Sign in
Sign in
Recover your password.
A password will be e-mailed to you.
ଆଞ୍ଚଳିକ ସାମ୍ବାଦିକ ସଙ୍ଘ ପକ୍ଷରୁ ନୂତନ ବିଡ଼ିଓଙ୍କୁ ସମ୍ବର୍ଦ୍ଧନା
ନୂଆଗାଁ:(ପୁଷ୍ପଲତା ପ୍ରଧାନ):ନୂଆଗାଁ ବ୍ଲକ୍ ରେ କାର୍ଯ୍ୟରତ ବିଡ଼ିଓ ବାସୁଦେବ ନାୟକଙ୍କ ବଦଳି ପରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ର ବିଡ଼ିଓ ଅମୃତ କୁମାର ରାଉଳ ନୂଆଗାଁ ବ୍ଲକ୍ ରେ ଯୋଗ ଦେଇଥିଲେ।ଆଜି ଆଞ୍ଚଳିକ ସାମ୍ବାଦିକ ସଙ୍ଘ ସଭାପତି ଶିବଦତ ପାତ୍ରଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ…
ପବିତ୍ର କାର୍ତ୍ତିକ ମାସ ପଞ୍ଚୁକ:ବଡ଼ ଏକାଦଶୀ ତିଥିରେ ଦେବାଳୟରେ ଶ୍ରଦ୍ଧାଳୁଙ୍କ ଭିଡ଼ ।
ବେଲଗୁଣ୍ଠା-(ଶିବରାମ ଚୌଧୁରୀ )- ଚାଲିଛି ପୁଣ୍ୟର ମାସ ପବିତ୍ର କାର୍ତ୍ତିକ ।ମାସ ତମାମ ହବିଷ୍ୟାଳୀ ଓ ଶ୍ରଦ୍ଧାଳୁମାନେ କାର୍ତ୍ତିକକୁ ସାତ୍ତ୍ୱିକ ଭାବେ ପାଳନ କରନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ତଥା ପଞ୍ଚୁକର ଉପସ୍ଥିତି ବିଭିନ୍ନ ଦେବାଳୟରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦ୍ୱଇଗୁଣିତ…
ଆଦିବାସୀ ନେତା ହତ୍ୟା ମାମଲା: ପୂର୍ବତନ ରାଜ୍ୟସଭା ସାଂସଦ ଏନ. ଭାସ୍କର ରାଓଙ୍କ ସମେତ ମୋଟ ଛଅ ଜଣଙ୍କ ବିରୋଧରେ ଜାମିନ…
ରାୟଗଡ: ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗିଙ୍କ ହତ୍ୟା ମାମଲାର ୧୪ ବର୍ଷ ପରେ ଶୁଣାଣି କରିଛନ୍ତି ରାୟଗଡ଼ା ଜିଲ୍ଲା ଓ ଦୌରାଜଜଙ୍କ ଅଦାଲତ। ଉକ୍ତ ହତ୍ୟା ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ଏନ. ଭାସ୍କରଙ୍କ ସମେତ ମୋଟ ୬ ଜଣଙ୍କ ନାଁରେ ଅଦାଲତ ଜାମିନ ବିହୀନ…
ବିଜେପି ସମର୍ଥିତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ସଦରବ୍ଲକ ଚମ୍ପତ୍ତିପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ଅମର ପ୍ରସାଦ ସାଥୁଆଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ଉକ୍ତ ପଞ୍ଚାୟତର ୱାର୍ଡ଼ ସଭ୍ୟ ସଭ୍ୟା । ବିଜେପି ସମର୍ଥନରେ ବିଜୟୀ ହୋଇଥିବା ସରପଞ୍ଚ ଶ୍ରୀଯୁକ୍ତ ସାଥୁଆ ୩ ବର୍ଷ କାର୍ଯ୍ୟକାଳ ଭିତରେ…
ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ରାୟଗଡ / ଚନ୍ଦ୍ରପୁର ୧୨/୧୧/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ…
ଭଞ୍ଜନଗର ରେ ତ୍ରିଦିବସୀୟ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳାର ଶୁଭାରମ୍ଭ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ନଭେମ୍ବର ମାସ ୧୨ ତାରିଖ ଦିନ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହରରେ ପୁରୁଣା ଜେଲ୍ ପଡ଼ିଆଠାରେ ଉପଖଣ୍ଡ ସ୍ତରୀୟ ତ୍ରିଦିବସୀୟ କୃଷି ଯନ୍ତ୍ରପାତି ମେଳାର ଶୁଭାରମ୍ଭ ହୋଇଯାଇଛି। ଏହି ମେଳା ଆସନ୍ତା ୧୪ ତାରିଖ ଗୁରୁବାର ପର୍ଯ୍ୟନ୍ତ ଚାଲିବ। ଭଞ୍ଜନଗର…
ମହାଦେବ ଙ୍କୁ ଦର୍ଶନ ସାରି ଫେରିବା ସମୟରେ ଅଘଟଣ, ଅଟୋ ଓଲଟି ୧୩ ଆହତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୨/୧୧/୨୪ କାର୍ତ୍ତିକ ମାସ ଶେଷ ସୋମବାର ଦିନ ମହାଦେବ ଙ୍କୁ ଦର୍ଶନ ସାରି ଫେରୁଥିବା ସମୟରେ ହୋଇଛି ଅଘଟଣ। ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ କେଲିଆ ଶୈବପୀଠ ନିକଟରେ ସୋମବାର ସନ୍ଧ୍ୟାରେ ଅଟୋ ଓଲଟି ୧୩ ଜଣ ଆହତ ହୋଇଛନ୍ତି…
ନବରଙ୍ଗପୁର ଠାରେ ବିଶ୍ଵ ନିମୋନିଆ ଦିବସ ପାଳିତ.
ନବରଙ୍ଗପୁର ତା ୧୨.୧୧.୨୦୨୪: ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ ନବରଙ୍ଗପୁର ମୂଖ୍ୟ ଚିକିତ୍ସାଲୟ ପରିସର ସ୍ଥିତ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀଙ୍କ ସମ୍ମିଳନୀଗୃହରେ ଏ ଡି ପି ଏଚ ଓ (ଏଫ୍ ଡବ୍ଳୁ) ଡ ମଳୟ ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ବିଶ୍ଵ ନିମୋନିଆ ଦିବସ ପାଳିତ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର…
ଚନ୍ଦାହାଣ୍ଡି ବ୍ଲକଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।
ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ.: ଆଜି ଚନ୍ଦାହାଣ୍ଡିବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ) ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି…