Sign in
Sign in
Recover your password.
A password will be e-mailed to you.
ମା ଲକ୍ଷ୍ମୀଙ୍କ ଛପନ ଭୋଗ ବଣ୍ଟନ
ବିଜେପୁର /ସୁଶାନ୍ତ ସାହୁ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଡ଼ା ଗ୍ରାମରେ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା ଚାରିଦିନ ଧରି ବହୁ ଆଡମ୍ବର ସହକାରେ ପାଳନ ହେଉଥିବା ବେଳେ ଆଜି ତୃତୀୟ ଦିନ ଗ୍ରାମର ଶ୍ରଦ୍ଧାଳୁ ମାନେ ଛପନ ଭୋଗ ପ୍ରସ୍ତୁତ କରି ମାଁ ଲକ୍ଷ୍ମୀ ଙ୍କ ଠାରେ ଅର୍ପଣ କରିବା ପରେ…
ଗୁଣପୁରର ଶୌଣ୍ଢିକ ସଂଘ ତରଫରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ତା ୧୫.୧୨.୨୦୨୪ ରିଖ ରବିବାର ଗୁଣପୁର ସହରାଞ୍ଚଳ ଶୌଣ୍ଢିକ ସେବା ସଂଘ ତରଫରୁ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଗୁଣପୁର ଚିକିତ୍ସାଳୟ ପରିସର ମଧ୍ୟରେ ଥିବା ବ୍ଳଡ଼ ବ୍ୟାଙ୍କଠାରେ ଆୟୋଜନ କରାଯାଇଥିଲା। ଡାକ୍ତର ସୂଜାତା ଗମାଙ୍ଗଙ୍କ ଦ୍ଵାର ଉଦଘାଟନ…
ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ -2024
ନୟାଗଡ଼(ବିଶ୍ଵଜିତ ନାୟକ) :- ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ -2024 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ନୟାଗଡ଼ ପୁରୁଣା ସହରସ୍ଥିତ ଜଗନ୍ନାଥ ମଣ୍ଡପ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସାଧାରଣ ସଭା ଅନୁଷ୍ଠିତ…
ସ୍ବର୍ଗତ ଵନଵାଵୁ ଙ୍କ ୭୨ତମ ଜନ୍ମ ଦିବସରେ ରକ୍ତଦାନ ଶିବିର ଆୟୋଜନ
(ଶାସକ ପ୍ରଶାସକ/ଖଲ୍ଲିକୋଟ ରୁ ଶିବରାମ ଜେନା)ଖଲ୍ଲିକୋଟ: ୧୫/୧୨, ଆଜି ସ୍ଥାନୀୟ ଖଲ୍ଲିକୋଟ ମର୍ଦ୍ଦରାଜ କଲ୍ୟାଣ ମଣ୍ଡପ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ସ୍ବର୍ଗତ ବନବିହାରୀ ଦାସ ଙ୍କ ୭୨ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏଅଵସରରେ ଆଜିର ରକ୍ତଦାନ…
ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅଟଳ ବିହାରୀ କଲେଜ ପଡିଆ ଠାରେ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ବାସୁଦେବପୁର ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଉଦ୍ ଘାଟନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ବାସୁଦେବପୁର ଥାନା ର ଏସ ଆଇ ଦେବୀ ପ୍ରସାଦ…
ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
ଭୁବନେଶ୍ୱର (ଶାସକ ପ୍ରଶାସକ) : ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିବା ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର। ସେହିପରି ୨୪ ନଂ ରାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରି, ୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ର, ୫୪ ନଂ ରାଙ୍କରେ ଥିବା ହରିୟାଣାର…
ପାନୀୟଜଳ ଅପଚୟ, କୁମ୍ଭକର୍ଣ୍ଣ ନିଦ ରେ ସ୍ଥାନୀୟ ଯନ୍ତ୍ରୀ
ଦେଉଛନ୍ତି କୌତୁକିୟା ବୟାନ -'ଆଗ ଖବର କର "
ଅସ୍ତରଙ୍ଗ୧୫/୧୨(ଦୁଃଶାସନ ନାୟକ ): :ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ର ବିଭିନ୍ନ ପଞ୍ଚାୟତ କୁ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଇଛି କିନ୍ତୁ ଖାଲି ପାଇପ ଲାଇନ ବିଛେଇ ଦେଇ ଚୁପ ବସିଚି ବିଭାଗ ଯାହାର ଏକ…
ଓଡ଼ିଶାର ସଂସ୍କୃତିର କେନ୍ଦ୍ରରେ ରହିଛି ଜଙ୍ଗଲ ଏବଂ ଜଙ୍ଗଲ ହେଉଛି ଓଡ଼ିଶାର ଅର୍ଥନୀତିର ମେରୁଦଣ୍ଡ –…
ଓଡ଼ିଶା ଅଣଗେଜେଟେଡ୍ ବନ ସେବା ସଙ୍ଘ, ସମ୍ବଲପୁର ଜୋନ ର ସାଧାରଣ ପରିଷଦ ବୈଠକ - ୨୦୨୪ରେ କେନ୍ଦ୍ରମନ୍ତ୍ରୀ
* ସର୍ବଭାରତୀୟ ସ୍ତରରେ ଜଙ୍ଗଲ କ୍ଷେତ୍ରଫଳ ବା ଫରେଷ୍ଟ କଭରରେ ଓଡ଼ିଶା ହେଉଛି ଦେଶରେ ଦ୍ୱିତୀୟ ।* ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ୨୦୭୦ ସୁଦ୍ଧା ଭାରତକୁ…
ଆରାଇଜ୍ ସ୍କୁଲ ଶିକ୍ଷା ସମ୍ମିଳନୀ – ୨୦୨୪ରେ କେନ୍ଦ୍ରମନ୍ତ୍ରୀ
ଭାରତରେ ଜ୍ଞାନର ବ୍ୟବସାୟ ନୁହେଁ, ଜ୍ଞାନଦାନର ସମୃଦ୍ଧ ପରମ୍ପରା ରହିଛି - ଧର୍ମେନ୍ଦ୍ର ପ୍ରଧାନ
• ଅଟଳଜୀଙ୍କ ସର୍ବଶିକ୍ଷା ଅଭିଯାନ ଦ୍ୱାରା ସ୍ଥାପିତ ସାମାଜିକ ପରିବର୍ତ୍ତନର ପରମ୍ପରାକୁ ଆଗକୁ ବଢ଼ାଇବା ଆମର ଦାୟିତ୍ୱ• ଆମକୁ ସରକାରୀ ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଶିକ୍ଷାକୁ ଆହୁରି ଅଧିକ…
ନାରୀ ନେତ୍ରୀଙ୍କ ପାଇଁ ଦିନିକିଆ କର୍ମଶାଳାକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
ନାରୀଶକ୍ତି ହେଉଛି ଶକ୍ତି, ନମ୍ରତା ଏବଂ ଆଶାର ପ୍ରତୀକ - ଧର୍ମେନ୍ଦ୍ର ପ୍ରଧାନ
• ମହିଳାଙ୍କ ସମାନତା ଓ ସଶକ୍ତୀକରଣ ହିଁ ଆମ ସମାଜ ଓ ରାଷ୍ଟ୍ରକୁ ସଶକ୍ତ କରିବ • ମହିଳା ସଶକ୍ତୀକରଣର ଏକ ଭାରତୀୟ ମଡେଲ ସୃଷ୍ଟି କରିବା ପାଇଁ ଆହ୍ୱାନ• ଅନେକ ବାଧାବିଘ୍ନକୁ ସାମ୍ନା କରି ଆଗକୁ ବଢୁଛନ୍ତି ମହିଳା•…