Sign in
Sign in
Recover your password.
A password will be e-mailed to you.
ଆଇପିଏସ୍ ଅମ୍ରିତ ପାଲ୍ କୌର୍ ପଦ୍ମପୁର ର ନୂତନ ଏସ୍.ଡି.ପି.ଓ।
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ମହିଳା ଆଇପିଏସ୍ ଅମ୍ରିତ ପାଲ୍ କୌର୍ (ଆର୍. ଆର୍ ୨୦୨୧) ଙ୍କୁ ପଦ୍ମପୁର ଏସଡିପିଓ ଦାୟିତ୍ଵ ମିଳିଥିବା ବେଳେ ପଦ୍ମପୁର ଏସଡିପିଓ ବିଭୂତି ଭୂଷଣ ଭୋଇ ଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ କୁ ବଦଳି ହୋଇଛି। ପୂର୍ବରୁ ସେ ବଲାଙ୍ଗିର ଅତିରିକ୍ତ ଆରକ୍ଷୀ…
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
• ବରିଷ୍ଠ ନାଗରିକଙ୍କ ପାଇଁ ଦେୟମୁକ୍ତ ସ୍ବତନ୍ତ୍ର ସହାୟତା ନମ୍ବର- ୧୪୫୬୭ ଘୋଷଣା
• ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦିବ୍ୟାଙ୍ଗଜନଙ୍କ କଲ୍ୟାଣ ପାଇଁ ବିବିଧ ପଦକ୍ଷେପ ଗ୍ରହଣ କରିବ: ମନ୍ତ୍ରୀ
ଭୁବନେଶ୍ବର, ୩ ଡିସେମ୍ବର ୨୦୨୪: ଆଜି ଭୁବନେଶ୍ବରସ୍ଥିତ…
ତ୍ରିଦିବସୀୟ ବିଶ୍ଵ ଭିନ୍ନକ୍ଷମ ଦିବସ ସମାରୋହରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ
ଭୁବନେଶ୍ୱର: ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ପାଳନ କରାଯାଇଥିବା ବିଶ୍ଵ ଭିନ୍ନକ୍ଷମ ଦିବସ ସମାରୋହ ଅତ୍ୟନ୍ତ ଆନନ୍ଦ ଓ ଉତ୍ସାହର ସହିତ ପାଳିତ ହୋଇ ଆଜି ଉଦଯାପିତ ହୋଇଅଛି । ତିନି ଦିନ ବ୍ୟାପୀ ଏହି ସମାରୋହର ପ୍ରଥମ ଦିବସରେ…
ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ।
ପଦ୍ମପୁର :- ରାଜବୋଡ଼ାସମ୍ବର ବ୍ଲକ ପଦମପୁର ବିଇଓ ଅଫିସ୍ ଆନୁକୁଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ୨୦୨୪ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବି .ଡି .ଓ . ଶ୍ରୀ ଦେବାଶିଷ ସିହ୍ନା ମୁଖ୍ୟଅତିଥି ଭାବରେ ଯୋଗଦାନ କରିଥିବାବେଳେ…
ଯୁବା ସଙ୍ଗମ କାର୍ଯ୍ୟକ୍ରମ ଅଧୀନରେ ମହାରାଷ୍ଟ୍ର ଯୁବ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଲେ ।
ବିକଶିତ ଭାରତ ଗଠନରେ ଯୁବ ଶକ୍ତିଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି – ରାଜ୍ୟପାଳ
ଭୁବନେଶ୍ୱର, ତା ୦୨.୧୨.୨୦୨୪- ଭାରତ ଏକ ଯୁବ ରାଷ୍ଟ୍ର । ଯୁବ ଶକ୍ତି ହେଉଛି ରାଷ୍ଟ୍ରର ଶକ୍ତି । ବିବିଧତାରେ ଏକତା ରାଷ୍ଟ୍ରର ଶ୍ରେଷ୍ଠ ପରିଚୟ । ରାଜ୍ୟ ରାଜ୍ୟ ମଧ୍ୟରେ ସଂପର୍କ ଯେତେ ବୃଦ୍ଧି ପାଇବ ଏବଂ…
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦିବସ ପାଳନ
ନବରଙ୍ଗପୁର, ୩/୧୨/୨୦୨୪, ଅଶୋକ ସାହୁ, ଶାସକ ପ୍ରଶାସକ,ଭିନ୍ନକ୍ଷମ ଦିବସ ଅବସରରେ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ…
ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନ ଓ କୃଷି ଓ କୃଷକ ସଶକ୍ତକରଣ ବିଭାଗର ସହଭାଗିତାରେ ବିଜ୍ଞାନ ଭିତ୍ତିକ ଧାନ ଗବେଷଣା…
ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନର ଗବେଷଣା ଶାଖା ଖୋଲିବାକୁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ : ଊପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ
ଭୂବନେଶ୍ବର: ୦୨/ ୧୨/୨୦୨୪: ଆଜି କୃଷି ଭବନ ପ୍ରେକ୍ଷାଳୟରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…
“ଭିନ୍ନକ୍ଷମଙ୍କ ପାଇଁ ଏକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ” ବିଷୟ ବସ୍ତୁ ଉପରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ “ଭିନ୍ନକ୍ଷମଙ୍କ ପାଇଁ ଏକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ” ବିଷୟ ବସ୍ତୁ ଉପରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ତା.୦୨.୧୨.୨୦୨୪ ରିଖରେ ଆୟୋଜନ କରାଯାଇଥିଲା । ସାମାଜିକ, ଅର୍ଥନୈତିକ ଏବଂ ରାଜନୈତିକ ନ୍ୟାୟ ସୁନିଶ୍ଚିତ…
ରାଜସ୍ବ ବିଭାଗ ତରଫରୁ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୨/୧୨/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ତହସିଲ ଅନ୍ତର୍ଗତ ଘୋଡାଖୁନ୍ଟା ଓ ଜୁନାପାଣି ସର୍କେଲ ର ୭୧ ଜଣ ହିତାଧିକାରୀଙ୍କୁ ଆଜି ଡାବୁଗାଁ ରାଜସ୍ବ ବିଭାଗ ତରଫରୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ…
ଧାନକିଣା ନିମନ୍ତେ ସଚେତନତା ବ୍ୟାପକ ସଚେତନତା ସୃଷ୍ଟି: ପଞ୍ଚାୟତ ସ୍ତରରେ ନିୟୋଜିତ ସାଂସ୍କୃତିକ ଦଳ
ଭୁବନେଶ୍ବର, ୦୨/୧୨/୨୦୨୪: ଚଳିତ ଖରିଫ ଋତୁରେ ଧାନ ବିକ୍ରୟ ନିମନ୍ତେ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ଚାଷୀ ମାନେ ପଞ୍ଜିକରଣ ଠାରୁ ଆରମ୍ଭ କରି ଟୋକନ ପାଇବା, ଧାନର ମାନ ଓ ଧାନ ବିକ୍ରୟ, ସର୍ବନିମ୍ନ ସାଧାରଣ ମୂଲ୍ୟ ପାଇବା…