Sign in
Sign in
Recover your password.
A password will be e-mailed to you.
ଦିବ୍ୟାଙ୍ଗ ଶିଶୁଙ୍କ ଶିକ୍ଷକଶିକ୍ଷୟିତ୍ରୀ ଓ ଅବିଭାବକ ଓରିଏଣ୍ଟେସନ କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି କ୍ଲଷ୍ଟର ସ୍ଥିତ ଦିଗଶିରା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଙ୍କ ଶିକ୍ଷକ ଓ ଅବିଭାବକ ଙ୍କ ଏକଦିବସୀୟ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l…
ସଂସ୍କୃତିର ବାର୍ତ୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ଉଦଯାପିତ : ଲୋକକଳା ଓ ଲୋକସଂସ୍କୃତି ଆମର ଗର୍ବ ଓ ଗୌରବ :
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ ହାତୀ): ୫ ଦିନ ଧରି ସୁବର୍ଣ୍ଣପୁର ରାମେଶ୍ବର ଷ୍ଟାଡିୟମରେ ଚାଲିଥିବା ସଂସ୍କୃତିର ବାର୍ତ୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ଓ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ତଥା ସୁବର୍ଣ୍ଣ ଫୁଡ ଫେଷ୍ଟ ୧୦ ତାରିଖ ଉଦ୍ଯାପିତ…
ଥଣ୍ଡାରେ ଥରୁଛି ଓଡ଼ିଶାର ଡାର୍ଜିଲିଙ୍ଗ ଘୁ.ଉଦୟଗିରିର
ଘୁ. ଉଦୟଗିରିରେ ସର୍ବନିମ୍ନ ୪.୮ ଡିଗ୍ରୀ, ଦାରିଙ୍ଗବାଡି ୮.୫ ଓ ଫୁଲବାଣୀରେ ୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ..
ଘୁ.ଉଦୟଗିରି (ଅବନୀ କୁମାର ପ୍ରଧାନ): ଥଣ୍ଡାରେ ଥରୁଛି ଓଡ଼ିଶାର ଡାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରି l ପୁଣି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରିଛି…
ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ
ଭୁବନେଶ୍ୱର, ୧୧/୦୧/୨୦୨୫: ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ । ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ…
ଓଡ଼ିଶାରେ ପ୍ରଥମ ପାଇଁ ମଣିପାଲ୍ ହସ୍ପିଟାଲ ଭୁବନେଶ୍ୱରରେ ଟ୍ୟାଭି-ଇନ୍ ଟ୍ୟାଭି ଚିକିତ୍ସାରେ ନୂତନ ଜୀବନ ପାଇଲେ ମହିଳା
ଭୁବନେଶ୍ୱର –ମଣିପାଲ ହସ୍ପିଟାଲ ଭୁବନେଶ୍ୱରେ ଜଣେ ବୟସ୍କା ମହିଳାଙ୍କ ଅତ୍ୟାଧୁନିକ ଟ୍ୟାଭି ଇନ୍ ଟ୍ୟାଭି ପଦ୍ଧତି ସାହାର୍ଯରେ ଚିକିତ୍ସା ପରେ ନୂତନ ଜୀବନ ପାଇଛନ୍ତି । ହୃଦରୋଗ ଚିକିତ୍ସା କ୍ଷେତ୍ରରେ ପୁଣି ଏକ ମାଇଲ ଷ୍ଟୋନ୍ ସଫଳତା ପାଇଛି ମଣିପାଲ ହସ୍ପିଟାଲ ଭୁବନେଶ୍ୱର । ଓଡ଼ିଶାରେ ପ୍ରଥମ ଥର…
