ବର୍ଣ୍ଣାଳୀ ତାଲିମ ଶିବିର ଉଦଯାପିତ

ସୁବର୍ଣ୍ଣପୁର,୧୯/୧୨ ଶାସକ ପ୍ରଶାସକ (ପ୍ରକାଶ ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଠାରେ ବ୍ଲକ ସ୍ତରୀୟ ବର୍ଣ୍ଣାଳୀ ତାଲିମ ଶିବିର ଉଦଘାଟିତ ହୋଇଯାଇଛି l ତିନି ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମ କୁ ଡୁଙ୍ଗୁରିପାଲି ଉଚ୍ଚ…

ଚିକିତ୍ସା ଅଭାବରେ ଛଟପଟ କୁନି ଛାତ୍ର ରିତେଶ : ସହାୟତା ଅପେକ୍ଷାରେ।

କାଶୀପୁର ରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଗୋରଖପୁର ପଞ୍ଚାୟତ ସ୍ଥିତ ଚତୁର୍ଥ ଶ୍ରେଣୀରେ ଅଧ୍ୟୟନରତ ଏକ କୁନି ଛାତ୍ର ର ଦାରୁଣ ଦୃଶ୍ୟ ବର୍ତମାନ ଗ୍ରାମବାସୀଙ୍କୁ ବିଚଳିତ କରିଦେଇଛି।ରିତେଶ ଗଉଡ଼ ୯, ପିତା ପଢ ଗଉଡ଼, ଗ୍ରାମ ଗୋରଖପୁର।ସେ ଗୋରଖପୁର ସରକାରୀ…

ଯୁବ କଂଗ୍ରେସ ପକ୍ଷ ରୁ ପ୍ରଧାନ ମନ୍ତ୍ରୀ ଓ ଗୃହ ମନ୍ତ୍ରୀ ଙ୍କ କୁଶ ପୁତ୍ତଳିକା ଦାହ।

 ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ରେ ଗୁରୁବାର ଯୁବ କଂଗ୍ରେସ ପକ୍ଷ ରୁ ଗୃହ ମନ୍ତ୍ରୀ ଅମିତ୍ ଶାହା ବାବା ସାହେବ୍ ଆମ୍ବେଦକର ଙ୍କ ପ୍ରତି ଦେଇଥିବା ମନ୍ତବ୍ୟ କୁ ବିରୋଧ କରି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ ଅମିତ୍ ଶାହା ଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି।…

୨୦ରେ ପୂର୍ଣ୍ଣପ୍ରେକ୍ଷାଳୟରେ ମୁକ୍ତିଲାଭ କରୁଛି ତ୍ରିଭାଷୀ ସିନେମା “ପରବ୍”

ଭୁବନେଶ୍ୱର : ବିନା ପରବରେ ଶୁକ୍ରବାର ଡିସେମ୍ବର ୨୦ ତାରିଖରେ ପୂର୍ଣ୍ଣପ୍ରେକ୍ଷାଳୟରେ ମୁକ୍ତିଲାଭ କରୁଛି ବହୁ ପ୍ରତୀକ୍ଷିତ ଓଡ଼ିଆ ସିନେମା "ପରବ୍" l ଓଡିଶା ମାଟିର ବିଭିନ୍ନ ମୌଳିକ କାହାଣୀକୁ ନେଇ ଓଡ଼ିଆ ସିନେମା ନିର୍ମାଣର ଧାରା ବଦଳିବା ପରେ ପ୍ରେକ୍ଷାଳୟ ମୁହାଁ ହେଉଛନ୍ତି ଓଡ଼ିଆ ସିନେ…

ଜିଲ୍ଲାସ୍ତରୀୟ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା – ୨୦୨୪ ଉଦଘାଟିତ

https://youtu.be/hs6TyJdeAac  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା - ୨୦୨୪ ଉଦଘାଟିତ ହୋଇଯାଇଛି। ଉଦଘାଟନୀ ସଂଧ୍ୟାରେ ଗଜପତି ଜିଲ୍ଲାପାଳ ବିଜୟ…

ଇମ୍ଫା-ଜେଏସ୍‌ଡବ୍ଲୁ ଗ୍ରିନ୍ ଏନର୍ଜି ବୁଝାମଣା: ସୌର, ପବନ ଶକ୍ତିରେ ନିବେଶ

ଭୁବନେଶ୍ଵର, ୧୮/୧୨/୨୦୨୪: ଇଣ୍ଡିଆନ୍ ମେଟାଲ୍‌ସ ଆଣ୍ଡ୍‌ ଫେରୋ ଆଲୟଜ୍ ଲିମିଟେଡ୍‌ (ଇମ୍ଫା) ଏହାର ସ୍ମେଲଟର ଲାଗି ଅକ୍ଷୟ ଶକ୍ତି ସଂଗ୍ରହ କରିବା ନିମନ୍ତେ ଜେଏସ୍‌ଡବ୍ଲୁ ଏନର୍ଜି ସହ ଏକ ଯୌଥ ଉଦ୍ୟୋଗ ଘୋଷଣା କରିଛି। ଇମ୍ଫା ପକ୍ଷରୁ ଜେଏସ୍‌ଡବ୍ଲୁ ଗ୍ରିନ୍ ଏନର୍ଜି ୱାନ୍ ଲିମିଟେଡ୍ ଓ…

ଯାଜପୁର ଜିଲ୍ଲାର ଶିଳ୍ପାୟନ ଓ ସ୍ଥାନୀୟ ଅଂଚଳ ବିକାଶର ବୃହତ୍ତର ସ୍ବାର୍ଥ ପାଇଁ ଜନଶୁଣାଣୀକୁ ସମର୍ଥନ ପାଇଁ ବିସ୍ଥାପିତ…

ଡୁବୁରୀ, ଡିସେମ୍ବର 18, 2024– " ନୀଳାଚଳ ଇସ୍ପାତ କାରଖାନାର ବାର୍ଷିକ ଉତ୍ପାଦନ କ୍ଷମତା ୧ ମେଟ୍ରିକ ଟନ ରୁ ୯.୫ ମେଟ୍ରିକ ଟନକୁ ବୃଦ୍ଧି କରିବା ପାଇଁ ସରକାରଙ୍କ ତରଫରୁ ଆସନ୍ତା 20 ତାରିଖରେ ଜନ ଶୁଣାଣି ଆୟୋଜନ କରାଯାଉଛି। ଏହି ସମ୍ପ୍ରସାରଣ କେବଳ କଳିଙ୍ଗନଗର ନୁହେଁ ସମଗ୍ର ଯାଜପୁର ଜିଲ୍ଲା…

ଦଧିବାମନ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ପଦ୍ମପୁର :- ଭଟଲି ଦଧିବାମନ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁଙ୍କ ତତ୍ତ୍ଵାବଧାନରେ ମହାସମାରୋହରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ କ୍ରୀଡ଼ା ସଂସଦର ସମ୍ପାଦକ ସୁବ୍ରତ ଷଡ଼ଙ୍ଗୀଙ୍କ ତତ୍ତ୍ୱାବଧାନରେ ଖେଳାଳୀମାନେ ଏକ ବିଶାଳ ଶୋଭାଯାତ୍ରା ରେ ଦଧିବାମନ ମନ୍ଦିରଠାରୁ…

ସାଇବର କ୍ରାଇମ ସଚେତନତା କର୍ମଶାଳା ଅନୁଷ୍ଠିତ

ବାଲେଶ୍ଵର ଖଇରା ( ବୁଲୁ ଲେଙ୍କା) ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ପରିସରରେ ଥିବା ସଭାଗୃହରେ ଆଜି ଆମପୋଲିସ ଓ ଓଡିଶା ସାମ୍ବାଦିକ ୟୁନିୟନ ମିଳିତ ସହଯୋଗରେ ସାଇବର କ୍ରାଇମ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବାଲେଶ୍ୱର ଡିଆଇଜି ଡ.ସତ୍ୟଜିତ ନାଇକି…

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ପଦ୍ମପୁର ଗସ୍ତ

ବରଗଡ଼ :- ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗସ୍ତରେ ଆସି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ ବିଭାଗର ତଦାରଖ କରିଛନ୍ତି । ଶ୍ରୀ ଯାଦବ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ବିଭାଗର…