Sign in
Sign in
Recover your password.
A password will be e-mailed to you.
ରାଉରକେଲାରେ ପାଳନ ହେଲା ଜାତୀୟ ପ୍ରେସ୍ ଦିବସ
ରାଉରକେଲା ,(ବସନ୍ତ କୁମାର ଜେନା): ସାରା ଦେଶରେ ନଭେମ୍ବର ୧୬ ତାରିଖ ଦିନ ପାଳନ ହୋଇଛି ଜାତୀୟ ପ୍ରେସ୍ ଦିବସ। ଏହି ଦିନ ଭାରତୀୟ ଗଣମାଧ୍ୟମ ପରିଷଦ ବା ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆ ଗଠିତ ହୋଇଥିବାରୁ ଏହିଦିନଟିକୁ ଜାତୀୟ ପ୍ରେସ୍ ଦିବସ ଭାବେ ପାଳନ କରାଯାଇଥାଏ। ଏହି କ୍ରମରେ ରାଉରକେଲା…
କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ।
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )ତା 16.11.2024 କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ଜିଲାପାଳଙ୍କ କାର୍ଯ୍ଯାଳୟ ସ୍ଥିତ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ…
ଧାନ ର ଉଚିତମାନ ନିର୍ଦ୍ଧାରଣ ନିମନ୍ତେ ଗ୍ରା.ପ. ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ।
ପଦ୍ମପୁର:- ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ କନସିଂହା ଗ୍ରାମ ପଞ୍ଚାୟତ ର ରାଜୀବ ଭବନ ରେ ଧାନ ର ଉଚିତମାନ ନିର୍ଦ୍ଧାରଣ ନିମନ୍ତେ ଗ୍ରା.ପ. ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଚଳିତ ଖରିଫ ଫସଲ ର ଉତ୍ପାଦିତ ହାରାହାରି ଉଚିତ ଗୁଣବତ୍ତା ଧାନ କୁ ଚାଷୀ ମାନେ କିପରି ବିକ୍ରୟ କରି ଉଚିତ…
ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ
ପାରଳାଖେମୁଣ୍ଡି /ବାଳାକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦର ମହକୁମାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି…
ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ
ରାୟଗଡା/୧୬/୧୧/୨୪ : ରାୟଗଡା ଜିଲ୍ଳା ପ୍ରଶାସନ ଓ ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଳା ପରିଷଦ ସ୍ୱଭାଗୃହ ଠାରେ ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୨୦୨୪ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ରାୟଗଡା ଅତିରିକ୍ତ ଜିଲ୍ଳାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍ଘାଟିତ
ଭୁବନେଶ୍ୱର, ୧୬ ।୧୧: କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ରେ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି । ଏଥିରେ ବିଶିଷ୍ଟ ଅଭିନେତ୍ରୀ ତଥା ଲେଖିକା ସୋହା ଅଲ୍ଲୀ ଖାଁ, ଲେଖିକା ପ୍ରୀତି ସେନୋୟ, କିଟ୍ ଓ କିସ୍ ସଭାପତି ଶାଶ୍ୱତୀ ବଳ, କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍…
ଗଣମାଧ୍ୟମ ହେଉଛି ସମାଜର ଦର୍ପଣ :ବିଧାୟକ
ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ
ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ଗଣମାଧ୍ୟମ ଏବଂ ପ୍ରଶାସନ ମଧ୍ୟରେ ସମନ୍ଵୟ ଜରୁରୀ : ଜିଲ୍ଲାପାଳ
ଜଗତସିଂହପୁର,ତା-୧୬.୧୧.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲାପାଳଙ୍କ କର୍ଯ୍ୟଳୟସ୍ଥ ସଦଭାବନା ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଜାତୀୟ…
ଭଞ୍ଜନଗର ରେ ଜାତୀୟ ପ୍ରେସ ଦିବସ ପାଳନ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଣତନ୍ତ୍ରର ସୁରକ୍ଷା ଦିଗରେ ସାମ୍ବାଦିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, ଏହାର କୌଣସି ବିକଳ୍ପ ନାହିଁ । ସାମ୍ବିଧାନିକ ପରିଚୟ ନଥିବା ସତ୍ତ୍ୱେ ସାମ୍ବାଦିକ ସମାଜର ପଥପ୍ରଦର୍ଶକ ହୋଇ ରହିଛି। ଭାରତରେ ଆଧୁନିକ ସାମ୍ବାଦିକତାର ବିକାଶ, ବର୍ତ୍ତମାନର ସ୍ଥିତି,…
ବେଲଗୁଣ୍ଠା ପ୍ରେସ୍ କ୍ଳବରେ ଜାତୀୟ ସାମ୍ବାଦିକତା ଦିବସ ପାଳିତ ।
ବେଲଗୁଣ୍ଠା-(ଶିବରାମ ଚୌଧୁରୀ )- ଜାତୀୟ ସାମ୍ବାଦିକତା ଦିବସ ଅବସରରେ ବେଲଗୁଣ୍ଠା ପ୍ରେସ୍ କ୍ଳବ ତରଫରୁ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।ପ୍ରେସ୍ କ୍ଳବ ସଭାପତି ପ୍ରଦ୍ୟୁମ୍ନ ପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ,ଆଜିକାଲି ଗଣମାଧ୍ୟମ ପ୍ରତିନିଧି ମାନେ ନିଜ ନିଜ…
ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ
ନବରଙ୍ଗପୁର୧୬.୧୧.୨୦୨୪: ଅଶୋକ ସାହୁ, ଶାସକ ପ୍ରଶାସକ : ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟ ରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ ଙ୍କ…