Sign in
Sign in
Recover your password.
A password will be e-mailed to you.
ରାୟଗଡ ସମବାୟ ବିଭାଜନ ତରଫରୁ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ
ରାୟଗଡ଼ : ରାୟଗଡ଼ ଜିଲ୍ଲାରେ ଆଜି ସ୍ଥାନୀୟ ବିଜୁ ପଟନାୟକ ଅଡିଟରିୟମ ରେ ଉତ୍ସାହ ସହକାରେ ପାଳନ କରାଯାଇଛି । ଉକ୍ତ କାର୍ଯକ୍ରମରେ ସର୍ବଶ୍ରୀ ହେମନ୍ତକୁମାର ନାୟକ, ସଭାପତି କୋରାପୁଟ ଜିଲ୍ଲା ସମବାୟ ସଂଘ, କୋରାପୁଟ ସଭାପତିତ୍ଵ କରିଥିବା ବେଳେ ଏହି କାର୍ଯକ୍ରମରେ ଶିବ ପଟନାୟକ , କାଳୀରମ ମାଝୀ ,…
ଆମେ କେତେ ସଚେତନ |
(" ଶାସକ ପ୍ରଶାସକ" /ଖଲ୍ଲିକୋଟ ରୁ ଶିବରାମ ଜେନା): ୧୭/୧୧, ଖଲ୍ଲିକୋଟ ବ୍ଳକ୍ ଅନ୍ତର୍ଗତ ଶ୍ରୀ କୃଷ୍ଣ ଶରଣପୁର ପଞ୍ଚାୟତ ର କେଶପୁର ଛକରେ ନିର୍ମିତ ହୋଇଥିବା ଶୌଚାଳୟ ଆଜି ଜରାଜୀର୍ଣ୍ଣ ଅବସ୍ଥାରେ ଦୃଶ୍ୟ ମାନ ହେଉଛି। ଏସଂକ୍ରାନ୍ତରେ କହିବାକୁ ଗଲେ, ଉକ୍ତ ଶୌଚାଳୟ ଗୃହ ଟି ଲକ୍ଷ ଲକ୍ଷ ଟଙ୍କାର…
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍।
ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି…
ବସ୍ତିବାସିନ୍ଦାଙ୍କ ପାଇଁ ସୁଲଭ ଆବାସ ପ୍ରକଳ୍ପ (ଏଏଚପି)ର ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ
ଭୁବନେଶ୍ୱର:: ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଅଧ୍ୟକ୍ଷ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଇଡ଼କଲ ଅଡିଟୋରିୟମରେ ବସ୍ତିବାସିନ୍ଦାଙ୍କ ପାଇଁ ସୁଲଭ ଆବାସ ପ୍ରକଳ୍ପ (ଏଏଚପି)ର ହିତାଧିକାରୀଙ୍କୁ ଆବଣ୍ଟନ ପତ୍ର ବଣ୍ଟନ…
ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ପାଳିତ
ରାୟଗଡ଼ : ମଙ୍ଗଳବାର ରେଳବାଇ ପଡ଼ିଆରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ କାଡ୍ରlକା ଅlପଲସ୍ୱାମି,ମାନ୍ୟବର ବିଧାୟକ ରାୟଗଡ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ…
ରାୟଗଡା ଜିଲ୍ଳାରେ ଡିସେମ୍ବର ୧୭ରୁ ଆରମ୍ଭ ହେବ ଧାନ ମଣ୍ଡି
ରାୟଗଡା/୧୯/୧୧/୨୪ : ଆସନ୍ତା ଡିସେମ୍ବର ମାସ ୧୭ ତାରିଖରୁ ରାୟଗଡା ଜିଲ୍ଳାରେ ଖୋଲିବ ଧାନ ମଣ୍ଡି । ଏ ନେଇ ଆଜି ଜିଲ୍ଳାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି । ରାୟଗଡ ଜିଲ୍ଳାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ରାୟଗଡ…
ବ୍ଲକସ୍ତରୀୟ ବିଜ୍ଞାନ ମେଳା , ୧୦୫ ପ୍ରକଳ୍ପ ପ୍ରଦର୍ଶିତ
ଚନ୍ଦାହାଣ୍ଡି ତ୍ରିଲୋଚନ ବେଶ୍ରା : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଅଧିନସ୍ଥ ମା‘ ଖମ୍ବେଶ୍ବରୀ ଉଚ୍ଚ ବିଦ୍ୟାଳୟ, ଖଇରଭାଡି ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁମିତ୍ରା ପୂଜାରୀ ଯୋଗ ଦେଇ ସମସ୍ତ…
ଷଷ୍ଠ ମିରାକେଲ ଷ୍ଟାର୍ ନାଇଟ ଆୟୋଜିତ
https://youtu.be/ilLKrY8dhwQ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ଅଗ୍ରଣୀ ଆଧୁନିକ ନୃତ୍ୟ ଅନୁଷ୍ଠାନ ମିରାକେଲ ଡ୍ୟାନ୍ସ ଷ୍ଟୁଡିଓ ପକ୍ଷରୁ ସ୍ଥାନୀୟ ଗୁଣ୍ଡିଚା ପଡିଆ ଠାରେ ମିରାକେଲ ନାଇଟ୍ ଆଧୁନିକ ନୃତ୍ୟ କାର୍ଯ୍ୟକ୍ରମ ଆୟୋଜିତ…
ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଓ ଟାଟା ଷ୍ଚିଲ ମେରାମଣ୍ଡଳୀ ଦ୍ବାରା ୨୦୨୫ ଜାନୁଆରି ୧୧ରେ କପିଳାସ ଅଭୟାରଣ୍ୟ ନିକଟରେ…
୪୦୦୦ ଦୌଡ଼ ପ୍ରେମୀ ଅଂଶଗ୍ରହଣ କରିବେ, ୩୦ଜଣ ବିଜେତାଙ୍କ ପାଇଁ ୯.୬୪ ଲକ୍ଷ ଟଙ୍କାର ପୁରସ୍କାର
ହାଫ ମାରାଥନ ରୁଟ୍କୁ ବିଶ୍ୱସ୍ତରୀୟ ସଂଗଠନ ଆସୋସିଏସନ ଅଫ୍ ଇଂଟରନ୍ୟାସନାଲ୍ ମାରାଥନ୍ସ ଆଣ୍ଡ ଡିଷ୍ଟାନ୍ସ ରେସେସ୍ (ଏମ୍ସ) ପକ୍ଷରୁ ସାର୍ଟିଫାଏଡ…
ନିର୍ଦ୍ଧାରିତ ସମୟରେ ପ୍ରକଳ୍ପଗୁଡିକୁ ଶେଷ କରିବା ଆମର ପ୍ରାଥମିକତା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ନିମାପଡା /ଭୁବନେଶ୍ୱର: ଆଜି ନିମାପଡା ବ୍ଲକ କନଫରେନ୍ସ ହଲରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟିର ତ୍ରୈମାସିକ ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ବିଭିନ୍ନ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା…