ଡବଲ ଇଂଜିନ ସରକାର ବାଲିଯାତ୍ରାକୁ ଜାତୀୟ ଉତ୍ସବ ମାନ୍ୟତା ଦିଅନ୍ତୁ: ବିଜେଡି

 ବାଲିଯାତ୍ରା ଆୟୋଜନରେ ତ୍ରୁଟି ସରକାରଙ୍କ ଅପାରଗତାକୁ ପଦାରେ ପକାଉଛି  ମୁଖ୍ୟମନ୍ତ୍ରୀଙ୍କୁ ଉପଯୁକ୍ତ ସମ୍ମାନ ନଦେବା ଏକ ବିଡ଼ମ୍ବନା  ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ, ଯାତ୍ରାରେ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି ଭୁବନେଶ୍ୱର : ଏବର୍ଷର…

ସୋଆ ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ ପ୍ରଦାନ

ଭୁବନେଶ୍ୱର, ନଭେମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନୀତ କରାଯାଇଛି । ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ଶ୍ରୀମତି ଦାସ ଙ୍କୁ ‘ଏକ୍ସଲେନ୍ସ ଇନ୍ ଇନ୍‌ସ୍ପିରେସ୍‌ନାଲ୍…

ରାଜ୍ୟ ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି

ଆମ୍ବ ଟାକୁଆ ଜାଉ ଖାଇବା ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି  ରାଜ୍ୟରେ ପିଡ଼ିଏସ ବଣ୍ଟନ ବ୍ୟବସ୍ଥା ବିପର୍ଯ୍ୟସ୍ତ  ସାରା ଓଡିଶା ପାଇଁ ଲଜ୍ଜାଜନକ ଘଟଣା  ଆମ୍ବ ଟାକୁଆ ଆଦିବାସୀଙ୍କ ପାରମ୍ପରିକ ଖାଦ୍ୟ ବୋଲି ମନ୍ତ୍ରୀଙ୍କ ମନ୍ତବ୍ୟ ଗ୍ରହଣୀୟ ନୁହେଁ ଭୁବନେଶ୍ୱର,…

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ତା. ୧୯/୧୧ ରିଖ: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ ଭୁବନେଶ୍ୱରସ୍ଥ କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପିସିସି ପକ୍ଷରୁ କଂଗ୍ରେସ ଭବନ ପରିସରରେ ଥିବା…

ବୈଜୟନ୍ତ ପଣ୍ଡାଙ୍କୁ ଚତୁର୍ଥ ବଡ ସଫଳତା

ବିଜେପିରେ ଯୋଗଦେଲେ କୈଳାସ ଗେହଲଟ ନୂଆଦିଲ୍ଲୀ/ଭୁବନେଶ୍ବର, ୧୮|୧୧ - ପୂର୍ବତନ ଆପ୍ ନେତା ତଥା ଦିଲ୍ଲୀ ମନ୍ତ୍ରୀ କୈଳାସ ଗେହଲଟ ଗତକାଲି ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେବାପରେ ଆଜି ଆନୁଷ୍ଠାନିକ ଭାବେ ବିଜେପି ରାଷ୍ଟ୍ରୀୟ ଉପ ସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ…

ଦୁଇ ଘଣ୍ଟା ପରେ ପୁନଃକାର୍ଯ୍ୟ କଲା ବନ୍ଦ ହୋଇଯାଇଥିବା ହୃଦୟ

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ୱୟ, ନିଶ୍ଚିତ ମୃତ୍ୟୁ ମୁଖରୁ ଯବାନଙ୍କୁ ବଞ୍ଚାଇଲେ ଏମ୍‌ସ ଭୁବନେଶ୍ୱର ଡାକ୍ତର • ଇ-ସିପିଆର ପ୍ରଣାଳୀର ସଫଳ ରୂପାୟନ, ପୂର୍ବ ଭାରତରେ ପ୍ରଥମ • ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇଲେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ…

ଅଯଥା ପ୍ରସଙ୍ଗକୁ ଦୋହରାଇ ଓ ପାଳି କରି ମିଛ ସତ ଲଗାଇ ମନଗଢା କାହାଣି ଶୁଣାଉଛନ୍ତି ବିଜେଡି ନେତୃବୃନ୍ଦ : ଦିଲୀପ ମଲ୍ଲିକ

ଭୁବନେଶ୍ୱର, ତା.୧୮/୧୧: ବିରୋଧୀ ବିଜେଡି ପାଖରେ କୈାଣସି ପ୍ରସଙ୍ଗ ନାହିଁ । ଶାସନରୁ ବିତାଡିତ ହେବା ପରେ ଅଯଥା ପ୍ରସଙ୍ଗକୁ ଦୋହରାଇ ଓ ପାଳି କରି ବିଜେଡିର ନେତାମାନେ ମିଛ ସତ ଲଗାଇ ମନଗଢା କାହାଣି ଶୁଣାଉଛନ୍ତି । ବିଜେଡି ନେତା ତଥା ପୂର୍ବତନ ବିଧାୟକ ସଂଜୟ ଦାସବର୍ମା ବଡ ବଡ କଥା…

ରାଜ୍ୟ କାର୍ଯ୍ୟାଳୟରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ଦେଙ୍କୁ ଶେଷ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ

ଭୁବନେଶ୍ୱର, ତା.୧୮/୧୧: ପୂର୍ବତନ ମନ୍ତ୍ରୀ, ବରିଷ୍ଠ ନେତା ତଥା କଟକ ପୂର୍ବତନ ବିଧାୟକ ଶ୍ରୀ ସମୀର ଦେଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ଦେଙ୍କ ପାର୍ଥୀବ ଶରୀରକୁ ଶେଷ ସମ୍ମାନ ଜଣାଇ…

ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ‘ସିଟି ସ୍ଲାନ୍ ସେବା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଗରିବ ଓ ମଧ୍ୟବିତ୍ତ ବର୍ଗର ଲୋକମାନେ ଉପକୃତ ହେବେ – ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଲେ ସମ୍ବଲପୁର, ନଭେମ୍ବର ୧୮ – ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର କେନ୍ଦ୍ର ଶିକ୍ଷା…

ସମ୍ବଲପୁରରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ସହାୟତା ବିତରଣ

ସମ୍ବଲପୁରରେ ଯୋଗ୍ୟ ନିର୍ମାଣ ଶ୍ରମିକଙ୍କ ପଞ୍ଜିକରଣ ସଂଖ୍ୟା ବଢାଇବା ପାଇଁ ଯୋଜନା ହେଉ - ଧର୍ମେନ୍ଦ୍ର ପ୍ରଧାନ • ନିର୍ମାଣ ଶ୍ରମିକ ହିତାଧିକାରୀମାନଙ୍କୁ ୧ କୋଟି ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ଏବଂ ୨୦୦ ଜଣ ଯୋଗ୍ୟ ନିର୍ମାଣ ଶ୍ରମିକଙ୍କୁ ବିଓସି-ଆଇ କାର୍ଡ୍ ବିତରଣ •…