ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ

ରାୟଗଡ - ରାୟଗଡ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସଦଭାବନା ଗୃହରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପତୁଆରି ଙ୍କ ଅଧ୍ୟକ୍ଷତା ରେ ଆଜି ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକ ରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ, ଖାଦ୍ୟ ସୁରକ୍ଷା, ରାଷ୍ଟ୍ରୀୟ ବାଲ…

ପଦ୍ମପୁର ପ୍ରିଣ୍ଟ ମିଡିଆ ସଂଘ ଗଠିତ

ପଦ୍ମପୁର, ୧୩.୧୧ :- ସ୍ଥାନୀୟ ଉଦୟନାଥ ଭବନ ଠାରେ ପଦ୍ମପୁର ସାମ୍ବାଦିକ ସଂଘର ଏକ ବୈଠକ ବରିଷ୍ଠ ସାମ୍ବାଦିକ ଲାଲ ବିହାରି ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ସଂଘ ର କାର୍ଯ୍ୟକାରିଣୀ କମିଟୀ ରେ ସର୍ବ ସମ୍ମତି କ୍ରମେ କିରଟି ସାହୁ ସଭାପତି, ଡିଲେଶ୍ଵର ବାଗ…

ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ନୂତନ କମିଟି ର ଦାୟିତ୍ଵ ଗ୍ରହଣ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୩/୧୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ର ନୂତନ ପରିଚାଳନା କମିଟି ଆଜି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଶିକ୍ଷା ବିକାଶ ସମିତି ର ଅନୁମୋଦନ କ୍ରମେ ପୁରୁଣା ପରିଚାଳନା କମିଟି ଭଙ୍ଗ କରାଯାଇ ଆଜି ଠାରୁ ନୂତନ ପରିଚାଳନା…

ଜେଲ ଅନ୍ତେବାସୀମାନଙ୍କ ପାଇଁ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ

ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା କାରାଗାରଠାରେ ଜେଲ ଅନ୍ତେବାସୀମାନଙ୍କ ପାଇଁ ଏକ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମକୁ  ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,  ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ ଉଦ୍‌ଘାଟନ…

ଓଏଏସ୍ ପାଇଥିବା ବିଷ୍ଣୁ ଚରଣ ନାୟକଙ୍କୁ ଗାଙ୍ଗପୁର ଉଚ୍ଚ ବିଦ୍ୟାଳୟ ତରଫରୁ ଉଚ୍ଛସ୍ୱିତ ସମ୍ବର୍ଦ୍ଧନା

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,କଠିନ ଅଧ୍ୟବସାୟ ଆଗରେ ଗରିବୀର ମାନେ କିଛି ରହେନାହିଁ I ଦୃଢ଼ ଇଚ୍ଛାଶକ୍ତି ବଳରେ ଅସମ୍ଭବ ମନେ ହେଉଥିବା କାର୍ଯ୍ୟ ସମ୍ଭବ ହୋଇଥାଏ I ଏହାର ଜ୍ଵଳନ୍ତ ଉଦାହରଣ ହେଉଛନ୍ତି ସଦ୍ୟ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ହାସଲ କରିଥିଲା ବେଲଗୁଣ୍ଠା ବ୍ଲକ୍…

ସମବାୟ ସମିତିରେ ହୋଇଥିବା ଋଣ ଠକେଇ ଘଟଣାର ମୁଖ୍ୟ ଅଭିଯୁକ୍ତକୁ କୋର୍ଟ ଚାଲାଣ

ନୟାଗଡ଼ (ବିଶ୍ୱଜିତ ନାୟକ) - ନୟାଗଡ଼ ଜିଲ୍ଲା ସଦର ବ୍ଲକ ନୋତର ସମବାୟ ସମିତିରେ ହୋଇଥିବା ଋଣ ଠକେଇ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଆଜି ଇଟାମାଟି ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ହେଉଛନ୍ତି  ଉକ୍ତ ସମବାୟ ସମିତିର ବହିଷ୍କୃତ ସମ୍ପାଦକ ଆଶିଷ କୁମାର ପ୍ରଧାନ । ଆଶିଷ ସମବାୟ…

ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ…

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଆମେରିକୀୟ ଦମ୍ପତି

 ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୬୦ ଏବଂ ୬୧ତମ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ସୁଦୂର ଆମେରିକା ଦେଶର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ପିତୃମାତୃହୀନ…

ଅଞ୍ଚଳ ମହାବିଦ୍ୟାଳୟ ଛାତ୍ରାବାସର ପ୍ରୀମୀୟର ଲିଗ୍ ଉଦଯାପିତ

ପଦ୍ମପୁର:- ଅଞ୍ଚଳ ମହାବିଦ୍ୟାଳୟ ଛାତ୍ରାବାସର ଚାରିଦିନ ଧରି ଚାଲିଥିବା ହଷ୍ଟେଲ ପ୍ରିମୀୟର ଲିଗ୍ ଉଦଯାପିତ ହୋଇସାରିଛି। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଲଳିତ ମୋହନ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ରନର୍ ଅଫ ଟିମ୍ ଫୋନେକ୍ସ ପ୍ରଣ୍ଟମ୍ କୁ ଟ୍ରଫି ପ୍ରଦାନ…

ଡିସେମ୍ବର ୦୧ରୁ ବାରିପଦାର ଐତିହାସିକ ଛଉ ପଡିଆରେ ମୟୁରଭଞ୍ଜ ମହୋତ୍ସବ

 ମୟୂରଭଞ୍ଜ ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ(ଶାସକ ପ୍ରଶାସକ): ମୟୁରଭଞ୍ଜ ଜିଲ୍ଲାର କଳା ଓ ସଂସ୍କୃତିର ଏକ ସ୍ଵତନ୍ତ୍ର ପରିଚୟ ରହିଛି । ଆଉ ସେହି କଳା ଓ ସଂସ୍କୃତିର ବିକାଶ ପାଇଁ ଏକ ଅଭିନବ ପ୍ରୟାସ ହେଉଛି ମୟୁରଭଞ୍ଜ ମହୋତ୍ସବ । ୭ମ ବର୍ଷରେ ପଦାର୍ପଣ କରିଛି ମୟୁରଭଞ୍ଜ ମହୋତ୍ସବ ।…