ବେଲଗୁଣ୍ଠା ଥାନା ତରଫରୁ ଟ୍ରାଫିକ୍ ନିୟମ ସଚେତନତା କାର୍ଯ୍ୟକ୍ରମ ; ଗୋଲାପ ଫୁଲ ଦେଇ ସଚେତନତା

 ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବିଭିନ୍ନ ସମୟରେ ଟ୍ରାଫିକ୍ ନିୟମ ନମାନି ବହୁ ଲୋକ ଦୂର୍ଘଟଣାର ସମ୍ମୁଖୀନ ହୋଇ ପ୍ରାଣ ହରାଉଥିବା ବେଳେ କିଛି ଲୋକ ଗୁରୁତର ଆହତ ହୋଇ ଅକର୍ମଣ୍ୟ ହୋଇଯାଇଥାନ୍ତି I ଏହି ଦୁର୍ଘଟଣାକୁ ଜନ ସଚେତନତା ଦ୍ୱାରା ହିଁ ରୋକାଯାଇପାରିବ ହୃୟଙ୍ଗମ କରି ଗଞ୍ଜାମ ଜିଲ୍ଳା…

ଜିଲ୍ଳା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

 ନବରଙ୍ଗପୁର,୧୧/୧୨/୨୦୨୪: ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ପୋଲିସ ପଡିଆ ଠାରେ ଆଜି କୃଷି ଓ କୃଷକ ସଶକ୍ତି କରଣ ବିଭାଗ ,ନବରଙ୍ଗପୁର ପକ୍ଷରୁ ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଜିଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଜିଲାପାଳ ଡା…

ଘୁ.ଉଦୟଗିରି ପାରଦ ତଳ ମୁହାଁ, ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରେକର୍ଡ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ପୁଣି ଥରେ ଶୀତର ପ୍ରକୋପ ବଢିବାରେ ଲାଗିଛି । କିଛିଦିନର ଦିନ ବ୍ଯବଧାନରେ ପୁଣିଥରେ ପାରଦ ତଳମୁହାଁ ହୋଇଛି । ଆଜି ଘୁ.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀରେ ପହଞ୍ଚି ଥିବା ରେକର୍ଡ କରିଛି କ୍ରୁଷି ଗବେଷଣା…

ଘୁ.ଉଦୟଗିରି ତହସିଲ କାର୍ଯ୍ୟାଳୟ ପରିସର ମଧ୍ୟରେ ଜଙ୍ଗଲ ଜମି ଅଧିକାର ପଟ୍ଟା ବଣ୍ଟନ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ତହସିଲ କାର୍ଯ୍ୟଳୟ ଠାରେ ଘୁ.ଉଦୟଗିରି ତହସିଲଦାର ରଞ୍ଜନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଜଙ୍ଗଲ ଜମି  ଅଧିକାର ପଟ୍ଟାବଣ୍ଟନ କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇଯାଇଛି I ରାଜ୍ୟ ସରକାରଙ୍କ ଜଙ୍ଗଲ ଅଧିକାର…

ଜିଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍‌ଯାପିତ

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )-କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ଜିଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପତ ମେଳା ବୁଧବାର ଉଦ୍‌ଯାପିତ ହୋଇଯାଇଛି । ଉଦଯାପନୀ ସମାରୋହରେ ଅତିଥି ଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ୍…

ଚନ୍ଦ୍ରପୁର: ସାମାଜିକ ଲିଙ୍ଗ ଭିତ୍ତିକ ସମତା ପାଇଁ ବର୍ଣ୍ଣାଳୀ ତାଲିମ ଶିବିର

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ,ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଥିବା ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ଆଦର୍ଶ ବିଦ୍ୟାଳୟ ଠାରେ ବ୍ଲକର ବିଭିନ୍ନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ବ୍ଲକ୍…

ଅଞ୍ଚଳ ମହାବିଦ୍ୟାଳୟ ରେ ଭାରତୀୟ ଭାଷା ଦିବସ

ପଦ୍ମପୁର:- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମେଳନ ପ୍ରକୋଷ୍ଠଠାରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ଭାଷା ଦିବସ ପାଳିତ ହୋଇଯାଇଛି। ଶ୍ରୀମାନ ପଣ୍ଡା ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିବା ସଙ୍ଗେ ସଙ୍ଗେ ଏହାର ମହତ୍ତ୍ଵ କହିଥିଲେ। ଡଃ ସରୋଜ କୁମାର ନାଏକ ଭାଷାର…

ଜାତୀୟ ପଞ୍ଚାୟତ ପୁରସ୍କାର : ରାଷ୍ଟ୍ରପତିଙ୍କ ଦ୍ୱାରା ସାତଟି ବର୍ଗରେ ଓଡ଼ିଶା ପୁରସ୍କୃତ

 ୨୦୨୨-୨୩ ବର୍ଷ ପାଇଁ ସାତଗୋଟି ବର୍ଗରେ ଓଡ଼ିଶାକୁ ୮ କୋଟି ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି • ଦେଶରେ ସର୍ବାଧିକ ଅର୍ଥରାଶି ପୁରସ୍କାର ପାଇ ପ୍ରଥମ ସ୍ଥାନ ଅଧିକାର କରିଥିବା ଯୋଗୁଁ ଓଡ଼ିଶାକୁ ଅଭିନନ୍ଦନ ଜଣାଇଲେ ମହାମହିମ ରାଷ୍ଟ୍ରପତି • ଓଡ଼ିଶାର ଗ୍ରାମୀଣ ବିକାଶ କାର୍ଯ୍ୟକ୍ରମ…

ମଣ୍ଡେଇ ମହୋତ୍ସବ -୨୦୨୪ ର ପଞ୍ଚମ ସନ୍ଧ୍ୟା

ପଲ୍ଲୀଶ୍ରୀ ମେଳା ଉଦଯାପିତ, ମଧ୍ୟ ରାତ୍ର ପର୍ଯ୍ୟନ୍ତ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ନବରଙ୍ଗପୁର ତା ୧୧.୧୨.୨୦୨୪: ଅଶୋକ ସାହୁ, ଶାସକ ପ୍ରଶାସକ,ଗତ କାଲି ୧୦.୧୨.୨୦୨୪ ତାରିଖ ମଣ୍ଡେଇ ମହୋତ୍ସବ -୨୦୨୪ ର ପଞ୍ଚମ ସନ୍ଧ୍ୟା ଅବସରରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଜିଲ୍ଲାର…

ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟିତ

ନବରଙ୍ଗପୁର ତା ୧୧.୧୨.୨୦୨୪:ଅଶୋକ ସାହୁ, ଶାସକ ପ୍ରଶାସକ,ନବରଙ୍ଗପୁର ସଦର ମହକୁମା ସ୍ଥିତ ମ୍ୟୁନିସିପାଲ ହାଇସ୍କୁଲ ଠାରେ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି। ଉଦଘାଟନ ଉତ୍ସଵ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ମୁଖ୍ୟ ଅତିଥି ଭାବେ…