନ ଓ ୪ ରନର୍ସ ଅପ୍ ଅର୍ଜନ କରିଛନ୍ତି।ଚଳିତ ମାସ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଏନ ଆଇ ଟି ରାଉରକେଲା ଠାରେ କ୍ରୀଡା ଉତ୍ସଵ…

ନୂଆପଡ଼ାରେ ଜିଲ୍ଲା ଉନ୍ନୟନ ସମିତି ବୈଠକ ଅନୁଷ୍ଠିତ

ନୂଆପଡ଼ା ଜିଲ୍ଲାରୁ କଲିମ ମହମ୍ମଦ(ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଜିଲ୍ଲା ଉନ୍ନୟନ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଅଛି l ଜିଲ୍ଲାର ସମସ୍ତ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷା ପୂର୍ବକ ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ…

ବାଣପୁରରେ କିନ୍ନର ମାନଙ୍କ ଅଧିକାର ସମ୍ପର୍କରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର:(ସେକ କୌସର):ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ କିନ୍ନର ମାନଙ୍କ ଉଦ୍ଦେଶ୍ୟରେ ଏକ ଆଇନ ସଚେତନତା ଶିବିର ଆଜି ବାଣପୁର ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ବିଚାରପତି ଅମରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଉଦବୋଧନି ବିବେକାନନ୍ଦ ବକ୍ତୃତା ମାଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୮/୦୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଉଦ୍ ବୋଧନି ବିବେକ ନନ୍ଦ ବକ୍ତୃତା ମାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ ଙ୍କ…

କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୮/୦୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଶିକ୍ଷା ବିଭାଗ ଅଧୀନ ବଦଳି ଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ମେଦନା ଗ୍ରାମ ପଞ୍ଚାୟତ ସରପଞ୍ଚ…