Sign in
Sign in
Recover your password.
A password will be e-mailed to you.
ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ; ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ
ଭୁବନେଶ୍ବର, ୧୦୧୨ - ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଓମାନରେ ଛାତ ଭୁଷୁଡି ମୃତ ଓଡିଆ ଯୁବକ ବିପିନ ବିହାରୀ ସ୍ବାଇଁଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ…
ବେଦାନ୍ତ ଆଲୁମିନିୟମ ଝାରସୁଗୁଡା ଚାଷୀମାନଙ୍କୁ ପ୍ରିମିୟମ ‘ବେଦମ୍ରିତ ମହୁ’ ଲଂଚ କରିବାରେ ସାହାଯ୍ୟ କରିଛି
ଝାରସୁଗୁଡା, ଓଡ଼ିଶା, ଡିସେମ୍ବର ୧୦, ୨୦୨୪: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଦ୍ୱାରା ସମର୍ôଥତ କୃଷକମାନେ ଲାଇକେରା ହନିଫେଡ୍ କୃଷକ ଉତ୍ପାଦକ ସଂଗଠନ ଅଧୀନରେ କାର୍ଯ୍ୟ କରୁଥିବା ଲାଇକେରାର କୁଶଳୀ ମହୁ ଚାଷୀଙ୍କ ଦ୍ୱାରା ନିର୍ମିତ ଏକ ପ୍ରିମିୟମ, ୧୦୦%…
ପ୍ରଯୁକ୍ତି ବିଦ୍ୟା ଏବଂ ଗୋଷ୍ଠୀଗତ ପ୍ରୟାସ ଦ୍ୱାରା ଲିଙ୍ଗଭିତ୍ତିକ ହିଂସା ବିରୋଧରେ ଓଡ଼ିଶା କରିବ ମୁକାବିଲା
ମହିଳାମାନଙ୍କୁ ଏକ ସୁରକ୍ଷିତ ପରିବେଶ ଦେବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ :ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା
ଭୁବନେଶ୍ୱର, ୧୦/୧୨/୨୦୨୪: ଆଜି ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନାଇଟେଡ ନ୍ୟାସନାଲ ପପୁଲେସନ ଫଣ୍ଡ (ୟୁଏନେଫପିଏ)ର ସହଭାଗିତାରେ ଆଜି ଭୁବନେଶ୍ୱରରେ ଏକ…
ଓଡ଼ିଶା ମାଷ୍ଟରସ୍-୨୦୨୪ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
କଟକ ତା ୧୦. ୧୨. ୨୦୨୪ ରିଖ, ଓଡ଼ିଶା ମାଷ୍ଟରସ୍-୨୦୨୪ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ (Odisha Masters 2024 BWF Super 100) ଆଜି କଟକ ଜବାହାରଲାଲ୍ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଉଦ୍ଘାଟିତ ହୋଇଯାଇଛି। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ…
ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ
ଭୁବନେଶ୍ୱର: ୧୦/୧୨/୨୦୨୪: ଆଜି କୃଷି ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଆଇଆରଆରଆଇ(IRRI), ଆଇସିଆରଆଇଏସଏଟି (ICRISAT), ଆଇସିଏଆରଡ଼ିଏ (ICARDA), ଏମଏସଏସଆରଏଫ (MSSRF) ଓ ଏଏଫସି (AFC) ଇଣ୍ଡିଆ ଲିମିଟେଡ଼ ମଧ୍ୟରେ ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ ୫ ଟି ଅନୁଷ୍ଠାନ ସହ…
