Sign in
Sign in
Recover your password.
A password will be e-mailed to you.
୧୫ତମ ଜାତୀୟ ମତଦାତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )ତା. ୧୦.୦୧.୨୦୨୫ : ୧୫ ତମ ଜାତୀୟ ମତଦାତା ଦିବସ ପାଳନ ଉପଲକ୍ଷେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ,କଳାହାଣ୍ଡି ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି…
ବାଲୁଗାଁ ମହାବିଦ୍ୟାଳୟରେ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ
ବାଲୁଗାଁ:(ସେକ କୌସର ):ଆଜି ତା ୧୦/୦୧/୨୦୨୫- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ପ୍ରବାସୀ ଭାରତୀୟମାନଙ୍କ ସମ୍ମାନlର୍ଥେ ବାଲୁଗାଁ ମହାବିଦ୍ୟାଳୟର ପ୍ରଜ୍ଞା ଭବନ ସଭାଗୃହରେ ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଯାପନ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି l ଭୁବନେଶ୍ୱରରେ…
ତାଳପଦର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍ଯାପିତ
ବିଜେପୁର /ସୁଶାନ୍ତ ସାହୁ ବିଜେପୁର ବ୍ଲକ୍ ତାଳପଦର ଉଚ୍ଚ ବିଦ୍ୟାଳୟର ଦୁଇ ଦିନ ଧରି ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ପ୍ରଧାନଶିକ୍ଷକ ବୀରେନ୍ଦ୍ର ଦାଶ କ୍ରୀଡ଼ା ପତାକା ଉତ୍ତୋଳନ କରିବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅତିଥି…
ଭଞ୍ଜନଗର ରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆଜି ଜାନୁଆରୀ ମାସ ୧୦ ତାରିଖ ୨୦୨୪ ଶୁକ୍ରବାର ଦିନ ଅପରାହ୍ନ ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଙ୍କ…
କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ନାଭିକୀୟ ଶକ୍ତିର ଉପାଦେୟତା କର୍ମଶାଳା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ନାଭିକୀୟ ଶକ୍ତିର ଉପାଦେୟତା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲ୍ ଙ୍କ ପୌରୋହିତ୍ୟରେ…
ନବରଙ୍ଗପୁର ଠାରେ ଜିଲ୍ଲାସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
ନବରଙ୍ଗପୁର : ତା ୧୦.୦୧.୨୦୨୫ - ଅଶୋକ ସାହୁ, ଶାସକ ପ୍ରଶାସକ,ଜିଲ୍ଲା ସଦର ମହକୁମା ନବରଙ୍ଗପୁରଠାରେ ଆସନ୍ତା ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ…
୧୮ତମ ପ୍ରବାସୀ ଭାରତୀୟ ଦିବସ ପାଳିତ
ଭଟଲି :- ଦଧିବାମନ ସ୍ନାତକ ମହାବିଦ୍ୟାଳୟରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ଦ୍ୱିତୀୟ ଦିନ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁଙ୍କ ତତ୍ତ୍ଵାବଧାନରେ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ଆଜିର କାର୍ଯ୍ୟକ୍ରମ ସଂପର୍କରେ ଏକ ଆଲୋଚନା କରାଯାଇଥିଲା । ଏହା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ "ଭାରତର…
ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ନବରଙ୍ଗପୁର ଜିଲ୍ଲା ଡାବୁଗାଁ ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଭଗବାନ ମାଝୀ ଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବ ରେ…
ଅନୀଲ ଅଗ୍ରୱାଲଙ୍କ ମାଲିକାନାରେ ବ୍ରିଟେନର ପ୍ରତିଷ୍ଠିତ ରିଭରସାଇଡ ଷ୍ଟୁଡିଓଜ
ଭୁବନେଶ୍ୱର: ବେଦାନ୍ତ ଗ୍ରୁପର ପ୍ରତିଷ୍ଠାତା ଓ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କ ନେତୃତ୍ୱକୁ ଆସିବ ବ୍ରିଟେନର ବିଶିଷ୍ଟ ରିଭରସାଇଡ ଷ୍ଟୁଡିଓ । ୧୦୦ ବର୍ଷ ପୁରୁଣା ଏହି ଷ୍ଟୁଡିଓ କେନ୍ଦ୍ରୀୟ ଲଣ୍ଡନର ଥେମସ ନଦୀର ଉତର କୂଳ ନିକଟରେ ରହିଛି । ତାହା ଆଗକୁ ‘ଅନିଲ ଅଗ୍ରୱାଲ ରିଭରସାଇଡ ଷ୍ଟୁଡିଓଜ…
ନିଖୋଜ:ଯଦି କେହି ସହୃଦୟ ବ୍ୟକ୍ତି ସନ୍ଧାନ ପାଆନ୍ତି ଯୋଗାଯୋଗ କରିବାକୁ ଅନୁରୋଧ
ବରପାଲି :-ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ଆଗଲପୁର ଗ୍ରାମପଞ୍ଚାୟତ ଅଧିନସ୍ଥ ଜୋଲପିଆପାଲି ଗ୍ରାମର ହରିବୋଲ ଥପାଙ୍କ ୨୩ ବର୍ଷ ବୟସର ପୁଅ ରାଜେଶ ଥପା ଆଜକୁ ୫ ଦିନ ହେବ କେଉଁ ଆଡେ ନିଖୋଜ ହୋଇ ଯାଇଛି। ନିଜ ଘରୁ ଗଲାବେଳେ ଏକ ସାଇକେଲ ଯୋଗେ କେଉଁଆଡେ ଚାଲି ଯାଇଛି ବୋଲି ଘରଲୋକେ କହୁଥିବା…