Sign in
Sign in
Recover your password.
A password will be e-mailed to you.
ଦୁର୍ଘଟଣାରେ ଯୁବ ପୁରୋହିତ ଆହତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଯଜମାନଙ୍କ ମଙ୍ଗଳ କାମନା କରି ଘରକୁ ଫେରୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ଜନୈକ ଯୁବ ପୁରୋହିତ I ସୂଚନା ପ୍ରକାରେ ବେଲଗୁଣ୍ଠା ବ୍ଳକ୍ ବିଜୟଲକ୍ଷ୍ମୀ ଶରଣପୁର ଗ୍ରାମର ଦିଲ୍ଲୀପ୍ କୁମାର ମିଶ୍ର(40) ନାମଙ୍କ ଜଣେ ଯୁବ ପୁରୋହିତ ଯଜମାନ କାର୍ଯ୍ୟ…
ଡାବୁଗାଁ ରେ ଶବ ବାହାକ ମହାପ୍ରୟାଣ ନ ଥିବାରୁ ହଟ ହଟା ହେଲେ ମୃତକଙ୍କ ପରିବାର
ମେଡିକାଲ ରେ ୫ ଘଣ୍ଟା ଅପେକ୍ଷା ପରେ ଦୁଇଟି ଶବ ବୋହିନେଲା ମହାପ୍ରୟାଣ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୮/୧୧/୨୪ ମେଡିକାଲ ରେ ମୃତ ଜଣେ ନାବାଳିକା ଝିଅ ର ଶବ ଶବ ବାହକ ମହାପ୍ରୟାଣ ରେ ଗାଁ କୁ ନେବାକୁ ପରିବାର ବର୍ଗଙ୍କୁ ୫ ଘଣ୍ଟା ଅପେକ୍ଷା କରିବାକୁ ପଡ଼ିଥିବା ବେଳେ ଶବ…
ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ।
ପଦ୍ମପୁର :- ପାଇକମାଲ ବ୍ଳକ୍ ଅନ୍ତର୍ଗତ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ବିଧାୟିକା ବର୍ଷା ସିଂ ବରିହା ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ବିଡିଓ ପ୍ରଫୁଲ୍ଲ କୁମାର ଓଦୁ, ସିଡିପିଓ ବାସନ୍ତୀ ପୁଷ୍ଟା, ଯୋଗଦେଇଥିଲେ। ବିଗତ ବର୍ଷ ର…
କଲମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )ତା. ୧୮.୧୧.୨୦୨୪ – କଳାହାଣ୍ଡି ଜିଲ୍ଲା ଅଧୀନସ୍ତ କଲମପୁର ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ…
ଭିଜିଲାନ୍ସ ପଞ୍ଜାରେ ଡାକ୍ତର , ଗର୍ଭବତୀ ମହିଳାଙ୍କୁ ଲାଞ୍ଚ ମାଗି ଧରାପଡିଲେ।
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )କଳାହାଣ୍ଡି ଜିଲ୍ଳା ଭବାନୀପାଟଣା ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ର ଗାଇନିକ୍ ସ୍ପେଶାଳିଷ୍ଟ ଡାକ୍ତର ଅଶୋକ ଦାସ ଗର୍ଭବତୀ ମହିଳାଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଜାରେ। ମେଡିକାଲ ସମେତ ସରକାରୀ କ୍ୱାଟର ରେ…
ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷାଙ୍କ ବିରୁଦ୍ଧରେ ଅନାସ୍ଥା ଭୋଟ୍ ; ଅନାସ୍ଥା ସପକ୍ଷରେ ସମସ୍ତ ଭୋଟ୍
ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ଗତ ୬ ତାରିଖରେ ବେଲଗୁଣ୍ଠା ଏନ୍.ଏ.ସିର ଉପାଧ୍ୟକ୍ଷା ଟି.ବବିତା କୁମାରୀଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଏନ୍ଏସିର ୧୧ ଜଣ କାଉନସିଲର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଆଣିଥିବା ବେଳେ ଆଜି ଜିଲ୍ଳାପାଳଙ୍କ…
ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣୀ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ନଭେମ୍ବର ମାସ ୧୮ ତାରିଖ ୨୦୨୪ ମାସର ତୃତୀୟ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି,ଭଞ୍ଜନଗର…
ଅଚ୍ୟୁତ ସାମନ୍ତଙ୍କୁ ଏଫ୍ଆଇଭିବି ଗ୍ରାଣ୍ଡ କ୍ରସ୍ ସମ୍ମାନ
ଭୁବନେଶ୍ୱର, ୧୭ ।୧୧: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ୍ ଫେଡେରେସନ୍ (ଏଫ୍ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ସମ୍ମାନ’ ପ୍ରଦାନ କରାଯାଇଛି । ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ପର୍ତ୍ତୁଗାଲର ପର୍ତ୍ତୋଠାରେ…
‘ସକାଳ’ ୪ର୍ଥ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା
ନୟାଗଡ଼(ବିଶ୍ୱଜିତ ନାୟକ):- ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ସଭାଗୃହରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବରିଷ୍ଠ ଓ କନିଷ୍ଠ ବିଭାଗରେ ଅନେକ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ ।…