ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ ପାଳିତ –

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ତାଲିମ କେନ୍ଦ୍ର ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇ ଯାଇଛି। ଏହି ଦିବସରେ ଶ୍ରୀମତୀ ଲିସା ବେହେରା…

ପାଇକମାଳ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

ପଦ୍ମପୁର :- ପାଇକମାଳ ବ୍ଲକ ଅନ୍ତର୍ଗତ ଲଖମରା ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଓ ବାଳ ବୈଜ୍ଞାନିକ ପ୍ରଦର୍ଶନୀ 2024-25 ଅନୁଷ୍ଠିତ ହୋଇଯାଇଛି l ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦର୍ଶନୀ ର ଉଦଘାଟନ କରିଥିଲେ…

ଜିଲ୍ଲାସ୍ତରୀୟ ପଲ୍ଲୀଶ୍ରୀ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଡ଼.ଗୁଣନିଧି…

ସାମାଜିକ କାର୍ଯ୍ୟରେ ଉତ୍କର୍ଷତା ଓ ଅଭିନବ ପଦକ୍ଷେପ ପାଇଁ ପ୍ରଦାନ କରାଯାଉଥିବା ଶାମ୍ଭବୀପୁରସ୍କାର ରାଶି ୫ ଲକ୍ଷ…

ଭୁବନେଶ୍ୱର, ନଭେମ୍ବର ୨୦, ୨୦୨୪: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍)ପକ୍ଷରୁ ୨୦୧୪ ମସିହାରେ ସ୍ଥାପିତ ସମ୍ମାନଜନକ ‘ଶାମ୍ଭବୀ ପୁରସ୍କାର’ ଓଡ଼ିଶାରେ ସାମାଜିକ ପରିବର୍ତ୍ତନକାରୀଙ୍କ ଉଲ୍ଲେଖନୀୟ ଅବଦାନକୁ ସମାନ୍ନିତ କରିଆସୁଛି। ସାମାଜିକ କାର୍ଯ୍ୟରେ ନିଜକୁ ସମର୍ପିତ କରିଥିବା…

ଲଉଡ଼ିଦର୍ହା ଧାନ ମଣ୍ଡି ଉଦଘାଟିତ l

ଝାରବନ୍ଧ - ମନୋହର ଦାଶ: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲଉଡ଼ିଦର୍ହl ପ୍ରାଥମିକ କୃଷି ସମବାୟ ସମିତି ଅଧୀନ ରେ ଥିବା ଧାନ ମଣ୍ଡି କୁମୀର, ଜଗଦଳପୁର ଠାରେ ଉଦଘାଟିତ ହୋଇଯାଇଛି l ଲଉଡ଼ିଦର୍ହl ଧାନ ମଣ୍ଡି ଠାରେ ନିର୍ଦେଶକ ଶ୍ରୀ ଚକ୍ରଧର ଜଗତ ନଡ଼ିଆ ବାଡେଇ ଉଦଘାଟନ କରିଥିଲେ l ସୂଚନା ଯୋଗ୍ୟ…

ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର : ମାଲକାନଗିରି (ଛତିଶଗଡ଼ ସୀମାନ୍ତ ଅଞ୍ଚଳ)ରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଯବାନଙ୍କ ଗୁଳିରେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ କରାଯାଇଛି। ଘଟଣାସ୍ଥଳରେ ଅପରେସନ ଜାରି ରହିଛି।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ହେବ ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ…

ଭୁବନେଶ୍ୱର (୨୦/୧୧): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ସୂଚନା ଓ ଲୋକସମ୍ପର୍କ ବିଭାଗର ସହଯୋଗରେ ଆସନ୍ତା ନଭେମ୍ବର ୨୧ ତାରିଖ ଠାରୁ ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣୋତ୍ସବ ପାଳନ କରାଯିବ।…

ଜିଲ୍ଲାସ୍ତରୀୟ ପଲ୍ଲୀଶ୍ରୀ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଡ଼.ଗୁଣନିଧି…

ବିଜେପୁର ବ୍ଲକ ବଲଣ୍ଡା ଗ୍ରାମ ରେ ଭିଜିଲାନ୍ସ ଚଢ଼ାଉ ।

ବିଜେପୁର /ସୁଶାନ୍ତ ସାହୁ ବରଗଡ଼ ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ବଲଣ୍ଡା ଠାରେ ସୁବର୍ଣ୍ଣପୁର ସି ଏସ ଓ ସୁରେଶ କୁମାର ପାଣିଗ୍ରାହି ଙ୍କ ସମ୍ପର୍କୀୟ ଙ୍କ ବାସ ଭବନ ଠାରେ ବୁଧବାର ସକାଳ ୮ଟା ଯାଏଁ ଭିଜିଲାନ୍ସ ଚଢ଼ାଉ ହୋଇଥିବା ଜଣାପଡ଼ିଛି । ଏକକାଳୀନ ୧୧ଟି ସ୍ଥାନରେ ଭିଜିଲାନ୍ସ ଚଢାଉ…

ବିଜେପୁର ଅଞ୍ଚଳ ରେ ବିଭିନ୍ନ ସ୍ଥାନରେ ଖରିଫ ଧାନ ସଂଗ୍ରହ ପାଇଁ ଖୋଲିଲା ମଣ୍ଡି

 ବିଜେପୁର/ସୁଶାନ୍ତ ସାହୁ ବରଗଡ ଜ଼ିଲ୍ଲା ବିଜେପୁର ବ୍ଲକରେ ଆଜି ଖରିଫ ଋତୁର ଧାନ ସଂଗ୍ରହ ପାଇଁ ମଣ୍ଡିମାନ ଖୋଲାଯାଇଛି l କେଉଁଟିପାଲି ମଣ୍ଡିକୁ ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ ଉଦଘାଟନ କରିଥିବା ବେଳେ ତାଳପଦର ମଣ୍ଡିକୁ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କାମିନୀ ପଧାନ, ନିର୍ମଳ ଜେନା,…