ଓଡ଼ଗାଁ ସାମ୍ବାଦିକ ସଙ୍ଘ ୨୦୨୫ ବନ୍ଧୁମିଳନ ଉତ୍ସବ

ପ୍ରାଶାସନିକ କ୍ଷେତ୍ରକୁ ଚଳଚଞ୍ଚଳ କରିବାରେ ସାମ୍ବାଦିକ ବନ୍ଧୁଙ୍କ ଭୁମିକା ଅତୁଳନୀୟ ଓଡ଼ଗାଁ,୧୦।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସାମ୍ବାଦିକ ସଂଘ ପକ୍ଷରୁ କୁରାଳ ନିକଟସ୍ଥ ମା’ ବାଗଦେବୀ ପୀଠରେ ଆଜି ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି ଅଶୋକ…

ସଂଗଠକ ପ୍ରଫୁଲ ଡାକୁଆଙ୍କ ଶ୍ରଦ୍ଧାଞ୍ଜଳି ସଭା

ଓଡ଼ଗାଁ,୧୦।୧(ଶ୍ରୀକାନ୍ତ କୁମାର ମିଶ୍ର): ଓଡଗାଁ ଛାମୁସାହିର ସ୍ୱର୍ଗତ ପ୍ରଫୁଲ କୁମାର ଡାକୁଆଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ବନ୍ଧୁ, ପରିଜନ, ସାଙ୍ଗ ଓ ଓଡ଼ଗାଁ ତଥା ନିକଟବର୍ତ୍ତୀ ଅଞ୍ଚଳର ଭଲପାଉଥିବା ହିତୈଷୀ ମାନଙ୍କୁ ନେଇ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। କ୍ଷେତ୍ରବାସୀ ଡି ଏ…

ଜ଼ିଲ୍ଲାପାଳ ଙ୍କ ଜରିଆରେ ପାଞ୍ଚ ଦଫା ଦାବିପତ୍ର ପ୍ରଦାନ

ବିଜେପୁର /ସୁଶାନ୍ତ ସାହୁ ସଂଯୁକ୍ତ କୃଷକ ସଂଗଠନ ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଧାନ କିଣା ଅବ୍ୟବସ୍ଥା ପ୍ରସଙ୍ଗରେ ପାଞ୍ଚ ଦଫା ଦାବୀ ପତ୍ର ପ୍ରଦାନ କରିଛନ୍ତି। ଟୋକନ ସମସ୍ୟା, କଟନୀ ଛଟନି, ମାସ ମାସ ଧରି ମଣ୍ଡି ରେ ଧାନ ପଡି ରହିବା, ଦଲାଲ ରାଜ ଏବଂ ମିଲର ମାର୍ଜିରେ ଧାନ…

ପ୍ରାଚୀନ କାଳରୁ ଓଡ଼ିଶା ଜଗତୀକରଣର କେନ୍ଦ୍ରବିନ୍ଦୁ ପାଲଟିଛି – ଧର୍ମେନ୍ଦ୍ର ପ୍ରଧାନ

ପ୍ରବାସୀ ଭାରତୀୟ ସମ୍ମେଳନର ଉଦଯାପନୀ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟ ଜୟଶଙ୍କରଙ୍କୁ ଧନ୍ୟବାଦ ଭୁବନେଶ୍ୱର, ଜାନୁଆରୀ ୧୦ –…

ପ୍ରବାସୀ ଓଡ଼ିଆଙ୍କ ଉଦ୍ୟମରେ ୨୦୩୬ରେ ବିଶ୍ୱର ‘ହାପେନିଂ ପଏଣ୍ଟ୍’ ହେବ ଓଡ଼ିଶା- ଧର୍ମେନ୍ଦ୍ର ପ୍ରଧାନ

ପ୍ରବାସୀ ଓଡ଼ିଆଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ମତ ବିନିମୟ ଭୁବନେଶ୍ୱର, ଜାନୁଆରୀ ୧୦- ଓଡ଼ିଶାର ପରିଚୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ଆମେ ନିଜେ ଏବଂ ଅନ୍ୟମାନଙ୍କୁ ସ୍ୱାଭିମାନୀ, ସ୍ୱାବଲମ୍ବୀ ଓ ଆତ୍ମବିଶ୍ୱାସୀ ହେବାର ସଂକଳ୍ପ କରାଇଲେ ହିଁ ଓଡ଼ିଶାର ପରିଚୟ ବିଶ୍ୱ ଦରବାରରେ ବଢିବ…

ଭାବବିହ୍ଵଳ ପରିବେଶ ରେ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ବସନ୍ତକୁମାର ବିଶି ଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଲରିଆବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ବସନ୍ତକୁମାର ବିଶି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ପ୍ରଧାନଶିକ୍ଷକ ଜୀବର୍ଧନ ପଧାନ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବ୍ଲକ…

୧୫ତମ ଜାତୀୟ ମତଦାତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )ତା. ୧୦.୦୧.୨୦୨୫ : ୧୫ ତମ ଜାତୀୟ ମତଦାତା ଦିବସ ପାଳନ ଉପଲକ୍ଷେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ,କଳାହାଣ୍ଡି ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି…

ବାଲୁଗାଁ ମହାବିଦ୍ୟାଳୟରେ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ

ବାଲୁଗାଁ:(ସେକ କୌସର ):ଆଜି ତା ୧୦/୦୧/୨୦୨୫- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ପ୍ରବାସୀ ଭାରତୀୟମାନଙ୍କ ସମ୍ମାନlର୍ଥେ ବାଲୁଗାଁ ମହାବିଦ୍ୟାଳୟର ପ୍ରଜ୍ଞା ଭବନ ସଭାଗୃହରେ ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଯାପନ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି l ଭୁବନେଶ୍ୱରରେ…

ତାଳପଦର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ବିଜେପୁର /ସୁଶାନ୍ତ ସାହୁ ବିଜେପୁର ବ୍ଲକ୍ ତାଳପଦର ଉଚ୍ଚ ବିଦ୍ୟାଳୟର ଦୁଇ ଦିନ ଧରି ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ପ୍ରଧାନଶିକ୍ଷକ ବୀରେନ୍ଦ୍ର ଦାଶ କ୍ରୀଡ଼ା ପତାକା ଉତ୍ତୋଳନ କରିବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅତିଥି…

ଭଞ୍ଜନଗର ରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

 ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆଜି ଜାନୁଆରୀ ମାସ ୧୦ ତାରିଖ ୨୦୨୪ ଶୁକ୍ରବାର ଦିନ ଅପରାହ୍ନ ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଙ୍କ…