ନିଲମ୍ବିତ ହେଲା ଓଡ଼ଗାଁ ସମବାୟ ସମିତି ପରିଚାଳନା କମିଟି

ଓଡ଼ଗାଁ ୨୪।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସେବା ସମବାୟ ସମିତି ପରିଚାଳନା କମିଟିର କାର୍ଯ୍ୟରେ ଅବହେଳା ଦର୍ଶାଇ ନିଲମ୍ବନ କରାଯାଇଛି । ପରିଚାଳନା କମିଟିର ସଭାପତିଙ୍କ ସହିତ ଅନ୍ୟ କୈାଣସି ନିର୍ଦ୍ଦେଶକ ସଦସ୍ୟ ମାନେ ପ୍ରଥମତଃ ଓସିଏସ ନୀୟମ ଉଚ୍ଚ ନ୍ୟାୟାଳୟ କଟକଙ୍କ…

୬ଷ୍ଠ ଓଡ଼ଗାଁ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ୨୦୨୫ ପ୍ରଥମ ସେମିଫାଇନାଲ : ୦୪-୦୧ ଗୋଲରେ ଗଣ୍ଡରପୁର ଏଫସି କଟକ ବିଜୟୀ

 ଓଡ଼ଗାଁ ୨୪।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମିନିଷ୍ଟାଡିୟମ ଠାରେ ଚାଲିଥିବା ୬ଷ୍ଠ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୦୨୫ ଶୁକ୍ରବାର ତୃତୀୟ ଦିନ ପ୍ରଥମ ସେମିଫାଇନାଲ ମ୍ୟାଚ ଗଣ୍ଡରପୁର ଏଫସି କଟକ ୦୪-୦୧ଗୋଲରେ ଜଗା ୟୁନାଇଟେଡ ଭୁବନେଶ୍ୱରକୁ ପରାସ୍ତ କରି ପ୍ରଥମ…

ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ

୭ ଦିନ ମଧ୍ୟରେ ଜବରଦଖଲ ମୁକ୍ତ କରିବାକୁ ଦାବି । ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ ଓ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏନେଇ ଆଜି ସାମ୍ବାଦିକ ଭବନ ପରିସରରେ ଆଲୋଚନା କରାଯାଇ ପୈାର…

ଭାରତ ସ୍କାଉଟ ଓ ଗାଇଡ଼ ବିଦ୍ୟାର୍ଥୀଙ୍କ ଦୀକ୍ଷା ଗ୍ରହଣ ଉତ୍ସବ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁରସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରତ ସ୍କାଉଟ ଓ ଗାଇଡ଼ ଶାଖାର ନୂତନ ରୋଭର ଓ ରେଞ୍ଜର ବିଦ୍ୟାର୍ଥୀମାନଙ୍କ ଦୀକ୍ଷା ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ…

୧୯୯୩ ମେଟ୍ରିକ ବ୍ୟାଚର ବନ୍ଧୁମିଳନ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ ୧୯୯୩ ମେଟ୍ରିକ ବ୍ୟାଚର ବନ୍ଧୁମିଳନକାର୍ଯ୍ୟକ୍ରମ କିରାପଲି ନିକଟସ୍ଥ ତଳ କୁମାରଶୁଣି ପୀଠରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମକୁ ଭାସ୍କର ସୁବୁଦ୍ଧି, ଦିଲ୍ଲୀପ ସାହୁ, ସନ୍ତୋଷ ମହାନ୍ତି, ସନ୍ତୋଷ…

ବିଶ୍ୱ ଅର୍ଥନୈତିକ ଫୋରମରେ ଶାଲୁ ଜିନ୍ଦଲଙ୍କ ଅଂଶଗ୍ରହଣ

ଡାଭୋସ୍, ୨୪/୦୧/୨୦୨୫: ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ତଥା ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ଶ୍ରୀମତୀ ଶାଲୁ ଜିନ୍ଦଲ ଡାଭୋସ୍ ଠାରେ ଅନୁଷ୍ଠିତ ବିଶ୍ୱ ଅର୍ଥନୈତିକ ଫୋରମରେ ଅଂଶଗ୍ରହଣ କରି ସକାରାତ୍ମକ ସାମାଜିକ ଏବଂ ଅର୍ଥନୈତିକ ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନର ପ୍ରତିବଦ୍ଧତା ଉପରେ…

ଜନତା ମଇଦାନରେ ଉତ୍କର୍ଷ ଓଡିଶା ଇନଭେଷ୍ଟର୍ସ ମିଟ୍ ପ୍ରସ୍ତୁତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

28 ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‍ଘାଟନ କରିବେ 20ଟି ଦେଶର 100 ରୁ ଅଧିକ ଆନ୍ତର୍ଜାତିକ ପ୍ରତିନିଧି ଯୋଗ ଦେବେ ଏହି କନକ୍ଲେଭ୍ ସବୁ ଦୃଷ୍ଟିରୁ ଓଡିଶା ପାଇଁ ଏକ ଐତିହାସିକ ଅବସର ହେବ, ସୁଦୃଢ ଅର୍ଥନୈତିକ ଓ ଶିଳ୍ପ ଭିତ୍ତିଭୂମି ପ୍ରସ୍ତୁତ କରିବାରେ…

ଚଳିତ ଆର୍ଥିକ ବର୍ଷ ସୁଦ୍ଧା 40 ହଜାର ନିଯୁକ୍ତି

ପ୍ରାକ୍ ବଜେଟ୍ ପରାମର୍ଶ ସଭା: ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ ବର୍ଗର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ବିଶେଷଜ୍ଞ ଓ ସାଧାରଣ ଲୋକଙ୍କ ମତାମତକୁ ବଜେଟ୍ ପ୍ରସ୍ତୁତିରେ ଗୁରୁତ୍ୱ ଦିଆଯିବ ଗ୍ରାମାଞ୍ଚଳ ଓ ଅର୍ଥନୈତିକ ଅନଗ୍ରସର ଲୋକଙ୍କ ବିକାଶ ଓ କଲ୍ୟାଣ…

କେନ୍ଦୁଝର ଜିଲ୍ଲାସ୍ତରୀୟ ବେଟୀ ବଚାଓ ବେଟୀ ପଢ଼ାଓ ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

କେନ୍ଦୁଝର/ଦିଲ୍ଲୀପ ସାହୁ (ସ୍ୱତନ୍ତ୍ର ପ୍ରତିନିଧି)-: କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ବେଟୀ ବଚାଓ ବେଟୀ ପଢ଼ାଓ ଯୋଜନାର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଓଡିଶା ଡ଼ିଜିଙ୍କ ସହ କୋଷ୍ଟ ଗାର୍ଡ କମାଣ୍ଡର ଏଡିଜିଙ୍କ ସାକ୍ଷାତ

ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ ସମୟରେ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ନେଇ ଆଲୋଚନା ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ…