Sign in
Sign in
Recover your password.
A password will be e-mailed to you.
ଗଜପତି ଜିଲ୍ଲା ପ୍ରଶାସନ ଓ ଆଇ ଏସ୍ ଆର୍ ଡି “ସଖୀ” ୱାନ ଷ୍ଟପ ସେଣ୍ଟର ତରଫରୁ ଆନ୍ତର୍ଜାତୀୟ ମହିଳା ଓ…
https://youtu.be/fVO1SuwTwt4
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ସୋମବାର) ଗଜପତି ଜିଲ୍ଲା ପ୍ରଶାସନ ଓ ଆଇ ଏସ୍ ଆର୍ ଡି "ସଖୀ" ୱାନ ଷ୍ଟପ ସେଣ୍ଟର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ମହିଳା ଓ ବାଳିକା ହିଂସା ଦୂରୀକରଣ ଦିବସ ଅଭିଯାନ ପାଳିତ ହୋଇଯାଇଛି। ଉକ୍ତ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗୋରୀବାନ୍ଧା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ…
ବ୍ଲକ ଶିକ୍ଷା କାର୍ଯ୍ୟାଳୟ ରେ ବରିଷ୍ଠ କିରାଣୀ ଙ୍କ ଯୋଗଦାନ।
ପଦ୍ମପୁର :- ରାଜବୋଡ଼ାସମ୍ବର ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପଦମପୁର ରେ ଶ୍ରୀ ଦୀପକ ପଣ୍ଡା ଆଜି ଯୋଗଦାନ କରିଛନ୍ତି। ତାଙ୍କୁ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଲୋକନାଥ ଭୋଇ ଫୁଲ ତୋଡା ଦେଇ ସ୍ବାଗତ କରିଥିଲେ। ଏହି ସ୍ବାଗତ ସମାରୋହରେ ଏ ବି ଇ ଓ ଶ୍ରୀ ଶିବ ପ୍ରସାଦ ଯୋଶୀ, ଶ୍ରୀ ଦିଲୀପ ଭୋଇ, ଶ୍ରୀ…
ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।
ପଦ୍ମପୁର :- ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ…
ଅଞ୍ଚଳ ମହାବିଦ୍ୟାଳୟ ରେ ସମ୍ବିଧାନ ଦିବସ ଉପଲକ୍ଷେ ରାଜନୀତି ବିଜ୍ଞାନର ପାଠଚକ୍ର
ପଦ୍ମପୁର:- ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ ପ୍ରକୋଷ୍ଠରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡଃ ବିରଞ୍ଚି ସାହୁଙ୍କ ସଭାପତିତ୍ବରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଏକ ପାଠଚକ୍ର ଆୟୋଜିତ ହୋଇଥିଲା। ପାଠଚକ୍ରର ଶୀର୍ଷକ ' ଭାରତ ସମ୍ବିଧାନ : ଏକ ବିଶ୍ଳେଷଣ ' ବିଷୟରେ ଯୁକ୍ତ ତିନି ପ୍ରଥମ , ଦ୍ଵିତୀୟ ଓ…
ଅଞ୍ଚଳ ମହାବିଦ୍ୟାଳୟ ରେ ସମ୍ବିଧାନ ଦିବସ ଉପଲକ୍ଷେ ରାଜନୀତି ବିଜ୍ଞାନର ପାଠଚକ୍ର
ପଦ୍ମପୁର:- ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ ପ୍ରକୋଷ୍ଠରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡଃ ବିରଞ୍ଚି ସାହୁଙ୍କ ସଭାପତିତ୍ବରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଏକ ପାଠଚକ୍ର ଆୟୋଜିତ ହୋଇଥିଲା। ପାଠଚକ୍ରର ଶୀର୍ଷକ ' ଭାରତ ସମ୍ବିଧାନ : ଏକ ବିଶ୍ଳେଷଣ ' ବିଷୟରେ ଯୁକ୍ତ ତିନି ପ୍ରଥମ , ଦ୍ଵିତୀୟ ଓ…
ପୌର ପାଳିକା ପାଳିଲା ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବ।
ବାସୁଦେବପୁର - ପୌର ପାଳିକା ବାସୁଦେବପୁର ର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ହୋଇ ଯାଇଛି। ପୌର ଅଧ୍ୟକ୍ଷା ନିବେଦିତା ବେହେରା ଙ୍କ ନେତୃତ୍ୱ ରେ ସକାଳ ଠାରୁ ସଂଧ୍ୟା ଯାଏଁ ବିଭିନ୍ନ କାର୍ଯ୍ୟ କର୍ମ ଆୟୋଜନ କରାଯାଇଛି। ସକାଳ ଗଣ ଦୌଡ଼ ରୁ ଆରମ୍ଭ କରି ପତାକା…
କୋଷଗୁମୁଡାଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ନବରଙ୍ଗପୁର :ଅଶୋକ ସାହୁ, ଶାସକ ପ୍ରଶାସକ: କୋଷଗୁମୁଡା ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ…
ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ 2024 ଶେଖ ଫାଇଟର୍ସ ବିଜୟୀ
ପଦ୍ମପୁର :- ସ୍ଥାନୀୟ ରାଜବୋଡାସାମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ 2024 ମହାସମାରୋହରେ ସମାପ୍ତ ହୋଇଯାଇଛି। ଟାଉନ କ୍ଳବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ନାମେଣ୍ଟ ରେ ମୋଟ 8ଟି ଦଳ ଭିତରେ ଖେଳ ହେଉଥିଲା। ଏହି ପ୍ରିମିୟର ଲିଗ ତିନି ଦିନ ଧରି ହୋଇଥିବା…
ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ,ପଦ୍ମପୁର ରେ ପାଞ୍ଚଦିନିଆ ଉତ୍କର୍ଷ ତାଲିମ ଶିବିର ଉଦଯାପିତ
ପଦ୍ମପୁର :- ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ, ପଦ୍ମପୁର ପରିସର ମଧ୍ୟରେ ଛାତ୍ରଛାତ୍ରୀ ଙ୍କ ଗଣିତ, ବିଜ୍ଞାନ, ଇଂରାଜୀ ଏବଂ ଓଡିଆ ବିଷୟ ର ଗୁଣାତ୍ମକ ଦକ୍ଷତା ର ବିକାଶ ଉଦ୍ଦେଶ୍ୟ ରେ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଉକ୍ତ ବିଷୟଗତ ଜ୍ଞାନ ର ଅଭିବୃଦ୍ଧି ନିମିତ୍ତ ପାଞ୍ଚଦିନିଆ…