Sign in
Sign in
Recover your password.
A password will be e-mailed to you.
ଶ୍ରୀ ଶ୍ରୀ ଶିରିଡି ସାଇ ଚାରିଟେବଲ ଟ୍ରଷ୍ଟ ବସନ୍ତପୁର ଦ୍ୱାରା ଚିତ୍ରାଙ୍କନ ସଂଗୀତ ଓ ନୃତ୍ୟ ପ୍ରତିଯୋଗୀତl
ଭୁବନେଶ୍ୱର =ଶ୍ରୀ ଶ୍ରୀ ଶିରିଡି ସାଇ ଚାରିଟେବଲ ଟ୍ରଷ୍ଟ, ବସନ୍ତପୁର ତରଫରୁ ବିଶିଷ୍ଟ ସାଇଭକ୍ତ ତଥା ସାଇ ଅଧ୍ୟାତ୍ମଦର୍ଶନର ବିଶିଷ୍ଟ ପ୍ରଚାରକ, ଅଧ୍ୟାତ୍ମିକ ଗୁରୁ, ଗୁରୁଜୀ ଡ଼କ୍ଟର ଚନ୍ଦ୍ରଭାନୁ ଶତପଥୀଙ୍କ ୭୬ ତମ ଜନ୍ମଦିନ ଉପଲକ୍ଷେ ଚିତ୍ରାଙ୍କନ, ଗୀତ ଓ ନୃତ୍ୟ ପ୍ରତିଯୋଗିତା ୟୁନିଟ-1,…
ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ପାଳନ
ବାସୁଦେବପୁର - ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ବାସୁଦେବପୁର ରେ ବିଜେପି ବିଧାନ ସଭା ନେତା ବାଣୀ କଲ୍ୟାଣ ମହାନ୍ତି ଙ୍କ ନେତୃତ୍ଵ ରେ ବିଭିନ୍ନ ପଞ୍ଚାୟତ ଓ ପୌର ପରିଷଦ ରେ ପାଳନ ହୋଇ ଯାଇଛି। ଏହି ଅବସର ରେ ବାସୁଦେବପୁର ରେ ବିଭିନ୍ନ…
ଅଗ୍ରଣୀ କୃଷକ ତଥା କର୍ମଯୋଗୀ ସ୍ବର୍ଗତ ରବି ପାଢ଼ିଙ୍କ ୮୧ ତମ ଜୟନ୍ତୀ ପାଳିତ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପଟ୍ଟଶିଷ୍ୟ ତଥା ସ୍ବାଭିମାନୀ କୃଷକ ନେତା ସ୍ବର୍ଗତ ରବି ପାଢି ଙ୍କ ୮୧ ତମ ଜୟନ୍ତୀ ଆଜି ସ୍ଥାନୀୟ ପଣସ ଗୁଡ଼ା ସ୍ଥିତ ସ୍ୱାଭିମାନ ଛକ ଠାରେ ପାଳିତ ହୋଇଯାଇଛି । ଏହି ଅବସର ରେ ଗୁଣପୁର ବିଧାୟକ ସତ୍ୟଜିତ ଗମାଙ୍ଗ…
ସରସ୍ଵତୀ ପୂଜାରେ ସରିବ ବଂଶଧାରା ବସନ୍ତ ମହୋତ୍ସବ
ଜନଜାତି କଳା ସଂସ୍କୁତି ଓ ପ୍ରତିଭା ପ୍ରଦର୍ଶନକୁ ଦିଆଯିବ ଗୁରୁତ୍ବ
ପରୀକ୍ଷା ରୁତୂ ପୁର୍ବରୁ ସାରିବାକୁ ଯୋଜନା
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଏଥର ବସନ୍ତ ପଞ୍ଚମୀ ବା ସରସ୍ଵତୀ ପୂଜାରେ ସରିବ ରାୟଗଡା ଜିଲ୍ଲା ଗୁଣପୁର ର ତ୍ରୟୋଦଶ ରାଜ୍ଯ ସ୍ତରୀୟ ବଂଶଧାରା ବସନ୍ତ…
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଓ ସୁଶାସନ ଦିବସ ପାଳିତ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ସୁଶାସନ ଦିବସ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ପାରଳାଖେମୁଣ୍ଡି ଠାରେ ମହା ଆଡ଼ମ୍ବରରେ ପାଳିତ…
ଜିଲ୍ଲାସ୍ତରୀୟ ସୁଶାସନ ଦିବସ-୨୦୨୪ ପାଳିତ
ରାୟଗଡ/ କାଶୀପୁର ରୁ ବୈକୁଣ୍ଠ ଦୁରିଆ -- ରାୟଗଡ ଜିଲ୍ଲାସ୍ଥରୀୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପବିତ୍ର ଜୟନ୍ତୀ ଅବସରରେ ସ୍ଥାନୀୟ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି l ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ରୟଗଡ଼…
ସୁବର୍ଣ୍ଣ ଲୋକ ମହୋତ୍ସବ ସାଂସ୍କୃତିକ କମିଟି ବୈଠକ
ସୁବର୍ଣ୍ଣପୁର/ଶାସକ ପ୍ରଶାସକ (ପ୍ରକାଶ ହାତୀ)ସୁବର୍ଣ୍ଣ ଲୋକ ମହୋତ୍ସବ ସାଂସ୍କୃତିକ କମିଟି ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର କୁମାର ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକ ରେ ଜିଲ୍ଲା ସଂସ୍କୃତି ପରିଷଦ ସଭ୍ୟ,ରାମଧୂନ କ୍ଲବ, ବାପୁଜୀ କ୍ଲବ, ବ୍ଲକଛକ…
ଏଥଲେଟିକ ଆସୋସିଏସନ୍, ଖରମୁଣ୍ଡା ପକ୍ଷରୁ ୧୬ ତମ ଅକ୍ଷୟ ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ
ବିଜେପୁର /ସୁଶାନ୍ତ ସାହୁ ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଖେଳ ପଡିଆ ଠାରେ ୧୬ ତମ ଅକ୍ଷୟ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଡ. ସୁଦାମ ସାହୁ ଏବଂ ଫାର୍ମାସିଷ୍ଟ ଅନିଲ କୁମାର ପଧାନ ଯୋଗଦାନ କରି ଖେଳାଳି ତଥା ଆୟୋଜକ ମାନଙ୍କୁ…
ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଙ୍ଘ ର ପ୍ରତିଷ୍ଠା ଦିବସ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ l
ଖୋର୍ଦ୍ଧା--: ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଙ୍ଘ(ଓ.ୟୁ.ଡବ୍ଲୁ.ଜେ) ର ନବମ ପ୍ରତିଷ୍ଠା ଦିବସ ତଥା ବନ୍ଧୁ ମିଳନ କାର୍ଯ୍ୟକ୍ରମ ଖୋର୍ଦ୍ଧା ଜ଼ିଲ୍ଲା ପ୍ରେସ କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି l ସଙ୍ଘ ର ରାଜ୍ୟ ସଭାପତି ଭାଗବତ ତ୍ରିପାଠୀ ଙ୍କ ଅଧକ୍ଷତା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ…
ନବରଙ୍ଗପୁର ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ଏବଂ ଜିଲ୍ଲା ସ୍ତରୀୟ…
ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ ତା. ୨୫.୧୨.୨୦୨୪: ଆଜି ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସକାଳ ୧୧.୦୦ ଘ ସମୟରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ଜୟନ୍ତୀ ସମାରୋହ ଏବଂ ଜିଲ୍ଲା ସ୍ତରୀୟ ' ସୁଶାସନ ଦିବସ ' ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ…