Sign in
Sign in
Recover your password.
A password will be e-mailed to you.
ବନ ମହୋତ୍ସବ କାର୍ଯ୍ୟ କ୍ରମ ଅନୁଷ୍ଠିତ
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ଆରୁହା ସତସଙ୍ଗ ଉପଯୋଜନା କେନ୍ଦ୍ର ରେ ନବ ଭାରତ ଚାରି ଟେବୁଲ୍ ଟ୍ରଷ୍ଟ ପକ୍ଷରୁ ବନ ମହୋତ୍ସବ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ ବିଭିନ୍ନ କାର୍ଯ୍ୟ କ୍ରମ ଅନୁଷ୍ଟିତ ହୋଇଛି। ଅନୁଷ୍ଟିତ ସମ୍ବର୍ଦ୍ଧନା ସଭା…
ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ୯୯ ତମ ଜୟନ୍ତୀ-୨୦୨୫ ପାଳିତ
ବିଜେପୁର :-ସୁଶାନ୍ତ ସାହୁ ବରଗଡ ଜିଲ୍ଲା ବିଜେପୁର ବ୍ଲକ ସ୍ଥିତ ସମଲେଇପଦର ଠାରେ ଥିବା ପାର୍ବତୀ ଗିରି ବୃଦ୍ଧା ଶ୍ରମ ଠାରେ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ୯୯ ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।ତତ ସଙ୍ଗେସଙ୍ଗେ ବହୁ ଘାତ ପ୍ରତିଘାତ ମଧ୍ୟରେ ସଂଘର୍ଷ ମୟ ଭାବେ ଶ୍ରୀମାନ…
ଉଚ୍ଚପ୍ରାଥମିକ ବିଦ୍ୟାଳୟ ଗଜବନ୍ଧ ରେ ରାଣୀ ଲକ୍ଷ୍ମୀବାଈ ଆତ୍ମସୁରକ୍ଷା ତାଲିମ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡ଼ୁଙ୍ଗୁରିପାଲି ବ୍ଲକ ଗଜବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି l ପ୍ରଧାନଶିକ୍ଷକ ହାରାଧନ ବେରିଆ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ଗୋଷ୍ଠୀ…
ଚନ୍ଦଳୀ ରେ କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚନ୍ଦଳୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ରାମପୁର କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ ଆୟୋଜିତ ହୋଇଯାଇଛି l ପ୍ରଧାନଶିକ୍ଷକ ପ୍ରେମରାଜ ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ…
ମାୟାବର୍ହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ତଥା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଖେଳପଡିଆ ରେ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ…
୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ
ରାୟଗଡ: ରାୟଗଡ ସହର ସ୍ଥିତ ସାଇପ୍ରିୟା ନଗର ଠାରେ ଥିବା ସାଇପ୍ରିୟା ୱେଲଫର ଟ୍ରଷ୍ଟ କାର୍ଯ୍ୟାଳୟରେ ସାଇପ୍ରିୟା ନଗର ନିକଟ ଅଞ୍ଚଳରେ ଥିବା ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…
ଲଉଡ଼ିଦରହା ମଣ୍ଡିରେ ଧାନ ଉଠୁନି ଚାଷୀ ହନ୍ତ ସନ୍ତ।
ମଣ୍ଡି ରେ ପଡିଛି ୬୧୦୦୦ପାକିଟ ଧାନ!
ଝାରବନ୍ଧ -ମନୋହର ଦାଶ:ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଲଉଡ଼ିଦରହା ସେବା ସମବାୟ ସମିତି ର ଅଧୀନ ରେ ଥିବା ଜଗଦଲପୁର, କୁମୀର, ଲଉଡ଼ିଦର୍ହ। ଧାନ ମଣ୍ଡି ରୁ ଧାନ ଉଠିବାରେ ବିଳମ୍ବ ହେଉଥିବାରୁ ଚାଷୀ ମହଲ ରେ ଅସନ୍ତୋଷ ଦେଖା ଦେଇଛି।…
ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ମାସ-୨୦୨୫ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପରିସରରେ ପାରଳାଖେମୁଣ୍ଡି ଆଦର୍ଶ ଥାନା ତରଫରୁ ସଡ଼କ ସୁରକ୍ଷା ମାସ -୨୦୨୫ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଏହି ଅନୁଷ୍ଠାନର ବରିଷ୍ଠ ଇତିହାସ…
ନାବାଳିକା ଦୁଷ୍କର୍ମ ଅଭିଯୁକ୍ତ ଜେଲଗଲା
ଓଡ଼ଗାଁ ୧୮।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ମାଳିଆଝୋଲାର କେଶବ ନାୟକ (୩୦)କୁ ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଓଡ଼ଗାଁ ପୋଲିସ ଗିରଫ କରି ଶନିବାର କୋଟଚାଲାଣ କରିଥିଲେ । ସେଠାରେ କେଶବର ଜାମିନ୍ ଖାରଜ ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଘଟଣାରୁ…
କୁରାଳ ସେବା ସମବାୟ ସମିତି ଫାଟକରେ ପଡିଲା ତାଲା,ଧାନ ସଂଗ୍ରହ ସାରି ଫେରୁଥିବା ବୋଝେଇ ଟ୍ରକ ଅଟକ
ଓଡ଼ଗାଁ ୧୮।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୁରାଳ ସେବା ସମବାୟ ସମିତିରେ ସର୍ବଦା କିଛିନା କିଛି ସମସ୍ୟା ନେଇ ସମାଲୋଚିତ ହେଉଥିବା ବେଳେ ଶନିବାର ଦିନ ମଣ୍ଡିରେ ଧାନ ସଂଗ୍ରହ ସାରି ମିଲର ଗାଡ଼ି ବାହାର କରିବା ପୂର୍ବରୁ ଫାଟକ ବାହାର ପାଖରେ କିଛି ଚାଷୀ ତାଲା…