ଜିଲ୍ଲା ସ୍ତରୀୟ ବିଶ୍ଵ ମତ୍ସ୍ୟ ଦିବସ ୨୦୨୪ ପାଳିତ

ଜଗତସିଂହପୁର,ତା-୨୨.୧୧.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ବିଶ୍ଵ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଏହି ସଭାରେ ଅଧ୍ୟକ୍ଷତା କରି ଜିଲ୍ଲା ମତ୍ସ୍ୟ ଅଧିକାରିଣୀ ସୁଶ୍ରୀ ରେଶମା ରାଣୀ…

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ଉଦଘାଟିତ ।

ପଦ୍ମପୁର- ପଦ୍ମପୁର ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ଉଦଘାଟିତ ହୋଇଯାଇଛି। ଟାଉନ କ୍ଳବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ରେ ରେ ମୋଟ ଆଠ ଗୋଟି ଦଳ ମଧ୍ଯରେ ଖେଳା ହେବ ଏବଂ ଏହି ପ୍ରିମିୟର ଲିଗ ତିନି ଦିନ ଧରି ଚାଲିବ।…

ଭାଲୁପାଲି ଠାରେ କ୍ଳଷ୍ଟର ସ୍ତରୀୟ ବୈଠକ

 ବିଜେପୁର /ସୁଶାନ୍ତ ସାହୁ ବିଜେପୁର ବ୍ଲକ ଵାନ୍ଦୁପାଲି କ୍ଲଷ୍ଟରର ଭାଲୁପାଲି ସ୍କୁଲରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ଥେଟ୍ ଆଧୁନିକ ନାଗପୁରୀ ନାଇଟ୍ ଆସନ୍ତା ୨୪ ରେ

ରାଉରକେଲା,(ବସନ୍ତ କୁମାର ଜେନା): ଇନ୍ଦ୍ରଧନୁଷ ଇଭେଣ୍ଟ ମ୍ୟାନେଜମେଣ୍ଟ ତରଫରୁ ଥେଟ୍ ଆଧୁନିକ ନାଗପୁରୀ ନାଇଟ୍ ଆସନ୍ତା ୨୪ ତାରିଖ ଦିନ ସନ୍ଧ୍ୟା ସମୟରେ ଭଞ୍ଜଭବନ ଠାରେ ଅନୁଷ୍ଠିତ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ସେକ୍ଟର ୬ ସ୍ଥିତ ଇସ୍ପାତ ସରୋବର ଠାରେ ଆୟୋଜିତ…

ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ

ରାଉରକେଲା,(ବସନ୍ତ କୁମାର ଜେନା) : ତିନି ଦିବସୀୟ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଆଜି ଉଦଯାପିତ ହୋଇଯାଇଛି l ବେଦବ୍ୟାସ ମେଳା ପଡିଆରେ ଅନୁଷ୍ଠିତ ସମାପନ ସମାରୋହ ରେ ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ତନ୍ତୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ l ସେ ଉପଖଣ୍ଡ ସ୍ତରୀୟ ଏହି କୃଷି…

ସଂଗୀତ ପ୍ରତିଯୋଗିତା “ଭଏସ୍ ଅଫ୍ ନୟାଗଡ଼”: ନଭେମ୍ବର ୨୪ରୁ ପ୍ରଥମ ପର୍ଯ୍ଯାୟ ଜିଲ୍ଲା ସ୍ତରୀୟ…

ନୟାଗଡ଼(ବିଶ୍ୱଜିତ ନାୟକ) - ନୟାଗଡ଼ର ଏକ ଅନନ୍ଯ ଅନୁଷ୍ଠାନ ନୟାଗଡ଼ କ୍ଳବ୍ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସଂଗୀତ ପ୍ରତିଯୋଗିତା "ଭଏସ୍ ଅଫ୍ ନୟାଗଡ଼" କେବଳ ନୟାଗଡ଼ ନୁହେଁ ରାଜ୍ଯର ଏକ ସଫଳ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ। ସଂଗୀତ ସାଧନା କରୁଥିବା ଛାତ୍ରଛାତ୍ରୀ ଓ ଯୁବ ପ୍ରତିଭା ମାନଙ୍କୁ…

ବୈରଖପାଲିରେ ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ

ବିଜେପୁର /ସୁଶାନ୍ତ ସାହୁ ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ କରାଗଲା l ଉକ୍ତ ବୈଠକରେ ବିଦ୍ୟାଳୟର ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ପିତାମାତା ତଥା ଅଭିଭାବକବୃନ୍ଦ ଉପସ୍ଥିତ ରହିଥିଲେ l ବିଦ୍ୟାଳୟର ଭାରପ୍ରାପ୍ତ…

ବେଲଗୁଣ୍ଠାରେ ଷଷ୍ଠ ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମାନଙ୍କ ତତ୍ତ୍ୱାବଧାନରେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ଏଫ୍ଏଲ୍ଏନ୍ ଶିକ୍ଷକ…

ଅନାସ୍ଥାରେ ପଦ ହରାଇଲେ ଆମ୍ବପୁଆ ସରପଞ୍ଚ ।

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ସରକାର ବଦଳିବା ପରେ ବିଭିନ୍ନ ପଞ୍ଚାୟତ, ବ୍ଳକ,ଏନ୍.ଏ.ସିରେ ପଦପଦବୀ ମଣ୍ଡନ କରିଥିବା ସରପଞ୍ଚ, ଚେୟାରମେନ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେଉଛି ।ଏହି ପରିସ୍ଥିତିରେ ବେଲଗୁଣ୍ଠା ବ୍ଳକ ଆମ୍ବପୁଆ ପଞ୍ଚାୟତର ସରପଞ୍ଚ ନଳିନୀ ବେହେରାଙ୍କ ବିରୋଧରେ ଅନାସ୍ଥା…

ମାନପୁରରେ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

 ବିଜେପୁର /ସୁଶାନ୍ତ ସାହୁ ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ଜାରିଂ ସିଆରସିସି ରାଜେଶ୍ଵର ବେହେରାଙ୍କ ଅଧ୍ୟକ୍ଷତାରେ କ୍ଷେତରପଡା ପ୍ରାଥମିକ…