Sign in
Sign in
Recover your password.
A password will be e-mailed to you.
ଗୋଦାବରୀଶ ମହାବିଦ୍ୟାଳୟରେ ଯୁବ ଦିବସ ପାଳିତ
ବାଣପୁର:(ସେକ କୌସର ):ଭାରତ ମାତାର ସୁଯୋଗ୍ୟ ସନ୍ତାନ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମଦିନଟି ଆମ ଦେଶରେ ଜାତୀୟ ଯୁବ ଦିବସ ଭାବରେ ପାଳିତ ହେଉଛି। ଆଜି ଏ ଉପଲକ୍ଷେ ଗୋଦାବରୀଶ ମହାବିଦ୍ୟାଳୟ, ଦର୍ଶନ ବିଭାଗ ଆନୁକୁଲ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ଅଧ୍ୟକ୍ଷତାରେ ଏକ ଭବ୍ୟ ଉତ୍ସବ…
ରାୟଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ l
ରାୟଗଡ:-ତା. ୧୨/୦୧-ନେହେରୁ ଯୁବ କେନ୍ଦ୍ର ରାୟଗଡା, ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଏନ ଏସ ଏସ,ୟ.ଆର. ସି,ଏନ. ସି. ସି, ରମିଳିତ ଉଦ୍ୟମ କ୍ରମରେ ରାୟଗଡ ସ୍ୱୟଂ ଶାସିତ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବରେଅତିରିକ୍ତ ଆରୋକ୍ଷୀ…
ରାୟଗଡ଼ା ରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ
ରାୟଗଡା - ରାୟଗଡ଼ା ସ୍ଵାମୀ ବିବେକାନନ୍ଦ ସେବା ସମିତି ପକ୍ଷରୁ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ଗାୟତ୍ରୀ ମନ୍ଦିର ସଭା ଗୃହରେ ସମିତିର ସଭାପତି ଶ୍ରୀ ଯୋଗେଶ୍ଵର ଦାସଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ…
“ସଖୀ” ୱାନ ଷ୍ଟପ ସେଣ୍ଟର ତରଫରୁ ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଯୁବ ଦିବସ…
ପାରଳାଖେମୁଣ୍ଡି / ବାଳକୃଷ୍ଣପାଣିଗ୍ରାହୀ : ଆଇ ଏସ୍ ଆର୍ ଡି "ସଖୀ" ୱାନ ଷ୍ଟପ ସେଣ୍ଟର, ଗଜପତି ତରଫରୁ ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଯୁବ ଦିବସ ଉତ୍କଳ ବାଳାଶ୍ରମ , ପାରଳାଖେମୁଣ୍ଡି ଠାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟ କ୍ରମରେ ଆଇ ଏସ୍ ଆର୍ ଡି "ସଖୀ" ୱାନ…
ବିଭିନ୍ନ ସ୍ଥାନରେ “ଜାତୀୟ ଯୁବ ଦିବସ ” ପାଳନ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,କ୍ଷେତ୍ରିୟବରପୁରସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ "ଜାତୀୟ ଯୁବ ଦିବସ " ପାଳିତ ହୋଇଯାଇଛି। ବିଦ୍ୟାଳୟର ଯୁବ ରେଡ଼କ୍ରସଏବଂ ରେଡ ରିବନ କ୍ଲବ , ଭାରତ ସ୍କାଉଟ ଓ ଗାଇଡ଼ ଏବଂ ଜାତୀୟ ସେବା ଯୋଜନା ଶାଖାର ମିଳିତ ଆନୁକୂଲ୍ୟରେ…
29 ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପ ର ଦ୍ଵିତୀୟ ମ୍ୟାଚ: ୟୁନିଅନ ସ୍ପୋର୍ଟିଙ୍ଗ କଟକ ବିଜୟୀ
ସ୍ଥାନୀୟ ରାଜବୋଡାସମ୍ବର ଖେଳପଡିଆ ଠାରେ 29 ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପ ର ଦ୍ଵିତୀୟ ମ୍ୟାଚ ରେ ଆଜି ବିରାଟ କ୍ରିକେଟ ଏକାଡେମୀ କୋଲକାତା ଓ ୟୁନିଅନ ସ୍ପୋର୍ଟିଙ୍ଗ କଟକ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। କୋଲକାତା ଦଳ ପ୍ରଥମେ ଟସ ଜିଣି କଟକ ଦଳକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ…
ଏବିଭିପି ପକ୍ଷ ରୁ ବିବେକାନନ୍ଦ ଜୟନ୍ତୀ ପାଳନ।
ବାସୁଦେବପୁର -ଭଦ୍ରକ ଜିଲ୍ଲା ବାସୁଦେବପୁର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ନଗର ତରଫରୁ ଯୁବ ମାନସର ଚେତନାର ପ୍ରତୀକ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ରୀୟ ଯୁବ ଦିବସ ଅବସରରେ ସ୍ଥାନୀୟ ଶ୍ରୀ ହନୁମାନ ବାଟିକା ପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ…
ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ବିବେକାନନ୍ଦ ଜୟନ୍ତୀ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ରେ ଥିବା ବିବେକାନନ୍ଦ ଶିକ୍ଷା କେନ୍ଦ୍ର ରେ ୨୩ ତମ ବାର୍ଷିକ ଉତ୍ସବ ଓ ବିବେକାନନ୍ଦ ଜୟନ୍ତୀ ପାଳନ ହୋଇ ଯାଇଛି। ସକାଳ ସମୟ ରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିବେକାନନ୍ଦ ବେଶ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା। ଏହି…
ଚାଷି ଚତୁର୍ଭୁଜ ସାହୁ ଙ୍କ ପରଲୋକ, ଗାଁ ରେ ଶୋକାକୁଳ ପରିବେଶ
ଖପ୍ରାଖୋଲ ୧୨/୧ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଓଡ଼ିଆପାଲି ପଞ୍ଚାୟତ ବୁଢିବାହାଲ ଗାଁ ର ଆଗୁଆ ଚାଷି ଚତୁର୍ଭୁଜ ସାହୁ (୭୪) ଙ୍କ ଶନିବାର ବିଳମ୍ବିତ ରାତିରେ ବଲାଙ୍ଗିର ର ଏକ ଘରୋଇ ଡ଼ାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ହେଲା ମସ୍ତିଷ୍କ ଘତ ରେ ଗୁରୁତର ହୋଇ ଚିକିତ୍ସିତ…
ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର କୋ ୟୁନିଟର ଜାତୀୟ ଯୁବ ଦିବସ ପାଳିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ଆଜି ସ୍ଥାନୀୟ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର କୋ ୟୁନିଟ ତରଫରୁ ଜାତୀୟ ଯୁବ ଦିବସ ପାଳିତ ହୋଇଯାଉଛି। ଇତିହାସ ବିଭାଗର ମୁଖ୍ୟ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…