କିମସରେ ପ୍ରଥମ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ: କର୍କଟ ଚିକିତ୍ସା କ୍ଷେତ୍ରରେ ନୂତନ ମାଇଲଖୁଣ୍ଟ
ଭୁବନେଶ୍ୱର, ୧୦ ।୧: କିମସରେ ପ୍ରଥର ଥର ଲାଗି ସଫଳ ଅସ୍ଥି ମଜ୍ଜା ପ୍ରତିରୋପଣ (ବିଏମଟି) କରି ଓଡ଼ିଶାର ଉନ୍ନତ କର୍କଟ ଚିକିତ୍ସାରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ନୟାଗଡ଼ ଜିଲ୍ଲାରୁ କିମସରେ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କଠାରେ ସଫଳତାର ସହ…
ଧଣ୍ଡାମୁଣ୍ଡା ଜବହାର ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ
ଖପ୍ରାଖୋଲ ୧୦/୧(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଧଣ୍ଡାମୁଣ୍ଡା ଜବହାର ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଛାତ୍ରୀ ଙ୍କ ପାଇଁ ଆତ୍ମରକ୍ଷା ତାଲିମ ଶିବିର ଶୁକ୍ରବାର ଉଦଘାଟିତ ହୋଇଯାଇଛି I ତାଲିମ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଅଧକ୍ଷ ଭୁବନେଶ୍ୱର…
ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ସରିବା ପରେ ଲୋକ ବୁଲିବେ ଷ୍ଟଲ
ଭୁବନେଶ୍ୱର : ଭୁବନେଶ୍ୱର ଜନତା ମଇଦାନ ଠାରେ ଆୟୋଜିତ ୩ ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ପରିପ୍ରେକ୍ଷୀରେ ଆୟୋଜିତ ହୋଇଥିବା ପ୍ରଦର୍ଶନୀ ଏବଂ ପ୍ରମୋସନାଲ ଷ୍ଟଲଗୁଡ଼ିକ ଜାନୁଆରୀ ୧୧ ଏବଂ ୧୨ ତାରିଖ ଦୁଇଦିନ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ବୋଲି…
ଟିପିଏସ୍ଓଡିଏଲ୍ ପକ୍ଷରୁ ଚତୁର୍ଥ ସ୍ଥାପନା ଦିବସ ଏବଂ “ଉଲ୍ଲାସ ୨୦୨୫” ପାଳିତ
ବ୍ରହ୍ମପୁର, ଜାନୁଆରୀ: ନୂତନ ବର୍ଷକୁ ସ୍ଵାଗତ କରିବା ସହ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ଦକ୍ଷିଣ ଓଡ଼ିଶାରେ ଏହାର ଚତୁର୍ଥ ସ୍ଥାପନ ଦିବସ ସହ ବାର୍ଷିକ କର୍ମଚାରୀ ମିଳନ ଉତ୍ସବ "ଉଲ୍ଲାସ ୨୦୨୫" ପାଳିତ ହୋଇଛି।
ଦକ୍ଷିଣ ଓଡ଼ିଶାର ବିଭିନ୍ନ…
ପୋଲିସର ଅଗଣତାନ୍ତ୍ରିକ କାର୍ଯ୍ୟ ବିରୁଦ୍ଧରେ ବିଜେଡି ପକ୍ଷରୁ ଡିଜିପିଙ୍କୁ ସ୍ମାରକପତ୍ର ପ୍ରଦାନ
କିରିମିରା ବ୍ଲକ ଅନାସ୍ଥା ଭୋଟ ଘଟଣା
ଭୁବନେଶ୍ୱର, ୧୦/୦୧/୨୦୨୫: ଝାରସୁଗୁଡ଼ା ଜିଲ୍ଲାର କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟକୁ ନ କରାଇଦେବା ପାଇଁ ପୋଲିସ୍ ଅଗଣତାନ୍ତ୍ରିକ, ବେଆଇନ ଓ ଗଣତନ୍ତ୍ରକୁ କଣ୍ଠରୋଧ କରିବା ବିରୁଦ୍ଧରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକଙ୍କୁ ଭେଟି…