Sign in
Sign in
Recover your password.
A password will be e-mailed to you.
ସୋଆରେ ପିଏମ୍କେଭିୱାଇ ୮ମ ବ୍ୟାଚ ଶିକ୍ଷାନବୀସଙ୍କୁ ପ୍ରମାଣପତ୍ର ପ୍ରଦାନ
ଭୁବନେଶ୍ୱର,ଜାନୁଆରୀ ୧୩ : ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା (ବିଏମ୍କେଭିୱାଇ) ଅଧୀନରେ ସୋଆ ବିଶ୍ୱବିଦ୍ୟାଳୟ ଠାରେ ଦକ୍ଷତା ବିକାଶ ନିମନ୍ତେ ତାଲିମ ପାଇଥିବା ଶିକ୍ଷାନବୀସ ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି ।ଏକ ବିଶେଷ ଉତ୍ସବରେ ତାଲିମ ଗ୍ରହଣ କରିଥିବା ୮ମ ବ୍ୟାଚର ଶିକ୍ଷାନବୀସ…
ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଭବ୍ୟ ମଶାଲ ଶୋଭାଯାତ୍ରା
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫କୁ ନେଇ ସମଗ୍ର କଳାହାଣ୍ଡି ଜିଲ୍ଲା ଉତ୍ସବ ମୁଖରିତ ହୋଇ ଉଠିଥିବାବେଳେ ଉତ୍ସବର ଉଦଘାଟନ ପୂର୍ବରୁ ଏକ ଭବ୍ୟ ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରି ସହିଦ ରେଣ୍ଡୋ ମାଝୀ ମଞ୍ଚରେ ପହଞ୍ଚିଥିଲା। ଆଜି…
ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ର ମିଳିତ ସହଯୋଗରେ ବ୍ୟାସକବି ଫକୀର ମୋହନଙ୍କ ଜୟନ୍ତୀ
ନୟାଗଡ଼(ବିଶ୍ୱଜିତ ନାୟକ) :- ୧୩ ଜାନୁଆରୀ ୧୮୪୩ରେ ବାଲେଶ୍ୱର ଜିଲ୍ଲା ମଲିକାଶପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବେ ପରିଚିତ l କେବଳ ଉପନ୍ୟାସ ବା ଗଳ୍ପ ନୁହେଁ କବିତା, ଅନୁବାଦ ସାହିତ୍ୟ, ଭ୍ରମଣ କାହାଣୀ ସହ ପତ୍ର ପତ୍ରିକା…
ପୁରୀରେ ରାଷ୍ଟ୍ରୀୟ ରାମାୟଣ ମହୋତ୍ସବ ଏବଂ ଜଗତଗୁରୁ ସ୍ୱାମୀ ରାମଭଦ୍ରାଚାର୍ଯ୍ୟ ମହାରାଜଙ୍କ 76ତମ ଜୟନ୍ତୀ ପାଳିତ
11 ଗ୍ରାମକୁ ଗୋ-ସେବକ 2025 ସମ୍ମାନ ପ୍ରଦାନ
ପୁରୀ (ଅନିମେଶ ପଟ୍ଟନାୟକ): ଶ୍ରୀରାମ ସୁନ୍ଦରକାଣ୍ଡ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଗୋରୁଆଳ ପଞ୍ଚାୟତର ଆଳିପଡା ଗ୍ରାମସ୍ଥିତ ଗୋବିନ୍ଦ ଗୋଧାମ ଗୋଶାଳାରେ ରାଷ୍ଟ୍ରୀୟ ରାମାୟଣ ମହୋତ୍ସବ ଏବଂ ତୁଳସୀପୀଠାଧିଶ୍ୱର ଜଗତଗୁରୁ ରାମାନନ୍ଦାଚାର୍ଯ୍ୟ ସ୍ୱାମୀ…
ଗାଡି ଯାଞ୍ଚ୍ ବେଳେ ବାହାରିଲା ଗଞ୍ଜେଇ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ସୁଚନା ମୁତାବକ ଭଞ୍ଜନଗର ଥାନା ଆଇ ଆଇ ସି କୁମର ମୁଦୁଲି, ଏ ଏସ୍ ଆଇ ରୁଦ୍ରପ୍ରସାଦ କହ୍ନର ଏବଂ ଅନ୍ୟ ଷ୍ଟାଫ୍ଫ ମାନେ ଗତ କାଲି ମଙ୍ଗଳ ବାର ୧୩ ତାରିଖ ଦିନ ୧୨ ଘଣ୍ଟା ୩୦ ମିନିଟ୍ ସମୟରେ ମୁଜାଗଡ଼ ପାଖରେ ପେଟ୍ରୋଲିଙ୍ଗ ଏବଂ ବିଭିନ୍ନ ଗାଡି ଯାଞ୍ଚ୍…
ଵୃଦ୍ଧାଶ୍ରମ ପରିଦର୍ଶନ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ବାଣପୁର:(ସେକ କୌସର ):ପବିତ୍ର ମକର ସଂକ୍ରାନ୍ତି ଅବସରରେ ଆଜି ଚ଼ିଲିକା ବିଧାନସଭା କ୍ଷେତ୍ରର ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ଦୁଇ ନମ୍ବର ୱାର୍ଡ ଦାଶରଥିପୁର ଅନ୍ତର୍ଗତ ଲଡ଼ୁକେଶ୍ବର ବୃଦ୍ଧାଶ୍ରମ ପରିଦର୍ଶନ କରିଥିଲେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।…
ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ଶ୍ରୀ ଜଗନ୍ନାଥ ସେବା ସମିତି, ଦମନ” ଦ୍ୱାରା ସାମାଜିକ ସେବା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,କେନ୍ଦ୍ର ଶାସିତ ଅଞ୍ଚଳ ଦମନ, ବାପି ଏବଂ ଏହାର ଆଖପାଖରେ ରହୁଥିବା ପ୍ରବାସୀ ଓଡିଆ ଭାଇମାନଙ୍କ ଦ୍ଵାରା ଗଠିତ ଶ୍ରୀ ଜଗନ୍ନାଥ ସେବା ସମିତିର ସଦସ୍ୟମାନେ ଲଗାତାର ଭାବେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ଜାରି ରଖି ବାହାର ରାଜ୍ୟରେ ଓଡ଼ିଶାର ଗୌରବ ବଢାଇଛନ୍ତି I…
ବେଲଗୁଣ୍ଠାରେ ମକର ଯାତ୍ରା ମହୋତ୍ସବ: ସହସ୍ରାଧିକ ଦର୍ଶକ ସମାଗମ ।
ବେଲଗୁଣ୍ଠା- (ଶିବରାମ ଚୌଧୁରୀ )- ମନ୍ଦିର ମାଳିନୀ ସହର ବେଲଗୁଣ୍ଠାରେ ଶ୍ରୀ ଲକ୍ଷ୍ମୀ ନୃସିଂହ ସପନ ମାନସିକ ମେଳାର ୩୧ତମ ବାର୍ଷିକ ଉତ୍ସବ ଅବସରରେ ମକର ଯାତ୍ରା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ସହର ଗଞ୍ଜାମ ଜିଲ୍ଲାରେ ଏକ ପ୍ରମୁଖ ମନ୍ଦିର ମାଳିନୀ ସହର ହୋଇଥିବା ବେଳେ ଆଜି…
ମହିଳା ସ୍ନାତକ ମହାବିଦ୍ୟାଳୟରେ ବିବେକାନନ୍ଦ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଯୁଗସ୍ରଷ୍ଟା ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଯୁବ ରେଡକ୍ରସ୍ ତଥା ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ସ୍ବେଚ୍ଛାସେବୀ ମାନଙ୍କ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ ରେଡକ୍ରସ୍…
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଶ୍ରୀ ସୁବାସ ଚନ୍ଦ୍ର ଜମାଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାକାର୍ଯ୍ୟରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ…