Sign in
Sign in
Recover your password.
A password will be e-mailed to you.
ଦୁଇ ବାଇକ୍ ମଧ୍ୟରେ ମୁହାମୁହି ଧକ୍କା ୧ ମୃତ ଜଣେ ଗୁରୁତର
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୭/୦୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ସରାଗୁଡା ଛକ ନିକଟରେ ଆଜି ସକାଳ ୯ ଘଣ୍ଟ ସମୟରେ ଦୁଇ ବାଇକ ମଧ୍ୟରେ ମୂହାମୁହି ଧକ୍କା ହେବାରୁ ଜଣେ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ଡାବୁଗାଁ…
୬ଷ୍ଠ ସର୍ବଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଓଡ଼ଗାଁ କପ୍ ୨୦୨୫:ମଙ୍ଗଳା କ୍ଳବ୍ ଚମ୍ପିୟାନ
ଓଡ଼ଗାଁ,୨୭।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନି ଷ୍ଟାଡ଼ିୟମ ଠାରେ ଚାଲିଥିବା ୬ଷ୍ଠ ସର୍ବ ଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଓଡ଼ଗାଁ କପ ୨୦୨୫ ର ଷଷ୍ଠ ଦିନ ଫାଇନାଲ ମ୍ୟାଚରେ ଗଣ୍ଡରପୁର ଭୁବନେଶ୍ୱରକୁ ୨-୧ ଗୋଲରେ ହରାଇ ମଙ୍ଗଳା କ୍ଳବ୍ କଟକକୁ ଚମ୍ପିୟାନ ଟ୍ରଫି ସହିତ ୩୦…
ଓଡଗାଁରେ ବ୍ଳକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ଓଡଗାଁ,୨୭।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ଓଡ଼ଗାଁ ମିନି ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ତହସିଲଦାର ଡ. ମାନସ ରଞ୍ଜନ ଭୋଇ ମୁଖ୍ୟଅତିଥି ଭାବେ ଯୋଗଦେଇ ପତ୍ତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡରେ ଅଭିବାଦନ…
ବ୍ଳକ ସ୍ତରୀୟ ପରାମର୍ଶ ଶିବିର
ଓଡଗାଁ, ୨୭।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସ୍ତରୀୟ ପରାମର୍ଶ ଶିବିର ସ୍ଥାନୀୟ ସରକାରୀ କଲ୍ୟାଣୀ ମଣ୍ଡପ ଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ନୟାଗଡ଼ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆୟୋଜିତ ଏହି ପରାମର୍ଶ ଶିବିରରେ…
ଡାବୁଗାଁ ରେ ଗଣତନ୍ତ୍ର ଦିବସ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୭/୦୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସଦର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବ୍ଲକ ସ୍ତରୀୟ ୭୬ ତମ ଗଣତନ୍ତ୍ର ଦିବସ ମହା ସମାରହୋରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି ଯୋଗ ଦେଇ ପତ୍ତାକା…
ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ଏନ ଏସ ଏସ କୋୟୁନିଟ ତରଫରୁ ଜାତୀୟ ମତଦାନ ଦିବସ ପାଳିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-ଆଜି ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟର ଏନ ଏସ ଏସ କୋୟୁନିଟ ତରଫରୁ ଜାତୀୟ ମତଦାନ ଦିବସ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଏନ ଏସ ଏସ ଅଧିକାରୀ ତଥା ଓଡ଼ିଆ…
ପ୍ରଫେସର (ଡାକ୍ତର) ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା
ଭୁବନେଶ୍ୱର, ଜାନୁଆରୀ ୨୭ : ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା ପରିପ୍ରେକ୍ଷୀରେ ସୋଆର…
ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର, ଜାନୁଆରୀ ୨୭ : ରବିବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରିବା ସହ ଫ୍ୟାକଲ୍ଟି ମେମ୍ବର୍ସ ଏବଂ ଛାତ୍ରଛାତ୍ରୀମାନଙ୍କୁ ଏକ ସଶକ୍ତ ଏବଂ…
କେନ୍ଦ୍ରାପଡ଼ାରେ ୩ଟି ଶୀତଳ ଭଣ୍ଡାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ପ୍ରସ୍ତାବ
ଭୁବନେଶ୍ବର, ୨୭|୦୧- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରେ ପ୍ରଥମ ପର୍ଯ୍ୟାୟରେ ଅନୁନ୍ୟ ୩ ଟି ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ ଦେଇଛନ୍ତି| ଶ୍ରୀଯୁକ୍ତ ପଣ୍ଡା ଏନେଇ ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ତଥା…
କିଟ୍ ଓ କିସ୍ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର,୨୬ ।୦୧: କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି)ର ସଭାପତି ଫାବିଓ ଆଜେଭେଦୋ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।
ଛାତ୍ରଛାତ୍ରୀଙ୍କ ପରେଡ…