ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ରେ ଶିଶୁ ଶିବିର ଓ ସହଭୋଜ କାର୍ଯ୍ୟକ୍ରମ ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୩୦/୧୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ରେ ଆଜି ଶିଶୁ ଶିବିର ଓ ସହଭୋଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ…

ସିଡିଏମଓ ଙ୍କୁ ଡାବୁଗାଁ ବିଜେପି ପ୍ରତିନିଧି ମଣ୍ଡଳ ତରଫରୁ ବିଭିନ୍ନ ଦାବୀ ଉପସ୍ଥାପନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୩୦/୧୧/୨୪ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ସନ୍ତୋଷ କୁମାର ପଣ୍ଡା ଙ୍କ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ଅବସରରେ ଡାବୁଗାଁ ବିଜେପି ଦଳର ଏକ ପ୍ରତିନିଧି ଦଳ ସାକ୍ଷାତ କରିବା ସହ ସ୍ବାସ୍ଥ୍ୟ ସମ୍ବନ୍ଧୀୟ…

ଚାଷୀଙ୍କୁ ମାଗଣା ଚଣା ବିହନ ବଣ୍ଟନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୩୦/୧୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ଠାରେ ଆଜି ବ୍ଲକ ର ଚାଷୀ ମାନଙ୍କୁ ଧାନ ପରବର୍ତ୍ତୀ ରବି ଫସଲ ର ସଫଳତା ପାଇଁ ସରକାରଙ୍କ ତରଫରୁ ମାଗଣା ଚଣା ବିହନ ବଣ୍ଟନ କରାଯାଇଥିଲା। ବ୍ଲକ କୃଷି ସହକାରୀ ଅଧିକାରୀ…

ବନ ବିଭାଗ ପକ୍ଷରୁ ମହେନ୍ଦ୍ରଗିରି ପର୍ବତ ଉପରେ ଇକୋ ଟୁରିଜିମ୍ ସେଣ୍ଟର : ସୂଚନା ଦେଲେ ଜିଲ୍ଲା ବନ ଖଣ୍ଡ ଅଧିକାରୀ

https://youtu.be/hUU1M2MixZQ  ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ମହେନ୍ଦ୍ରଗିରି ପର୍ବତ ଉପରେ ବନ ବିଭାଗ ପକ୍ଷରୁ ଇକୋ ଟୁରିଜିମ୍ ସେଣ୍ଟର ଖୋଲା ଯାଇଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଜିଲ୍ଲା ବନଖଣ୍ଡ ଅଧିକାରୀ ଏସ୍ .…

ଡିସେମ୍ବର ୨୪ରୁ ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ, କୃଷି ଓ ପୁସ୍ତକ ମେଳା

ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ, କୃଷି ଓ ପୁସ୍ତକ ମେଳା ଡିସେମ୍ବର ୨୪ରୁ ୨୮ ପର୍ଯ୍ୟନ୍ତ ଷ୍ଟାଡିୟମ ପଡ଼ିଆରେ ଅନୁଷ୍ଠିତ ହେବ । ଏହାକୁ ନେଇ ଆଜି ବୁଦ୍ଧିଜୀବୀ, ସାମ୍ବାଦିକ, କଳାକାରଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସୃଜନ…

ଗଣକବି ବୈଷ୍ଣବ ପାଣିଙ୍କ ୧୪୨ତମ ଜୟନ୍ତୀ ମହୋତ୍ସବର ଉଦଯାପନ ସମାରୋହରେ କେନ୍ଦ୍ରମନ୍ତ୍ରୀ

ବିଶ୍ୱ ସମସ୍ୟାର ସମାଧାନର ପ୍ରୟୋଗଶାଳା ଓଡ଼ିଆ ଭାଷା ସାହିତ୍ୟରେ ଅଛି - ଧର୍ମେନ୍ଦ୍ର ପ୍ରଧାନ • ଗଣକବି ବୈଷ୍ଣବ ପାଣିଙ୍କ ଆତ୍ମ କାହାଣୀର ଓଡ଼ିଆ ଓ ଇଂରାଜୀ ଅନୁବାଦ ପୁସ୍ତକ ଲୋକାର୍ପିତ • ମଞ୍ଚସ୍ଥ ଗଣକବିଙ୍କ ଦ୍ୱାରା ରଚିତ ପ୍ରସିଦ୍ଧ ଗୀତିନାଟ୍ୟ “ମହାଲକ୍ଷ୍ମୀ ପୂଜା” ଦେଖିଲେ• ଓଡ଼ିଆ…

ଆସନ୍ତାକାଲି ଠାରୁ ୩୫ତମ କୋଣାର୍କ ଉତ୍ସବ

ଭୁବନେଶ୍ୱର, (୩୦/୧୧): ଆସନ୍ତାକାଲି ଠାରୁ ଆରମ୍ଭ ହେବ ୩୫ତମ କୋଣାର୍କ ଉତ୍ସବ। ୧ ଡିସେମ୍ବର ଠାରୁ ୫ ଡିସେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ମୁକ୍ତାକାଶ ରଙ୍ଗମଞ୍ଚ, କୋଣାର୍କ ଠାରେ ଅନୁଷ୍ଠିତ ହେବ। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ,…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଶିକ୍ଷା ବିଭାଗର ପାଠଚକ୍ର

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଶିକ୍ଷା ବିଭାଗର ଏକ ପାଠଚକ୍ର ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶିକ୍ଷକ ତଥା ଗବେଷକ ଡ.ରତ୍ନ ସାଗର ମଳିକ…

ବାସୁଦେବପୁର ବ୍ଳକ ସ୍ତରୀୟ ବିଜ୍ଞାନ ମେଳା ୨୦୨୪

ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସ୍ଥାନୀୟ ବେତଡା ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ରେ ବ୍ଲକ୍ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ୨୦୨୪ ଅନୁଷ୍ଟିତ ହୋଇ ଯାଇଛି। ମୁଖ୍ୟ ପ୍ରସଙ୍ଗ ଧାରଣୀୟ ବିକାସ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା…

କଂଗ୍ରେସ ଏବେ ପକ୍ଷାଘାତର ଶିକାର ହୋଇଛି: ପୃଥ୍ୱୀରାଜ ହରିଚନ୍ଦନ

 କଂଗ୍ରେସ ଏବେ ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ  କଂଗ୍ରେସର ଜିନ୍‌ରେ ଖରାପ ଗୁଣବତା ପଶିବା ଆରମ୍ଭ କରିଛି  ଦଳ ସମ୍ପୂର୍ଣ୍ଣ ନିଶ୍ଚିହ୍ନ ହେବାପରେ ଯାଇ ଏହି ପ୍ରକୃତି ଛାଡ଼ିବ ଭୁବନେଶ୍ୱର,ତା.୩୦/୧୧: କଂଗ୍ରେସ ଦଳର ସତା ଏବେ ହଜିବାରେ ଲାଗିଛି । ସମଗ୍ର…