Sign in
Sign in
Recover your password.
A password will be e-mailed to you.
ଗ୍ରୀନ୍ ହାଇଡ୍ରୋଜେନ୍ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ତ୍ରିପାକ୍ଷିକ ବୁଝାମଣା ପତ୍ର
ଭୁବନେଶ୍ୱର : ରାଜ୍ୟରେ ଗ୍ରୀନ୍ ହାଇଡ୍ରୋଜେନ୍ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ତ୍ରିପାକ୍ଷିକ ବୁଝାମଣା ପତ୍ର ଚୁକ୍ତି ସ୍ୱାକ୍ଷର ହୋଇଛି । ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅଧିନରେ ଥିବା…
ସୋସାଇଟି ପ୍ରମିୟର ଲିଗ୍: ଟ୍ରାଇଡେଣ୍ଟ୍ ଗାଲାକ୍ସି ବିଜେତା
ଭୁବନେଶ୍ବର,(ଚକ୍ରଧର ମାଝି) : ଷ୍ଟ୍ରଙ୍ଗର ଟୁଗେଦର ଚାରିଟେବଲ୍ ଟ୍ରଷ୍ଟ ଆନୁକୂଲ୍ୟରେ ସୋସାଇଟି ପ୍ରିମିୟର୍ ଲିଗ୍ (ଏସ୍ପିଏଲ୍)ର ପଞ୍ଚମ ସଂସ୍କରଣରେ ଟ୍ରାଇଡେଣ୍ଟ୍ ଗାଲାକ୍ସି ବିଜେତା ହୋଇଛି। ଫାଇନାଲ୍ରେ ଏହି ଦଳ ୪ ୱିକେଟ୍ରେ ବିପୁଲ ଗାର୍ଡେନ୍ସକୁ ପରାସ୍ତ କରିଛି। ବିପୁଲ…
ସୁଶାସନ ସପ୍ତାହ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୩/୧୨/୨୪ ରାଜ୍ୟ ସରକାରଙ୍କ ଗ୍ରାମ ଅଭିମୁଖେ ପ୍ରଶାସନ ଅଭିଯାନରେ ନାଗରିକ ଅଭିଯୋଗ ର ସମାଧାନ କୁ ଲୋକଙ୍କ ଦ୍ୱାରା ଦେଶରେ ପହଞ୍ଚାଇ ତୃଣମୂଳ ସ୍ତରରେ ଶାସନ କୁ ସୁଦୃଢ଼ କରିବା ଉଦ୍ଦେଶ୍ୟ ରେ ଆଜି ଡାବୁଗାଁ ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ…
ଉପଖଣ୍ଡ ସ୍ତରୀୟ ଚଇତି ମହୋତ୍ସବ ଇଡିତଲରେ ଗାୟତ୍ରୀ ମହାବିଦ୍ୟାଳୟ ଛାତ୍ରୀଙ୍କ ସଫଳତା
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଇଡିତାଲ ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ହୋଇଥିବା ବଲ ଥ୍ରୋ କ୍ରୀଡା ପ୍ରତିଯୋଗିତାରେ ଭାଗନେଇଥିବା ଗାୟତ୍ରୀ ମହାବିଦ୍ୟାଳୟର ଏମ୍.ବି.ଏ ବିଭାଗର ଦ୍ଵିତୀୟ ବର୍ଷର ଛାତ୍ରୀ ସୁଶ୍ରୀ ସୋଲାଲି ଗନ୍ତାୟତ ସଫଳତା ହାସଲ…
ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପ୍ରତିଷ୍ଠା ଦିବସ ପ୍ରସ୍ତୁତି ବୈଠକ
ନୟାଗଡ଼ (ବିଶ୍ୱଜିତ ନାୟକ):- ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଆଜି ପ୍ରତିଷ୍ଠା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରିଷ୍ଠ କର୍ମକର୍ତ୍ତା, ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟଙ୍କ ସହିତ ଅନେକ…
ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଗାଇସିଲେଟ:- ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପୂର୍ବତନ ବିଧାୟକ ସ୍ବର୍ଗତ ବିରେନ୍ଦ୍ର କୁମାର ସାହୁଙ୍କ ୯୧ ତମ ଜନ୍ମଜୟନ୍ତୀ ଅବସରରେ ତାଙ୍କ ସୁପୁତ୍ର ଗାଇସିଲେଟ ବ୍ଳକ ଅଧ୍ୟକ୍ଷ…
ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ଝାରବନ୍ଧ-ମନୋହର ଦାଶ: ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ…
ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀଙ୍କ ୭୬ତମ ଜନ୍ମଦିନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଉପମୁଖ୍ୟମନ୍ତ୍ରୀ, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଓ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା
ଭୁବନେଶ୍ୱର : ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀଙ୍କ ୭୬ତମ ଜନ୍ମଦିନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟପାଳ ରଘୁବର ଦାସ ଏକ…
ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪ର ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହନ
ଉଦଯାପନୀ ସମାରୋହ ରାଜ୍ୟର ବର୍ଦ୍ଧିତ ପାଉଥିବା ଷ୍ଟାର୍ଟଅପ୍ ବ୍ୟବସ୍ଥା ଉପରେ ଆଲୋକପାତ
ଭୁବନେଶ୍ୱର: ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ବହୁ ପ୍ରତୀକ୍ଷିତ ଓଡ଼ିଶା ଷ୍ଟାର୍ଟଅପ୍…
ଡ଼ାବୁଗାଁ ଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ ତା୨୩.୧୨.୨୦୨୪:ଆଜି ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ…