ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ / ଗୁଣପୁର / ରାମନାଗୁଡା ( ) ୧୩.୦୧.୨୦୨୫ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି…

ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ

 ପ୍ରଧାନମନ୍ତ୍ରୀ ଫସଲ ବୀମା ପୋର୍ଟାଲରେ ମୋଟ ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ବୀମାଭୁକ୍ତ ଚାଷୀଙ୍କ ଆବେଦନ  ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ଚାଷୀଙ୍କୁ ଦିଆଯାଇଛି ୨୧ କୋଟି ୯୬ ଲକ୍ଷ ଟଙ୍କାର କ୍ଷତିପୂରଣ ଭୁବନେଶ୍ୱର, ୧୩/୦୧: ଅମଳ ପରବର୍ତ୍ତୀ ଫସଲ କ୍ଷତି…

ଡ଼ମ୍ବସରା ଉଚ୍ଚ (ଯୁକ୍ତ -୨) ମାଧ୍ୟମିକ ଶିକ୍ଷା ବିଦ୍ୟାଳୟ ପରିସରରେ ଆତ୍ମ ସୁରକ୍ଷା ତାଲିମ ଉଦଯାପିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁର ବ୍ଲକ ଅନ୍ତର୍ଗତ ଡ଼ମ୍ବସରା ଉଚ୍ଚ ମାଧ୍ୟମିକ ଶିକ୍ଷା(ଯୁକ୍ତ 2) ବିଦ୍ୟାଳୟ ପରିସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ବାଳିକା ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର(SDTP) ଉଦଯାପିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ନାହକ…

ଭୋଗି ପର୍ବ ଧୁମଧାମ ରେ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ସ୍ଥାନୀୟ ଜଗନ୍ନାଥ ନଗର ଠାରେ ମକର ସଂକ୍ରାନ୍ତି ଉପଲକ୍ଷେ ଭୋଗି ପର୍ବ ଅତି ଧୁମଧାମ ରେ ପାଳିତ ହୋଇଯାଇଛି.ଅଞ୍ଚଳ ବାସୀ ଏକାଠି ହୋଇ ଏହି ପର୍ବ ପାଳନ କରିଥିଲେ. ଏହି ଅବସରରେ କୁନି କୁନି ପିଲାମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା, ମହିଳା ମାନଙ୍କ…

ସ୍ଵାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ସ୍ଥାନୀୟ ସ୍ବାମୀ ବିବେକାନନ୍ଦ ପରିସରରେ ଯୁବ ଦିବସ ଅବସରରେ ବିଶ୍ୱ ବିଜୟୀ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି ପ୍ରାତଃରେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ସ୍ବାମୀଜୀଙ୍କ ଗୁଣଗାନ କରି ଏକ ବିଶାଳ ରାଲି ସହିତ ନଗର ପରିକ୍ରମା…

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର 13/01/2025: ଆଜି ସକାଳେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ଅବସରରେ ଏଜି ଛକ ଭୁବନେଶ୍ଵରସ୍ଥିତ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ, ଶ୍ରୀଯୁକ୍ତ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ,…

ଜାତୀୟ ଯୁବ ଦିବସ ରେ ଯୁବ ସମାଜସେବୀ ରାଧାମୋହନ ମହାପାତ୍ର ସମ୍ବର୍ଦ୍ଧିତ।

କନ୍ଧମାଳ : ଆଜି ଜାତୀୟ ଯୁବ ଦିବସ ୨୦୨୫ ଅବସରରେ ଜୟଦେବ ଭବନ ଭୁବନେଶ୍ୱର ଠାରେ କ୍ରାନ୍ତିକାରୀ ଫାଉଣ୍ଡେସନ୍, ଭୁବନେଶ୍ଵର ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କନ୍ଧମାଳ ଜିଲ୍ଲାର ଯୁବ ସମାଜସେବୀ ଶ୍ରୀଯୁକ୍ତ ରାଧାମୋହନ ମହାପାତ୍ର ସମ୍ବର୍ଦ୍ଧିତ ହୋଇଛନ୍ତି। ସେ କନ୍ଧମାଳ…

ମହାକୁମ୍ଭ ମେଳା ପାଇଁ ୪ଟି ଅତ୍ୟାଧୁନିକ ବସ୍ ଚାଲିଲା

ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ 4ଟି ବସ୍ ରେ ଗଲେ 200 ଶ୍ରଦ୍ଧାଳୁ ବାରଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟା ପର୍ଯ୍ୟନ୍ତ ଚଳାଚଳ କରିବ ଯାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଆବଶ୍ୟକ…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୯ତମ ବର୍ଷିକ କ୍ରୀଡା ଉତ୍ସବ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୯ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଜାନୁୟାରୀ ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ହେବାକୁ ଥିବା କ୍ରୀଡ଼ା ପ୍ରତିଯୋଗିତାକୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ l

ରାୟଗଡ:-ତା ୧୨/୦୧- ଆଜି ସ୍ଥାନୀୟ ହୋଟେଲ ସାଇ ଇଣ୍ଟେରନାସିନlଲ, ରାୟଗଡ ଠାରେ ଜିଲ୍ଲାର ଦୁଇ ବରିଷ୍ଠ ଅଧିକାରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l ଶ୍ରୀ ଭାସ୍କର ରଇତ, ଅତିରକ୍ତ ଜିଲ୍ଲାପାଳ ରାୟଗଡ ଓ ଡ଼ଃ ଦୟାନିଧି ବାଗ,ପ୍ରକଳ୍ପ ନିର୍ଦେଶକ ଜଳବିଭାଜିକା ମିଶନ,…