Sign in
Sign in
Recover your password.
A password will be e-mailed to you.
ନୟାଗଡ଼ ଜିଲ୍ଲା ସୀମାନ୍ତ ଜୁଆ ଆଡ୍ଡାରେ ଚଢ଼ାଉ, ଏକାଧିକ କାର ବାଇକ ଅଟୋ ଜବତ ଓ ନାବାଳକ ସମେତ ୨୦ ଗିରଫ,
ଓଡ଼ଗାଁ,୨୦।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ସରହଦ ଓଡ଼ଗାଁ - ଗଞ୍ଜାମ ଜିଲ୍ଲା ସୀମାନ୍ତ ଅଞ୍ଚଳରେ ଦୀର୍ଘଦିନ ଧରି ଚାଲିଥିବା ଜୁଆ ଆଡ୍ଡା ଉପରେ ନୟାଗଡ଼ ଜିଲ୍ଲା ପୋଲିସ ସହିତ ଓଡ଼ଗାଁ ପୋଲିସ ରବିବାର ଅପରାହ୍ଣରେ ଚଢ଼ାଉ କରି ୨ ନାବାଳକଙ୍କ ସମେତ ୨୦ ଜଣଙ୍କୁ ଗିରଫ କରିଛନ୍ତି ।…
ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା 2025 ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ରେ ଅନୁଷ୍ଠିତ
ରାୟଗଡ:- ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡା ଠାରେ ତା 20/01/2025 ରିଖରେ ପ୍ରଧାନମନ୍ତ୍ରୀ ଅIପ୍ପରେଣ୍ଟିସିପି ମେଳା -2025 ଅନୁଷ୍ଠିତ ହୋଇଯାଇଛି l ଏହି ମେଳାରେ 127ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ଜିଲାର ପ୍ରାୟ 04 ଗୋଟି କମ୍ପାନୀ ଯୋଗଦାନ କରି 125 ଛାତ୍ର…
ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ
ରାୟଗଡ: ୨୦.୦୧.୨୦୨୫ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଦ୍ମପୁର ବ୍ଲକ ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ…
ମହିଳା ସ୍ନାତକ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଡ଼. ଭାରତୀ ପାଣିଗ୍ରାହୀଙ୍କ ତତ୍ତ୍ୱାବଧାନରେ ୱାଇ ଆର୍ ସି , ଏନ୍…
ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣୀ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହରରେ ଆଜି ଜାନୁଆରୀ ମାସ ୨୦ ତାରିଖ ମାସର ତୃତୀୟ ସୋମବାର ଦିନ ୨୦୨୫ ରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର…
ଶିକ୍ଷକ ଅମିନ ସୁନା ଙ୍କ ବିୟୋଗରେ ଶୋକସଭା
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): :ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ପଂଚାୟତ ର କାଇସକ ହେଁନ୍ଦା ନିବାସୀ ଅମିନ ସୁନା ଙ୍କ ଆଜି ପରଲୋକ ହୋଇଯାଇଛି l ସେ ଶ୍ୱାସ ଓ ରକ୍ତଚାପ ଜନିତ ସମସ୍ୟା ରେ ପୀଡିତ ଥିଲେ l ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ…
ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ…
ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ ବିଭାଗ ଓ ଟିପିଡବ୍ଲୁଓଡିଏଲ ସହାୟତାରେ ଯକ୍ଷ୍ମା ରୋଗୀଙ୍କୁ ପୁଷ୍ଟିକର ଖାଦ୍ୟ ବଣ୍ଟନ…
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳ୍ଳନୀ କକ୍ଷରେ ଜିଲ୍ଲାର ସମସ୍ତ ଚି଼ହ୍ନଟ ଯକ୍ଷ୍ମା ରୋଗୀଙ୍କୁ ଟିପିଡବ୍ଲୁଓଡିଏଲ ସହାୟତାରେ ପୁଷ୍ଟିକର ଖାଦ୍ୟ ବଣ୍ଟନ ନିମନ୍ତେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି I…
ହକ ମାଗିଲେ ଗନ୍ଧମାର୍ଦ୍ଦନ ଲୁହା ଖଣି ପ୍ରଭାବିତ ଲୋକେ
ବଫର୍ ଜୋନ ଟ୍ରକ୍ ମାଲିକଙ୍କୁ ସ୍ବତନ୍ତ୍ର ଲୋଡ଼ିଂ କୋଟା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର
ତା୨୭/୧/୨୫ ରିଖରୁ ଶୁଆକାଟୀ ଅଞ୍ଚଳରେ ଲୁହାପଥର ଖନନ ବନ୍ଦ ଲାଗି ଚେତାବନୀ।
କେନ୍ଦୁଝର ,ତା୨୦/୧(ଦିଲ୍ଲୀପ ସାହୁ /ସ୍ୱତନ୍ତ୍ର ପ୍ରତିନିଧି )- କେନ୍ଦୁଝର…