Sign in
Sign in
Recover your password.
A password will be e-mailed to you.
ପୁଣି ଘୁ.ଉଦୟଗିରିକୁ ଉପଖଣ୍ଡ ମାନ୍ୟତା ପ୍ରଦାନ ଦାବୀ କଲା କଂଗ୍ରେସ..
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ପୁଣି ଜୋର ଧରିଲା ଘୁ.ଉଦୟଗିରି ଉପଖଣ୍ଡ ମାନ୍ୟତା ଦାବୀ l ଆଜି ପୂର୍ବତ୍ତନ ନଗର କଂଗ୍ରେସ ସଭାପତି/ପୂର୍ବତ୍ତନ ଯୁବକଂଗ୍ରେସ ଉପସଭାପତି ଗଗନ କୁମାର ପ୍ରଧାନଙ୍କ ନେତୃତ୍ୱରେ ବରିଷ୍ଟ କଂଗ୍ରେସ କର୍ମୀ ରମାକାନ୍ତ ମହାପାତ୍ର, ବରିଷ୍ଟ କଂଗ୍ରେସ କର୍ମୀ ଗୋପାଳ…
ମହିଳା ଉଦ୍ୟୋଗୀଙ୍କ ଅର୍ଥନୈତିକ ନେତୃତ୍ୱରେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ- ମୁଖ୍ୟମନ୍ତ୍ରୀ
ଉତ୍କର୍ଷ ଓଡ଼ିଶା - ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫
ମହିଳା ଉଦ୍ୟୋଗୀମାନଙ୍କ ଆଲୋଚନାଚକ୍ରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ମହିଳା ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟରେ ସ୍ୱତନ୍ତ୍ର ମହିଳା ଶିଳ୍ପ ପାର୍କ ଏବଂ ଇପିକଲରେ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା…
ଦୁଇଟି ପୃଥକ ମାମଲାରେ ମୋଟ 1313 କେଜି ଗଞ୍ଜେଇ ଜବତ, 4 ଜଣ ଅଭିଯୁକ୍ତଙ୍କୁ ଗିରଫ
ବୌଦ୍ଧ :ବୌଦ୍ଧ ଜିଲ୍ଲା ପୋଲିସ ଦୁଇଟି ପୃଥକ ମାମଲାରେ ମୋଟ 1313 କେଜି ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା 4 ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହ ଅଭିଯୁକ୍ତଙ୍କ ନିକଟରୁ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି, ଗଞ୍ଜେଇ ଚୋରା ଚାଲାଣ ପାଇଁ ବ୍ୟବହୃତ ହେଉଥିବା ବାଇକ ଏବଂ ପିକ ଅପ୍…
ସୁନା ଅଳଙ୍କାର ଲୁଟ ମାମଲା: ନୟାଗଡରୁ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ବାଣପୁର ପୋଲିସ
ବାଣପୁର:(ସେକ କୌସର):ଏକ ବର୍ଷ ତଳେ ସୁନା ଅଳଙ୍କାର ଲୁଟ ମାମଲାରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ପୋଲିସକୁ ବଡ ସଫଳତା ମିଳିଛି। ଉକ୍ତ ମାମଲାରେ ଦୁଇଜଣ ଦୁର୍ବୁତ୍ତଙ୍କୁ ନୟାଗଡ ଅଂଚଳରୁ ଧରିବାରେ ସକ୍ଷମ ହୋଇଛି। ଦୁର୍ବୁତ୍ତ ଦୁଇଜଣ ହେଲେ ବାଣପୁରର ଶେଖ ହମିଦ (୨୫) ଏବଂ ଅମିତ କୁମାର ପଣ୍ଡା।…
ଗଜପତି ସ୍ମାରକୀ ବକ୍ତୃତାମାଳା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଗଜପତି ସ୍ମାରକୀ ବକ୍ତୃତାମାଳା ଅବସରରେ "ସାଂପ୍ରତିକ ବିଶ୍ୱରେ ସଂସ୍କୃତି ଓ ସାହିତ୍ୟର ସ୍ୱରୂପ" ସମ୍ୱନ୍ଧୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବକ୍ସି ଜଗବନ୍ଧୁ…
ସୁରକ୍ଷା କୌଶଳ କାର୍ଯ୍ୟକ୍ରମ ୨୦୨୪-୨୫ ଉଦଯାପନୀ ଉତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ସମାପନ ହୋଇଯାଇଛି। ଆଠଦିନିଆ…
ବନପାଳ ସରିତା ବରାଳଙ୍କୁ ମିଳିଲା ଝାନସିରାଣୀ ଲକ୍ଷ୍ମୀବାଇ ସମ୍ମାନ
ଓଡଗାଁ, ୨୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ବନପାଳ ସରିତା ବରାଳ ପାଇଲେ ଝାନସିରାଣୀ ଲକ୍ଷ୍ମୀବାଇ ସମ୍ମାନ। ତାଙ୍କର ଦୁଃସାହସିକ ପଦକ୍ଷେପ ଜଙ୍ଗଲ ସୁରକ୍ଷା ଓ ସଂରକ୍ଷଣ ନିମନ୍ତେ ତାତ୍ପର୍ଯ୍ୟ ପୂର୍ଣ୍ଣ ଅବଦାନ ପରିପ୍ରେକ୍ଷୀରେ ଅଗ୍ରଣୀ ସାମାଜିକ…
ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ
- କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ପ୍ରୟାସ
- ଗତ ଦଶନ୍ଧି ମଧ୍ୟରେ ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ₹ ୯୦୦ କୋଟି ନିବେଶ
ଭୁବନେଶ୍ୱର, ୨୮ ଜାନୁଆରୀ ୨୦୨୫ : ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାର (ଜେଏସପି) ଆଗାମୀ ବର୍ଷରେ ଓଡ଼ିଶାରେ ଆହୁରି ₹୭୦,୦୦୦…
ଟିପିଏସ୍ଓଡିଏଲ୍ ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ବ୍ରହ୍ମପୁର, ଜାନୁଆରୀ ୨୦୨୫: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏସ୍ଓଡିଏଲ୍) ପକ୍ଷରୁ ବ୍ରହ୍ମପୁର ସ୍ଥିତ କର୍ପୋରେଟ ଅଫିସରେ ଉତ୍ସାହ ଏବଂ ଦେଶାତ୍ମବୋଧ ଭାବନା ସହ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ କମ୍ପାନୀର ବରିଷ୍ଟ ଅଧିକାରୀ,…
ସରକାରଙ୍କ ଅପାରଗତା ଯୋଗୁଁ ରାଜ୍ୟ ଅପରାଧୀଙ୍କ ଧରାସ୍ୱର୍ଗ ପାଲଟିଛି: ବିଜେଡି
https://youtu.be/7Nffdo99Ixs
ଅପରାଧୀ ସିଷ୍ଟମକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି
କଡା ସୁରକ୍ଷା ଥିବାବେଳେ ଅପରାଧୀଙ୍କ ଦୌରାତ୍ମ୍ୟ
ଭୁବନେଶ୍ୱର, ୨୮/୦୧/୨୦୨୫: ବରିଷ୍ଠ କଂଗ୍ରେସ ନେତା ତଥା ପୁର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ…