ନବରଙ୍ଗପୁର ଠାରେ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଓ ଜନ ସେବା ଦିବସ ପାଳିତ

ନବରଙ୍ଗପୁର ତା ୧୫.୧.୨୦୨୫:ଅଶୋକ ସାହୁ, ଶାସକ ପ୍ରଶାସକ,ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶସ୍ତିକରଣ ବିଭାଗ ଓଡିଶା ଆନୁକୂଲ୍ୟରେ ଆଜି ୮୦ ବର୍ଷରୁ ଉର୍ଦ୍ଧ ବୟସ୍କ ଏବଂ ୮୦ ପ୍ରତିଶତ ଏବଂ ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନର ଶୁଭାରମ୍ଭ ହୋଇଯାଇଛି। ରାଜ୍ୟ…

କିଶୋରୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

 ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ସମନ୍ୱିତ ଶିଶୁ ବିକାଶ ସେବା ପ୍ରକଳ୍ପ ଆନୁକୂଲ୍ୟରେ ବେଲଗୁଣ୍ଠା ବ୍ଳକ୍ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଠାରେ କିଶୋରୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମକୁ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ…

ଗାଙ୍ଗପୁରରେ ପ୍ରଶାସନ ଗାଓଁ କୀ ଅର୍ କାର୍ଯ୍ୟକ୍ରମ ; ଉପଜିଲ୍ଲାପାଳ ଏବଂ ବିଧାୟକଙ୍କ ମିଳିତ ଜନ ଶୁଣାଣି

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ଉଦ୍ୟମରେ ଜଣସାଧାରଣଙ୍କ ଅଭିଯୋଗ ଶୁଣିବା ପାଇଁ ଗଞ୍ଜାମ ଜିଲ୍ଳା ପ୍ରଶାସନ ପହଞ୍ଚିଛି ଗାଆଁରେ I ଏହି ଅବସରରେ ଆଜି ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ଗ୍ରାମ ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…

ଜନସେବା ଦିବସ ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀ ଙ୍କ ବର୍ଦ୍ଧିତ…

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ ହାତୀ): ରାଜ୍ୟ ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଦ୍ୱାରା ସ୍ଥାନୀୟ ନୂତନ ଟାଉନ ହଲ ଠାରେ ଜନସେବା ଦିବସ ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀ ଙ୍କ…

ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରର କର୍ମଚାରୀ ମାନଙ୍କୁ ନେଇ ବ୍ୟାଡମିଣ୍ଟନ ଖେଳ ପ୍ରତିଯୋଗିତା ଅନୁଷ୍ଠିତ।

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ ହାତୀ): ଆଜି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲିର ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଠାରେ ମାତୃ ଓ ଶିଶୁ ସାସ୍ଥ୍ୟକେନ୍ଦ୍ର ପରିସରରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡୁଙ୍ଗୁରିପାଲି ଓ ବିଭିନ୍ନ ପ୍ରାଥମିକ ସାସ୍ଥ୍ୟକେନ୍ଦ୍ର ତଥା ସାସ୍ଥ୍ୟ ଉପକେନ୍ଦ୍ରର…

ଭଞ୍ଜନଗର ଉପଖଣ୍ଡ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାଟେରୀ ଚାଳିତ ଇ- ରିକ୍ସା ବଣ୍ଟନ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ତା ୧୫.୦୧.୨୦୨୫ ରିଖ ବୁଧବାର ଦିନ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଉପଖଣ୍ଡ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଓ ବିଜ୍ଞାପିତ ଅଞ୍ଚଳର ଜୀବନ ଜୀବିକା ଯୋଜନାର ଚୟନ…

ନୂଆ ବର୍ଷରେ ଟିପିସିଓଡିଏଲର ମହତ୍ ପଦକ୍ଷେପ:ଢେଙ୍କାନାଳ ଡିଭିଜନ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ଢେଙ୍କାନାଳ: ଟିପିସିଓଡିଏଲ୍ ଏହାର "ମିଶନ ଜୀବନ" କାର୍ଯ୍ୟକ୍ରମ ଅଧୀନରେ ଢେଙ୍କାନାଳରେ ଏକ ରକ୍ତଦାନ ଶିବିର ସଫଳତାର ସହ ଆୟୋଜନ କରିଛି। ଜିଲ୍ଲା ରକ୍ତଭଣ୍ଡାର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଢେଙ୍କାନାଳ ସହିତ ମିଳିତ ସହଯୋଗରେ ଏହାକୁ ଆୟୋଜନ କରାଯାଇଛି । ନୂତନ ବର୍ଷର ଆରମ୍ଭରେ ଏହି…

ଛାତ୍ରୀମାନଙ୍କ ଆତ୍ମସୁରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ

ବେଲଗୁଣ୍ଠା - (ଶିବରାମ ଚୌଧୁରୀ )- କ୍ଷେତ୍ରିୟବରପୁରସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମସୁରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ଗତ ତା ୦୬/୦୧/୨୦୨୫ ରିଖ ଠାରୁ ଆରମ୍ଭ ହୋଇ ତା - ୧୫/୦୧/୨୦୨୫ ରିଖରେ…

ଲଙ୍କାଗଡ ଠାରେ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ବୈଠକ ଅନୁଷ୍ଠିତ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ଜଗନ୍ନାଥ ପ୍ରସାଦ ବ୍ଳକ୍ ଅନ୍ତର୍ଗତ ଲଙ୍କାଗଡ଼ ସ୍ଥିତ ଶ୍ରୀଶ୍ରୀ ରାମେଶ୍ବର ମନ୍ଦିର ପ୍ରାଙ୍ଗଣରେ ଘୁମୁସର ଜିଲ୍ଲା ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ର ଏକ ପ୍ରଖଣ୍ଡ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ହିନ୍ଦୁ…

ବଡ଼ବୋର୍ସିଂ 108 ପ୍ରହର ପଞ୍ଚ ମହାଯଜ୍ଞ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ବଡ଼ବୋର୍ସିଂ ଗ୍ରାମରେ 108 ପ୍ରହର ପଞ୍ଚହାଯଜ୍ଞ ଆରମ୍ଭ ଆରମ୍ଭ ହୋଇଛି I ଏହି ଅବସରରେ ରବିବାର ଦିନ କଳସ ଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ରାତିରୁ 108 ପ୍ରହର ଅଖଣ୍ଡ ନାମ ଯଜ୍ଞ,ଅନ୍ନ ଯଜ୍ଞ, ଘୃତ ଯଞ୍ଜ, ଜ୍ଞାନ ଯଜ୍ଞ ଏବଂ ଗୋ ଯଜ୍ଞ…