Sign in
Sign in
Recover your password.
A password will be e-mailed to you.
୨୦୨୩-୨୪ ବର୍ଷ ପାଇଁ ୨୦ଜଣଙ୍କୁ ମିଳିଲା ରାଜ୍ୟ ଜାତୀୟ ସେବା ଯୋଜନା ପୁରସ୍କାର
ରାଜ୍ୟ ଜାତୀୟ ସେବା ଯୋଜନା ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ
"ବିକଶିତ ଓଡ଼ିଶା, ସ୍ୱପ୍ନର ଓଡ଼ିଶା" ଗଠନରେ ସଶକ୍ତ ଯୁବନେତୃତ୍ୱର ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, (୨୧/୧): ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ…
ଘରେ ନୋଟିସ୍ ଲଗେଇଲା ଝାଡଖଣ୍ଡ ପୋଲିସ ।
ମୟୂରଭଞ୍ଜ ଜିଲ୍ଲା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ- ଝାରପଖୋରିଆ ଥାନା ଅଞ୍ଚଳର ଦିଘି ଗ୍ରାମର ରଞ୍ଜନ କୁମାର ସେଠୀ ଙ୍କ ଘରେ ଝାଡଖଣ୍ଡ ପୋଲିସ ସ୍ଥାନୀୟ ପୋଲିସ ସହାୟତାରେ ପହଞ୍ଚି ଥିଲା। ପ୍ରକାଶ ଥାଉ କି ୨୦୨୦ ମସିହା ରେ ଜାମଶୋଳା ଠାରେ ଥିବା ଜିଓ ଟାୱାରରୁ ୧୦କେଭି ଡି,ଜେ ଜେନେରେଟର ଚୋରି…
ବେଲଗୁଣ୍ଠା ଖଦାଳ ସାହି ମାଆ ରୁଦ୍ରକାଳୀଙ୍କ ଚତୁର୍ଥ ବାର୍ଷିକ ଉତ୍ସବ ଏବଂ ତୋରଣ ଉଦ୍ଘାଟନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ସହରରେ ଥିବା ଖଦାଳ ସାହି ମାଆ ରୁଦ୍ରକାଳୀଙ୍କ ଚତୁର୍ଥ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଥିବା ବେଳେ ମାଆଙ୍କ ତୋରଣକୁ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
ଖରିଆର ବ୍ଲକ୍ ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ସ୍ଵତନ୍ତ୍ର ଋଣ ମେଳା ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଷ୍ଟେଟ୍ ବ୍ୟାଙ୍କ୍ ପରିସରରେ ମିଶନ ଶକ୍ତି ବିଭାଗ ତରଫରୁ ବ୍ଲକ୍ ର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଏକ ସ୍ଵତନ୍ତ୍ର ଋଣ ମେଳା ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ…
ଓଡିଶାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରାଯିବ, ପ୍ରି-ସ୍କୁଲ ପିଲାଙ୍କ ପାଇଁ ଶିଶୁ ବାଟିକା ଖୋଲାଯିବ-…
ନୂତନ ଶିକ୍ଷା ନୀତି-2020 ସମ୍ପର୍କିତ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ
ରାଜ୍ୟର ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନେ ସ୍ଥାନ ପାଇବା ଆବଶ୍ୟକ-କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ
ଭୁବନେଶ୍ୱର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ନୂଆ ଶିକ୍ଷା…
“ମୋ ସଂସାର ଉଚ୍ଛନ୍ନ ହେଇଯାଇଛି,ମୋତେ ସାହାଯ୍ୟ କରନ୍ତୁ ମୁଖ୍ୟମନ୍ତ୍ରୀ।”
ମୁଖ୍ୟମନ୍ତ୍ରୀଙ୍କୁ ଆବେଦନ ପତ୍ର ଦେଲେ କେନ୍ଦୁଝରର ଗରିବ ଜଳଖିଆ ଦୋକାନୀ
ଘର ପୋଡ଼ିକୁ ୫ଦିନ ବିତିଲେ ମଧ୍ୟ ସରକାରୀ ସାହାଯ୍ୟ ଅପହଞ୍ଚ।
କେନ୍ଦୁଝର,ତା୨୧/୧/ଦିଲ୍ଲୀପ ସାହୁ (ସ୍ୱତନ୍ତ୍ର ପ୍ରତିନିଧି)- କଥାରେ ଅଛି ଘର ପୋଡ଼ି ଠାରୁ ବିପତ୍ତି ନାହିଁ। ଏହିପରି ଘର ପୋଡ଼ିର…
ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଅନୁଷ୍ଠିତ ।
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ସ୍ଥାନୀୟ ଖେଳପଡିଆ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କ୍ରିଡ଼ା…
ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ
ଭୁବନେଶ୍ୱର, ୨୦ ଜାନୁଆରୀ : ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ସର୍ଗୀକୃତ ଓ ନିରବଚ୍ଛିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ଓଡ଼ିଶା ଶାଖା ପକ୍ଷରୁ ଜୀବନବ୍ୟାପୀ ସାଧନା…
ଡାଇରିଆରେ ୪ ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଦାୟୀ: ବିଜେଡି
ଘଟଣାର ୧୦ ଦିନ ପରେ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ସ୍ଥାଣୁ
ନୂଆ ସରକାର ଆସିବା ପରେ ପିଏଚ୍ସିରେ ତାଲା
ନୂଆ ସରକାର ଆସିବା ପରେ ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ କାମ ମଧ୍ୟ ବନ୍ଦ
ଭୁବନେଶ୍ୱର, ୨୧/୦୧/୨୦୨୫: ପୁରୀ ଜିଲ୍ଲାର କଣାସ ଅଞ୍ଚଳରେ ଡାଇରିଆରେ ୪ ଜଣଙ୍କ ମୃତ୍ୟୁ ଘଟଣାରେ…
ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବ- ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ଜାନୁଆରୀ ୨୧ - ଓଡ଼ିଶା ସରକାର ରାଜ୍ୟରେ ଜାତୀୟ ଶିକ୍ଷା ନୀତି -୨୦୨୦କୁ ସଫଳ ଭାବେ କ୍ରିୟାନ୍ୱୟନ କରିବା ଦିଗରେ ଆଜି ଯେଉଁ କର୍ମଶାଳାର ଆୟୋଜନ କରିଛନ୍ତି, ତାହା ସ୍ୱାଗତଯୋଗ୍ୟ ପଦକ୍ଷେପ । ଜାତୀୟ ଶିକ୍ଷା ନୀତି ଅନୁଯାୟୀ ରାଜ୍ୟରେ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବା ଦରକାର ବୋଲି…