ଚନ୍ଦାହାଣ୍ଡି ବ୍ଲକଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ.: ଆଜି ଚନ୍ଦାହାଣ୍ଡିବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ) ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି…

ଭାରତ ଲିଡର ସିପ୍ ପୁରସ୍କାର

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରଗତି ମହିଳା ସଙ୍ଗଠନ ପାରଳାଖେମୁଣ୍ଡିର ସଂପାଦିକା ତନୁଜା ଶତପଥୀ ଭୁବନେଶ୍ବର ସ୍ଥିତ ଜୟଦେବ ଭବନ ଠାରେ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଠାରୁ ନାରୀ ସଶକ୍ତି କରଣ , ନାରୀ ଜାଗରଣ ଓ ସମାଜସେବା ପାଇଁ…

ଥୁଆମୂଲ ରାମପୁର ବ୍ଲକସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା. ୧୧.୧୧.୨୦୨୪: କଳାହାଣ୍ଡି ଜିଲ୍ଲା ଥୁଆମୂଲ୍ ରାମପୁର ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ବ୍ଲକର ବିଭିନ୍ନ…

ପ୍ରାରମ୍ଭିକ ମଧୁମେହ ନିର୍ଣ୍ଣୟ ଏବଂ ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ପାଇଁ ବିଶ୍ୱ ମଧୁମେହ ଦିବସରେ ଅଭିନବ…

ୱିନ୍ ଓଭର ଡାଇବେଟିସ୍ ଏଭରିଡେ ଏବଂ ରିସର୍ଚ୍ଚ ସୋସାଇଟି ଫର ଡାଇବେଟିସ୍ ଇନ୍ ଇଣ୍ଡିଆ (ଆରଏସଏସଡିଆଇ) ସହ ହାତ ମିଳାଇଲେ ମ୍ୟାନକାଇଣ୍ଡ ଫାର୍ମା ଭୁବନେଶ୍ୱର : ଭାରତ ବିଶ୍ୱର ମଧୁମେହ ରାଜଧାନୀଭାବେ ପରିଚିତ, ଯେଉଁଠି ମଧୁମେହ ଓ ଆନୁଷଙ୍ଗିକ ଜଟିଳତା ଅଧିକ ମାତ୍ରାରେ ଦେଖାଦେଇଥାଏ । ଖରାପ…

କୁଡୁମୀ ସେନା ପକ୍ଷ ରୁ ସପ୍ତମ ବାର୍ଷିକ ବାନ୍ଦନା ପରବ ଭେଟଘାଟ ଅନୁଷ୍ଠିତ

ମୟୂରଭଞ୍ଜ ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ।: ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ର ଧାନଘେରୀ ର (ବଡ଼ଚାଟର ) ପଡିଆ ଠାରେ କୁଡୁମୀ ସେନା ପକ୍ଷରୁ ବାନ୍ଧାଣା ପର୍ବ ଓ  ସଂସ୍କୃତି ବଞ୍ଚାଅ ଅଭିଯାନ  କୁଡୁମୀ ସେନା ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। କୁସୁମୀ ସେନା ର  ପ୍ରତିଷ୍ଠାତା…

୨୯ ତମ ମଣ୍ଡଳସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉତ୍ସବ ରେ ଯୋଗଦେଲେ ବିଧାୟକ

ନୂଆଗାଁ:ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ୨୯ ତମ ମଣ୍ଡଳସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ବିଜ୍ଞାନ ମେଳାରେ ୧୧୮ ଟି ପ୍ରକଳ୍ପ ନେଇ ବ୍ଲକ୍ ରୁ ଛାତ୍ର ଛାତ୍ରୀ ମାନେ ପ୍ରଦର୍ଶନ କରିଥଲେ।ବ୍ଲକ୍ ଶିକ୍ଷା ଅଧିକାରୀ…

କାର୍ତ୍ତିକ ମାସ ଚତୁର୍ଥ ସୋମବାର, କେଲିଆ ଶୈବ ପୀଠରେ ୧୦ ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୧/୧୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ର ପ୍ରସିଦ୍ଧ କେଲିଆ ଶୈବ ପୀଠ ରେ ଆଜି ପବିତ୍ର କାର୍ତ୍ତିକ ମାସର ଚତୁର୍ଥ ସୋମବାର ଦିନ ୧୦ ହଜାର ରୁ ଉର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଛି।ପ୍ରଥମ, ଦ୍ଵିତୀୟ,ତୃତୀୟ ସୋମବାର ଠାରୁ ଆଜି ଚତୁର୍ଥ…

ଅଞ୍ଚଳ ମହାବିଦ୍ୟାଳୟ ରେ ଜାତୀୟ ଶିକ୍ଷା ଦିବସ ପାଳନ

ପଦ୍ମପୁର: ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ଶିକ୍ଷା ବିଭାଗ ଦ୍ଵାରା ସ୍ଵାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମଉଳନା ଅବୁଲ୍ କାଲାମ ଆଜାଦ ଙ୍କର ଜନ୍ମ ଦିବସ ଅବସରରେ ଜାତୀୟ ଶିକ୍ଷା ଦିବସ ପାଳନ କରାଯାଇଛି। ଏହି…

ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ।

ବାସୁଦେବପୁର -  ଭଦ୍ରକ ଜିଲ୍ଲାପାଳ ଓ ଏସପି ମିଳିତ ଭାବେ ଜନ ଶୁଣାଣି ଶିବିର ଆୟୋଜନ ହୋଇ ଯାଇଛି। ପଞ୍ଚାୟତ ସମିତି  ପକ୍ଷରୁ ଆୟୋଜିତ ଏହି ମିଳିତ ଜନ ଶୁଣାଣି ଶିବିର ରେ ଜିଲ୍ଲାପାଳ ଦିଲୀପ ରାଉତ ରାୟ ଓ ଏସପି  ମାଦ କର ସନ୍ଦୀପ ସମ୍ପଦ ଉପସ୍ଥିତ ରହି ବିଭିନ୍ନ ଅଭିଯୋଗ ର ଶୁଣାଣି କରିଥିଲେ । ଉପ…

୨୯ ତମ ସର୍ବ ଭାରତୀୟ ବୋଡାସମ୍ବର କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଜାନୁଆରୀ ୧୧ ରୁ ଆରମ୍ଭ।

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ବୋଡାସମ୍ବର ସ୍ପୋର୍ଟିଂ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ବୋଡାସମ୍ବର ସ୍ପୋର୍ଟିଂ ଆନୁକୂଲ୍ଯରେ ଆୟୋଜିତ ହେଉଥିବା ତଥା ଅଞ୍ଚଳ ରେ ପ୍ରସିଦ୍ଧ ଲାଭ କରିଥିବା ସର୍ବ ଭାରତୀୟ ବୋଡାସମ୍ବର କପ୍ କ୍ରିକେଟ…