‘ବିଷ୍ଣୁକାନ୍ତ ଶାସ୍ତ୍ରୀ ରଚନା-ସଂଚୟନ’ ପୁସ୍ତକ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ
ବିଷ୍ଣୁକାନ୍ତ ଶାସ୍ତ୍ରୀଙ୍କ ମହାନ ବ୍ୟକ୍ତିତ୍ୱ ଓ ଚିନ୍ତାଧାରାକୁ ଆଗାମୀ ପିଢ଼ି ପାଖରେ ପହଞ୍ଚାଇବ – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, ଡିସେମ୍ବର ୧୦ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରକମଳରେ ମଙ୍ଗଳବାର ନୂଆଦିଲ୍ଲୀର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟରେ…
ଭାରତର ଶିକ୍ଷା ବ୍ୟବସ୍ଥାକୁ କଂଗ୍ରେସ ଧ୍ୱଂସ ଭିତରକୁ ଠେଲି ଦେଇଥିଲା, ମୋଦୀ ଏହାର ପୁନରୁଦ୍ଧାର କରିଛନ୍ତି –…
• ମୋଦୀ ସରକାରରେ ଭାରତର ଗ୍ରାମୀଣ ସାକ୍ଷରତା ହାର ୭୭.୫ %କୁ ବୃଦ୍ଧି ପାଇଛି • ମହିଳା ସାକ୍ଷରତା ୫୭.୯୩% ରୁ ୭୪.୬%କୁ ବୃଦ୍ଧି ପାଇଛି • ପ୍ରଧାନମନ୍ତ୍ରୀ ପ୍ରୟାସ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିଛି• ୭୦ ବର୍ଷ ମଧ୍ୟରେ କଂଗ୍ରେସ ଦ୍ୱାରା କେବଳ ୭ଟି ଏମ୍ସ ପ୍ରତିଷ୍ଠା ହୋଇଥିଲା, •…
କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶାର…
ଓଡ଼ିଶାରେ ନଦୀ ଜଳମାର୍ଗର ବିକାଶ ପାଇଁ ହୋଇଛି ଦୀର୍ଘମିଆଦୀ ଯୋଜନା - ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ପାରାଦୀପ ବନ୍ଦରର ହେବ ସାମଗ୍ରିକ ବିକାଶ - ସର୍ବାନନ୍ଦ ସୋନଓ୍ୱାଲ
ନୂଆଦିଲ୍ଲୀ/ଭୁବନେଶ୍ୱର, ଡିସେମ୍ବର ୧୦ – ଓଡ଼ିଶାରେ ରାଜ୍ୟ ସରକାର ଓ କେନ୍ଦ୍ର…
ବିଜେଡି ଛାଡି ବିଜେପିରେ ମିଶିଲେ ବେଲଗୁଣ୍ଠl ପଞ୍ଚାୟତ ସମିତି ଅଧ୍ୟକ୍ଷା
ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରମିଳା ପ୍ରଧାନ ଓ ତାଙ୍କ ସ୍ୱାମୀ ତଥା ଆମ୍ବପୁଆ ପଞ୍ଚାୟତର ପୁର୍ବତନ ସରପଞ୍ଚ ପ୍ରମୋଦ ପ୍ରଧାନ,ବିଜେଡି ତ୍ୟାଗ କରି ବିଜେପି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ…
ନେଫ୍ରୋପ୍ଲସ୍ ଭୁବନେଶ୍ୱରରେ ପ୍ରଚଳନ କଲା ‘ଡାଏଲିସିସ୍ ଅନ କଲ୍’: ଘରେ ସୁଲଭ, ଉଚ୍ଚ ଗୁଣମାନର ଡାଏଲିସିସ୍ ଯୋଗାଇ ଦେଉଛି
ଭୁବନେଶ୍ୱର : ଏସିଆର ସର୍ବବୃହତ ଡାଏଲିସିସ୍ ନେଟୱର୍କ ନେଫ୍ରୋପ୍ଲସ୍ ଏହାର ‘ଡାଏଲିସିସ୍ ଅନ କଲ୍’ ସେବା ଭୁନନେଶ୍ୱରରେ ଶୁଭାରମ୍ଭ କରିଛି, ଯାହା ଉଚ୍ଚ ଗୁଣମାନର ଡାଏଲିସିସ୍କୁ ଅଧିକ ସୁଲଭ ଓ ସହଜରେ ଉପଲବ୍ଧ କରାଇବାକୁ ରଖିଥିବା ଲକ୍ଷ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଛି । ଏହି…